ବାଲେଶ୍ୱର

ବରଣମାଳା ଦେବାକୁ ମନ୍ଦିର ଯାଉଥିଲେ ପ୍ରେମୀଯୁଗଳ, ବାଟରେ ପ୍ରେମିକାଙ୍କୁ…

ଭୋଗରାଇ,୧୨ା୭(ପ୍ରଦୀପ ଦାସ): ମନ୍ଦିରରେ ବରଣମାଳା ଦେଇ ବିବାହ କରିବାକୁ ଆସୁଥିଲେ ପ୍ରେମୀଯୁଗଳ। ମାତ୍ର ନିୟତିର ନିୟମ ଥିଲା ଅଲଗା। ବସ୍‌ ପଛରେ ସ୍କୁଟିଟି ପିଟି ହୋଇଯିବାରୁ ଛିଟିକି ପଡ଼ିଥିଲେ ପ୍ରେମୀଯୁଗଳ। ପ୍ରେମିକାଙ୍କ ମୁଣ୍ଡ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରାକ୍ଟରରେ…

ବାପାଙ୍କୁ ହତ୍ୟା କରି ପୋତି ଦେଇଥିଲା ପୁଅ: ୨୩ ଦିନ ପରେ ଧରିଲା ପୋଲିସ

ସିମୁଳିଆ,୧୧।୭(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଗରସଙ୍ଗ ଅଞ୍ଚଳର ପିତୃହତ୍ୟାକାରୀ ପୁଅ ରମେଶ ଚନ୍ଦ୍ର ବେହେରାକୁ ୨୩ଦିନ ପରେ ପୋଲିସ ହାଇଦ୍ରାବାଦରୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ପିତୃହନ୍ତା ରମେଶ ନିଜର ଦୋଷ…

ବର୍ଷା ଅଭାବରୁ ପଡିପାରୁନି ତଳି: ବିଲରେ ଚରୁଛନ୍ତି ଗୋରୁ

ଜଳେଶ୍ୱର, ୧୦।୭(ରବିନାରାୟଣ ପାତ୍ର): ଚଳିତବର୍ଷ ଅଭାବୀ ବର୍ଷା ଯୋଗୁ ଖରିଫ ଧାନଚାଷ ଆଗେଇ ପାରିନାହିଁ। ଗତ ୩ମାସରେ ୭୩୪ ମି.ମି. ବର୍ଷା ହେବାକୁ ଥିବା ବେଳେ ଅଦ୍ୟାବଧି ୧୬୨ ମି.ମି.ବର୍ଷା ହୋଇଥିବା ସରକାରୀ ସୂତ୍ରରୁ ଜଣାପଡିଛି। ତେଣୁ ଲକ୍ଷ୍ୟଧାର୍ଯ୍ୟ ପୂରଣ ହେବା…

ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୧୨ ଲକ୍ଷ ଲୁଟି ନେଲେ

ଖଇରା,୯।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧିନ ବର୍ତ୍ତନାସ୍ଥିତ ଇଣ୍ଡିଆନ ବ୍ୟାଙ୍କ ସମ୍ମୁଖରେ ବନ୍ଧୁକ ଦେଖାଇ ପେଟ୍ରୋଲ କର୍ମଚାରୀଙ୍କ ନିକଟରୁ ୧୨ଲକ୍ଷ ଲୁଟି ନିଆଯିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଖଇରା ପୋଲିସ ବ୍ୟାଙ୍କ ସିସିଟିଭି ଫୁଟେଜ ଯାଞ୍ଚ…

ସ୍କୁଲକୁ ଯାଉଥିବା ବେଳେ ପିଟିଦେଲା ଟ୍ରାକ୍ଟର, ଛିଟିକି ପଡ଼ି ଆଖି ବୁଜିଲେ ଛାତ୍ରୀ

ବାଲେଶ୍ୱର ଅଫିସ,୯।୭ (ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାଲିଆପାଳ ଥାନା ମହାବଳ ଛକରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କଲେଜ ଯାଉଥିବା ଜଣେ ଛାତ୍ରୀଙ୍କୁ ଏକ ଟ୍ରାକ୍ଟର ପିଟିବାରୁ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଛି। ମୃତା ଛାତ୍ରୀ ଜଣକ ବାଲିଆପାଳ…

ସାଙ୍ଗକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଯୁବକଙ୍କ ଜୀବନ

ବାଲେଶ୍ବର ଅଫିସ୍‌,୯।୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲାର ବାହାନଗା ନିକଟ ସୋର ଥାନା ଦାଣ୍ଡହରିପୁର ରେଳ ଫାଟକର ଅନତି ଦୂରରେ ଟ୍ରେନ ଧକ୍କାରେ ଦୁଇ ଯୁବକଙ୍କ ଜୀବନ ଯାଇଛି। ମୃତକ ହେଲେ ରାକେଶ କୁମାର ପାଢୀ ଏବଂ ରତିକାନ୍ତ ସାହୁ। ଦୁହେଁ ସାଙ୍ଗ।…

ବନ୍ଧୁକ ଫୁଟାଇ ଗହଣା ବ୍ୟବସାୟୀଙ୍କଠାରୁ ଲୁଟ୍‌

ବସ୍ତା,୯।୭(ଡି.ଏନ.ଏ): ବସ୍ତା ଷ୍ଟେସନ ନିକଟରେ ବନ୍ଧୁକରେ ଗୁଳି ଫୁଟାଇ ସ୍ଥାନୀୟ ଗହଣା ବ୍ୟବସାୟୀଙ୍କଠାରୁ ଦୁଇ ଦୁବୃତ୍ତର୍ର୍ ୫୦ ହଜାର ଟଙ୍କା ଓ ଦୁଇଟି ମୋବାଇଲ ଲୁଟି ନେଇ ଚମ୍ପଟ ମାରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ବସ୍ତା ବଜାରରେ ଗହଣା ଦୋକାନ କରିଥିବା…

ନିର୍ମାଣ ହୋଇପାରୁନି ମହତୀପୁର ଆର୍‌ଆଇ ଅଫିସ ଗୃହ

ଖଇରା,୯।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ମହତୀପୁର ନୂତନ ରାଜସ୍ବ କ୍ଷେତ୍ର ଭାବେ ଘୋଷଣାକୁ ପାଖାପାଖି ୩ବର୍ଷ ବିତିଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟାଳୟର ନୂତନ ଗୃହର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିଲାନି। ଏହି ନୂତନ ରାଜସ୍ବ…

ବାହାନଗାରେ ଟ୍ରେନରେ କଟି ଚାଲିଗଲା ୨ ଯୁବକଙ୍କ ଜୀବନ

ବାହାନଗା ,୯।୭: ବାଲେଶ୍ୱର ଜିଲା ବାହାନଗା ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଏକ ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପୁରୀ-ହାୱଡ଼ା ଏକ୍ସପ୍ରେସ ଟ୍ରେନ୍‌ ଧକ୍କାରେ ୨ଜଣଙ୍କ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ମିଳିପାରି ନ ଥିବା ବେଳେ ସେମାନେ ବାହାନଗା…

ଗାନ୍ଧୀଛକରେ ବିକ୍ଷୋଭ: ରାହୁଲଙ୍କ ବିରୋଧରେ ଥାନାରେ ଏତଲା

ରୂପସା, ୬।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେବସେନା ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟକୁ ବିରୋଧ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏପରିକି…

ନିଖୋଜର ୫ ଦିନ ପରେ ପାହାଡ଼ରୁ ୩ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାଲେଶ୍ଵର ଅଫିସ (ମାନସ ବିଶ୍ୱାଳ)୪।୭: ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ ଧରି ନିଖୋଜ ଥିବା ୩ ଜଣ ଆଦିବାସୀଙ୍କର ମୃତ ଶରୀର ଗୁରୁବାର ବଡ଼ପୋଖରୀ ନିକଟସ୍ଥ…

ନିଜକୁ ଆର୍‌ଏଡବ୍ଲ୍ୟୁ ଏଜେଣ୍ଟର ପରିଚୟ ଦେଇ ଲୁଟୁଥିଲେ ଟଙ୍କା, ଏମିତି ପଡ଼ିଲେ ଧରା

ବାଲେଶ୍ୱର,୩ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ପୋଲିସ ଦ୍ବାରା ନିଜକୁ ରିସର୍ଚ୍ଚ ଆନାଲିସିସ୍‌ ଓ୍ବାଇନ୍‌ (RAW) ଏଜେଣ୍ଟର ଷ୍ଟେଟ୍‌ ହେଡ୍‌ କହୁଥିବା ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ବ୍ୟକ୍ତି ଜଣକ ରେମୁଣା ଅଞ୍ଚଳର ସତ୍ୟ ନାରାୟଣ ନାୟକ ବୋଲି ପରିଚୟ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?