ବାଲେଶ୍ୱର

ହୋଲି ଉତ୍ସବରେ ଗୋଷ୍ଠୀ ସଂଘର୍ଷ: ଖଣ୍ଡା, ଭୁଜାଲି ମାଡ଼ରେ ୫ ଗୁରୁତର

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ): ରଙ୍ଗର ପର୍ବ ହୋଲି ପାଇଁ ସବୁଠି ଉତ୍ସବ ମୁଖର ଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ଥାନା ବାଉଁଶବଣିଆ ପଞ୍ଚାୟତ ଅଧୀନ ଗୁହାଳିଆ ଗାଁରେ ମଙ୍ଗଳବାର ହୋଲି ଉତ୍ସବରେ ବୁଲିଛି ଖଣ୍ଡା ଭୁଜାଲି। ଏପରିକି ଗାଁରେ ଦୁଇ…

ହୋଲି ଅଘଟଣ: ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲିରେ ଘଟିଛି ଅଘଟଣ । ପୋଖରୀରେ ଗାଧୋଇଲା ବେଳେ ବୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଛି। କଟକ ଜିଲା ସାଲେପୁର ଥାନା ଅଧୀନ କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଜଣେ ଯୁକ୍ତ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର…

ବାଲେଶ୍ୱରରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବାକୁ ଘୋଷଣା କଲେ ଖାରବେଳ ସ୍ବାଇଁ

ଭୁବନେଶ୍ୱର,୨୫।୩: ଭାରତୀୟ ଜନତା ପାର୍ଟି (ଭାଜପା) ରବିବାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ଏଥିରେ ମୋଟ ୧୧୧ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ଓଡ଼ିଶାର ୧୮ ସଂସଦୀୟ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ କଟକ, ଯାଜପୁର…

ବାହାଘର ସାତ ଦିନ ପରେ ନବବଧୂଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୫।୩: ବିବାହର ସାତ ଦିନ ପରେ ଜଙ୍ଗଲରୁ ମିଳିଲା ନବ ବଧୂଙ୍କର ମୃତଦେହ। ବାଲେଶ୍ୱର ଜିଲାର ସୋର ଅଂଚଳରେ ଏହି ଘଟଣାର ଘଟିଥିବା ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ସୋମବାର ସକାଳୁ ନବ ବିବାହିତାଙ୍କ ମୃତଦେହ ମିଳିଛି। ବିବାହର ମାତ୍ର…

କାନ୍ଥ ଭୁଶୁଡ଼ି ପୁଅଙ୍କ ଜୀବନ ଗଲା, ମା-ବାପା ଗୁରୁତର

ଭୋଗରାଇ,୨୫।୩(ପ୍ରଦୀପ ଦାସ): କାନ୍ଥ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା-ବାପା ଗୁରୁତର ଅଛନ୍ତି। ତାଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଦୁଃଖଦ ଘଟଣା ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ପଶ୍ଚିମବାଡ଼…

ସାଇକେଲରେ ପଞ୍ଚଲିଙ୍ଗେଶ୍ୱର ପହଞ୍ଚିଲେ ବିଦେଶୀ ପର୍ଯ୍ୟଟକ

ନୀଳଗିରି, ୨୪।୩(ପ୍ରଶାନ୍ତ ବିଶ୍ୱାଳ):ପର୍ଯ୍ୟଟନ ମାନଚିତ୍ରରେ ଉତ୍ତରଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପଞ୍ଚଲିଙ୍ଗେଶ୍ୱର। ବିସ୍ତୀର୍ଣ୍ଣ ସବୁଜ ବନାନୀ ପଞ୍ଚଲିଙ୍ଗେଶ୍ୱରକୁ ପ୍ରତିଦିନ ଦେଶ ଓ ଦେଶ ବାହାରର ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଶୁକ୍ରବାର ଅପରାହ୍ନରେ ବେଲଜିୟମ ନାଗରିକ ଥିଏରି ଦେମିନ୍ସେଉ ଗୁଗଲର ସହାୟତା ନେଇ ବାଙ୍ଗାଲୋରରୁ…

ମାରାଥନ ଚଢ଼ାଉ, ଚୋରା ବେପାରୀ ଛାନିଆଁ

ବାଲେଶ୍ୱର,୨୪।୩(ମାନସ ବିଶ୍ୱାଳ):ବାଲେଶ୍ୱର ସହର ନିକଟସ୍ଥ ପୁରୁଣା ବାଲେଶ୍ୱର ଓ ବସ୍ତା ଥାନା ଅଧୀନ ଗାନ୍ଧି ଛକ ଦେଶୀ ମଦ କାରବାରର ହବ୍‌ ପାଲଟିଛି। ପୁରୁଣାବାଲେଶ୍ୱରରୁ ଜିଲାର ବିଭିନ୍ନ ସ୍ଥାନ ସମେତ ଭଦ୍ରକ ଓ ଯାଜପୁର ଜିଲା ଏବଂ ଗାନ୍ଧି ଛକରୁ ଜିଲାର…

୧ରୁ ଚନ୍ଦନେଶ୍ୱର ମହାଦେବଙ୍କ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା

ଭୋଗରାଇ, ୨୩।୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସ୍ଥିତ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କମେଳା ଆସନ୍ତା ୧ରୁ ଶୁଭାରମ୍ଭ ହେଉଛି। ଏଥିନିମନ୍ତେ ଭାଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନ, ଟ୍ରଷ୍ଟ ବୋର୍ଡ଼, ସେବାୟତଙ୍କ…

ନିର୍ମାଣର ବର୍ଷେ ନ ପୂରୁଣୁ ରାସ୍ତା ଦବିଲା

ଖଇରା,୨୨ା୩(ଉତ୍କଳବନ୍ଧୁ ପଣ୍ଡା): ବିଦ୍ୟାଧରପୁର ଡିଭିଜନ ଅନ୍ତର୍ଗତ ଖଇରା ସବଡିଭିଜନର ଆମ୍ବହତା କେନାଲ ପାର୍ଶ୍ୱ ରାସ୍ତା ନିର୍ମାଣ ହେବାର ବର୍ଷେ ମଧ୍ୟରେ ପୁନଃନିର୍ମାଣ କରାଯିବା ନାମରେ ରାସ୍ତାକୁ ୬ମାସ ହେଲା ଖୋଳି ଛାଡ଼ି ଦିଆଯାଇଛି। ଫଳରେ ଯାତ୍ରୀମାନେ ବିପଦସଂକୁଳ ଅବସ୍ଥାରେ ଯାତାୟତ କରୁଛନ୍ତି।…

ଜଳପଥରେ ସମରାଭ୍ୟାସ: ସାମିଲ ହେଲେ ସମସ୍ତ ମେରାଇନ ଥାନା

ଭୋଗରାଇ,୨୧ା୩(ପ୍ରଦୀପ ଦାସ): ୨୦୦୮ ନଭେମ୍ବର ୧୧ରେ ମୁମ୍ବାଇରେ ସନ୍ତ୍ରାସବାଦୀ ଆକ୍ରମଣ, ୨୦୧୯ ଫେବୃଆରୀ ୧୪ ପୁଲଓ୍ବାମା ସୈନିକ ଗାଡ଼ିରେ ବିସ୍ଫୋରଣ ପରେ ଭାରତ ସରକାର ପ୍ରତିରକ୍ଷା ବାହିନୀକୁ ଜଳପଥରେ ବିଶେଷ ଭାବେ ନଜର କଡ଼ାକଡ଼ି କରିଛନ୍ତି। ବିଗତ ବର୍ଷପରି ତଟରକ୍ଷୀ ବାହିନୀ,…

କୁଲଡିହା ଅଭୟାରଣ୍ୟ ଅଞ୍ଚଳରେ ଚଢ଼ାଉ: ୫ ବନ୍ଧୁକ ଜବତ, ୬ ଶିକାରୀ ଗିରଫ

ନୀଳଗିରି,୨୧ା୩(ପ୍ରଶାନ୍ତ କୁମାର ବିଶ୍ୱାଳ): ରାତି ଅଧିଆ ଚଢ଼ାଉ କରାଯାଇ କୁଲଡିହା ଅଭୟାରଣ୍ୟ ଅଞ୍ଚଳର ୬ ଶିକାରୀ ଗିରଫ ହୋଇଛନ୍ତି। ନୀଳଗିରି ପୋଲିସ ଓ ବନ ବିଭାଗ ପକ୍ଷରୁ ମିଳିତ ଚଢ଼ାଉରେ ଏହି ଶିକାରୀମାନେ ଗିରଫ ହେବା ସହ ସେମାନଙ୍କ ନିକଟରୁ ୫ଟି…

ବାଙ୍ଗରାରେ ପାସେଞ୍ଜର ହଲ୍ଟ ନିର୍ମାଣ ନେଇ ସର୍ଭେ ଆରମ୍ଭ

ବାଲେଶ୍ୱର, ୨୦।୩(ମାନସ ବିଶ୍ୱାଳ): ବାଲେଶ୍ୱର ନିକଟସ୍ଥ କୁରୁଡ଼ାର ବାଙ୍ଗରା ଲେଭଲକ୍ରସିଂଠାରୁ ୩ ଶହ ମିଟର ଦୂରରେ ଏକ ପାସେଞ୍ଜର ହଲ୍ଟ ନିର୍ମାଣ ଲାଗି ମଙ୍ଗଳବାର ମଧ୍ୟାହ୍ନରେ ଦକ୍ଷିଣ ପୂର୍ବ ରେଳବାଇର ଡିଆରଏମ୍‌ଙ୍କ ନିର୍ଦ୍ଦେଶରେ ବିଭାଗୀୟ କର୍ମଚାରୀମାନେ ଗ୍ରାଉଣ୍ଡ ଜିରୋରୁ ସର୍ଭେ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri