ବାଲେଶ୍ୱର

ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ଜଙ୍ଗଲରେ ନିଆଁ

ନୀଳଗିରି,୨୩ା୧(ସ୍ବ.ପ୍ର):ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ନିଅଁା ଲାଗିଛି। ସଜନାଗଡ଼ ପଞ୍ଚାୟତ ଅନ୍ତର୍ଗତ ନୂଆସାହି ଗ୍ରାମ ନିକଟରେ ରବିବାର ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ଏହି ନିଅଁା ଲାଗିଥିବା ଦେଖିବାକୁ ମିଳିଥିଲା। ଖବରପାଇ...

ଇଟାଭାଟିରେ ନାବାଳକଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର : ହତ୍ୟା ଅଭିଯୋଗ ଆଣିଲେ ମା’ବାପା

ଜଳେଶ୍ୱର, ୨୨।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ଗଢି ଉଠିଥିବା ବେଆଇନ ଇଟାଭାଟି ଅଞ୍ଚଳରେ ଶନିବାର ଖେଳୁଥିବା ବେଳେ ଏକ ୮ବର୍ଷର ବାଳକଙ୍କ ଉପରେ ଟ୍ରାକ୍ଟର ମାଡ଼ିଯାଇଥିଲା। ଏହି ଘଟଣାକୁ ନାବାଳକଙ୍କ ମା’ ବାପା ସହଜରେ ଗ୍ରହଣ କରିପାରି...

ଲାଗି ହେଲା ୧୦୦୮ ପ୍ରକାର ପ୍ରସାଦ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟସ୍ଥ ଶ୍ରୀ ଶ୍ରୀ ପୀତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ମା’ ବଗଳାମୁଖୀଙ୍କ ଜନ୍ମୋତ୍ସବ ଓ ନବମ ବାର୍ଷିକ ଉତ୍ସବ ପାଳିତ ହୋଇଛି। କୋଭିଡ୍‌ କଟକଣା ଯୋଗୁ ଦୀର୍ଘ ୨ ବର୍ଷ ଧରି...

ଯୋଗ୍ୟ ହିତାଧିକାରୀ ଉଭାନ

ଖଇରା, ୨୧।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ପାଇଁ ଯୋଗ୍ୟ ତାଲିକା ପ୍ରକାଶ ପାଇଛି । ହେଲେ ବହୁ ଯୋଗ୍ୟ ବ୍ୟକ୍ତି ବାଦ୍‌ ପଡିବା ନେଇ ବିରୋଧର ସ୍ବର ଶୁଣିବାକୁ ମିଳୁଛି । ବିଭିନ୍ନ...

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ଆବାସ

ବାଲେଶ୍ୱର ଅଫିସ,୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଦହପଡ଼ା ପଞ୍ଚାୟତରେ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାମ ଥିବା ନେଇ ଅଞ୍ଚଳବାସୀ ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଉକ୍ତ ପଞ୍ଚାୟତର ଦହପଡ଼ା, କଣ୍ଟାବଣିଆ, ଗମ୍ଭାରିଆ,...

୪ମାସର ଶିଶୁକୁ ହତ୍ୟାକରି ଫିଙ୍ଗିଦେଲେ

ଖଇରା/ସୋର, ୨୦ା୧(ଡି.ଏନ.ଏ.):ବାଲେଶ୍ୱର ଜିଲା ଖଇରା ଥାନା ଗଗନଧୂଳି ପଞ୍ଚାୟତ ଅଧୀନ ପାଣିସିଆଳି ଗ୍ରାମର ଜଣେ ୪ମାସ ଶିଶୁପୁତ୍ରକୁ ହତ୍ୟା କରି ବିଲ ମଝିକୁ ଫିଙ୍ଗି ଦିଆଯାଇଛି। ଶିଶୁଟିର କ୍ଷତବିକ୍ଷତ ମୃତଦେହ ଗୁରୁବାର ସନ୍ଧ୍ୟାରେ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ...

ଦାଣ୍ଡରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କୁ ଅପହରଣ

ଔପଦା,୧୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ଥାନା ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ଗ୍ରାମରୁ ୧୭ ତାରିଖରେ ୧ ବର୍ଷ ୮ ମାସର ଶିଶୁପୁତ୍ରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି...

ଅଳ୍ପ କେଇଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚତ୍ବ ଡାକୋଟା

ବାଲେଶ୍ୱର ଅଫିସ, ୧୮।୧: ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ସକାଳେ ଲକ୍ଷ୍ମଣନାଥ ଟୋଲଗେଟ୍‌ ଦେଇ ୩ଟି ଲରିରେ ଜଳେଶ୍ବରରେ ପହଞ୍ଚିଥିଲା। ଆଉ କିଛି ଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚିବ ପ୍ରବାଦପୁରୁଷ ବିଜୁ...

ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ସିମୁଳିଆ,୧୮।୧(ଡି.ଏନ୍‌.ଏ.): ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ଖୋ-ଖୋ, ସଫ୍ଟବଲ ଓ ଟେନିକଏଟ ପ୍ରତିଯୋଗିତା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଉଦ୍‌ଘାଟିତ ହୋଇଛି। ଏଥିରେ ୧୪ ଓ ୧୭ବର୍ଷ...

ଓଲଟିଲା ଗୋରୁ ବୋଝେଇ ଟ୍ରକ୍‌: ୧୪ ମୃତ, ୧୦ ଗୁରୁତର

ଭୋଗରାଇ, ୧୬।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବର୍ଡର ରାସ୍ତାର ମହାନ୍ତି ଛକଠାରେ ସୋମବାର ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଗୋରୁ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୪ଟି ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ୧୦...

ଖଟିଆରେ ବୁହାହେଲେ ରୋଗୀ

ବସ୍ତା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ପଞ୍ଚାୟତ ଗମ୍ଭାରିଆ ଗ୍ରାମରେ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ରୋଗୀଙ୍କ ଘର ପାଖକୁ ପହଞ୍ଚତ୍ ପାରିଲାନି। ଫଳରେ ଖଟିଆରେ ବୁହା ହୋଇ ରୋଗୀ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଯାଇଥିଲେ। ସେଠାରୁ...

‘ଜୋଷୀମଠ ଉଦ୍ଧାର ଲାଗି ସହମତି ଭିତ୍ତିରେ କାର୍ଯ୍ୟ ହେଉ’

ଭୋଗରାଇ,୧୪।୧(ଡି.ଏନ.ଏ.): ସାରା ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ି ଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାତ୍ମିକ ବ୍ୟକ୍ତିବିଶେଷ ସୁରକ୍ଷିତ ନାହାନ୍ତି। ନୀତିହୀନ ରାଜନୀତି, ଅରାଜକତା, ଅପସଂସ୍କୃତି ସାରା ପୃଥିବୀକୁ କବଳିତ କରିଥିବା ବେଳେ ସନାତନପନ୍ଥୀ, ସତ୍‌ଗୁରୁ ଓ ଶୁଭବୁଦ୍ଧିସମ୍ପନ୍ନ ରାଷ୍ଟ୍ରଭକ୍ତମାନେ ଅଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri