ବାଲେଶ୍ୱର

ଆୟୁଷ ଡାକ୍ତରଙ୍କୁ ନିୟମିତ ନିଯୁକ୍ତି ଦାବି ତେଜିଲା

ରୂପ୍‌ସା,୨୯ା୧(ଡି.ଏନ୍‌.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ଆୟୁଷ ଡାକ୍ତର ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ମେଡିକାଲ ଅଫିସର ଡା. ବିନୟ କୁମାର ଦାସ ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଅଲ୍‌ ଓଡ଼ିଶା ଆୟୁଷ...

ପଞ୍ଚଲିଙ୍ଗେଶ୍ୱର, କୁଲଡ଼ିହାରେ ବିଦେଶୀ ପର୍ଯ୍ୟଟକ

ନୀଳଗିରି,୨୮ା୧(ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ନୀଳଗିରିର ପଞ୍ଚଲିଙ୍ଗେଶ୍ୱର ଓ କୁଲଡିହା ଅଭୟାରଣ୍ୟର ଅପରୂପ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକମାନଙ୍କ ସୁଅ ଛୁଟିଥାଏ। ଚଳିତବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ଆଗମନକୁ ଦେଖି...

‘ଏଚ୍‌ଏସଟିଡିଭି’ ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୮ା୧: ଡିଆରଡିଓ ପକ୍ଷରୁ ଧାମରାସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ଶୁକ୍ରବାର ଏଚ୍‌ଏସଟିଡିଭି(ହାଇପର୍‌ସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେଇକିଲ) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ର ଶବ୍ଦର ଗତିଠାରୁ ୬ଗୁଣ ଅଧିକ ବେଗରେ ଗତି କରିପାରିବ।...

ହକ୍‌ ପାଇଁ ଗର୍ଜିଲା ଭାଜପା

ଖଇରା, ୨୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବହୁ ଯୋଗ୍ୟ ଅସହାୟ ଗରିବ ବ୍ୟକ୍ତି ବାଦ୍‌ ପଡିବା ଘଟଣାକୁ ନେଇ ଭାଜପା ଆନ୍ଦୋଳନକୁ ଓହ୍ଲାଇଛି। ଶୁକ୍ରବାର ଖଇରା ବ୍ଲକ ସମ୍ମୁଖରେ ସୋର-କୁପାରୀ ରାଜ୍ୟ ରାଜପଥରେ...

ଲୁଟି ନେଲେ ସୁନାଗହଣା, ନଗଦ ୧.୧ଲକ୍ଷ

ଭୋଗରାଇ, ୨୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ନୁଟୁରା ଗ୍ରାମର ସୁଦାମ ଦଣ୍ଡପାଟଙ୍କ ଘରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ଘରେ କେହି ନ ଥିବା ସୁଯୋଗ ନେଇ କୌଣସି ଦୁର୍ବୃତ୍ତ...

୯୩ବର୍ଷରେ ଚଳଚଞ୍ଚଳ ମହେଶ୍ୱର

ସିମୁଳିଆ, ୨୬।୧(ଡି.ଏନ.ଏ.): ସମଗ୍ର ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ତାଲିକାରେ ନାମ ନ ଥାଇ ମଧ୍ୟ ୯୩ବର୍ଷରେ ଚଳଚଞ୍ଚଳ ଅଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ମହେଶ୍ୱର...

ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ତାଲିକାରେ ମହେଶ୍ୱରଙ୍କ ନାଁ ନାହିଁ

ସିମୁଳିଆ,୨୫ା୧(ଡି.ଏନ୍‌.ଏ.): ସମଗ୍ର ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରିବ। ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ତାଲିକାରେ ନାଁ ନ ଥାଇ ମଧ୍ୟ ୯୩ ବର୍ଷରେ ଚଳ ଚଞ୍ଚଳ ଅଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର...

ବେଆଇନ କରତ କଳ ଉପରେ ଚଢ଼ାଉ

ସିମୁଳିଆ,୨୫।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଓ ବରି ଅଞ୍ଚଳରେ ବୁଧବାର ୨ଟି କରତ କଳ ଉପରେ ଚଢ଼ାଉ ହୋଇଛି। ବେଆଇନ କାଠ କଟାଯାଇ କରତ କଳ ଚାଲିଥିବା ବିଭାଗୀୟ ଅଧିକାରୀ ଓ ପୋଲିସକୁ ଖବର ମିଳିଥିଲା। ଏ...

ପଶ୍ଚିମବଙ୍ଗକୁ ଶାମୁକା ଚୋରାଚାଲାଣ

ଲଙ୍ଗଳେଶ୍ୱର, ୨୩।୧:ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଦିନକୁ ଦିନ ଶାମୁକା ଚୋରାଚାଲାଣ ବଢ଼ିବାରେ ଲାଗିଛି। ସମୁଦ୍ର ଉପକୂଳବର୍ତ୍ତୀ ବିଭିନ୍ନ ପଞ୍ଚାୟତରେ କେତେକ ବ୍ୟବସାୟୀ ଏଭଳି ବେଆଇନ ବ୍ୟବସାୟରେ ଲିପ୍ତ ରହୁଛନ୍ତି। ପ୍ରତି ସପ୍ତାହରେ ପ୍ରାୟ ୨ଶହ କୁଇଣ୍ଟାଲରୁ ଊଦ୍ଧର୍‌ବ ଶାମୁକା...

ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ଜଙ୍ଗଲରେ ନିଆଁ

ନୀଳଗିରି,୨୩ା୧(ସ୍ବ.ପ୍ର):ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିଛି। ସଜନାଗଡ଼ ପଞ୍ଚାୟତ ଅନ୍ତର୍ଗତ ନୂଆସାହି ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ଏହି ନିଅଁା ଲାଗିଥିବା ଦେଖିବାକୁ ମିଳିଥିଲା। ଖବରପାଇ...

ଇଟାଭାଟିରେ ନାବାଳକଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର : ହତ୍ୟା ଅଭିଯୋଗ ଆଣିଲେ ମା’ବାପା

ଜଳେଶ୍ୱର, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ଗଢି ଉଠିଥିବା ବେଆଇନ ଇଟାଭାଟି ଅଞ୍ଚଳରେ ଶନିବାର ଖେଳୁଥିବା ବେଳେ ଏକ ୮ବର୍ଷର ବାଳକଙ୍କ ଉପରେ ଟ୍ରାକ୍ଟର ମାଡ଼ିଯାଇଥିଲା। ଏହି ଘଟଣାକୁ ନାବାଳକଙ୍କ ମା’ ବାପା ସହଜରେ ଗ୍ରହଣ କରିପାରି...

ଲାଗି ହେଲା ୧୦୦୮ ପ୍ରକାର ପ୍ରସାଦ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟସ୍ଥ ଶ୍ରୀ ଶ୍ରୀ ପୀତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ମା’ ବଗଳାମୁଖୀଙ୍କ ଜନ୍ମୋତ୍ସବ ଓ ନବମ ବାର୍ଷିକ ଉତ୍ସବ ପାଳିତ ହୋଇଛି। କୋଭିଡ୍‌ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ଧରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri