ବାଲେଶ୍ୱର

ଆରମ୍ଭ ହେବ ‘ବୁଢ଼ାବଳଙ୍ଗ ସଂସ୍କାର ଯୋଜନା’

ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ବାଲେଶ୍ୱର ନିର୍ବାଚନମଣ୍ଡଳୀ ଅଧୀନ ବନ୍ୟା ପ୍ରବଣ ଅଞ୍ଚଳ ଭାବେ ପରିଚିତ ବିଭିନ୍ନ ପଞ୍ଚାୟତରେ ବନ୍ୟାଜଳ ନିଷ୍କାସନ ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ନିୟନ୍ତ୍ରଣ ପାଇଁ ମଙ୍ଗଳବାର କ୍ଷେତ୍ର ପରିଦର୍ଶନ ସହ ଜଳସେଚନ ବିଭାଗ ପ୍ରସ୍ତୁତି ସମ୍ପର୍କରେ ବାଲେଶ୍ୱର…

ଏସ୍‌ଏଚ୍‌ଜି କାର୍ଯ୍ୟକର୍ତ୍ତାଙ୍କୁ ଦୁର୍ବ୍ୟବହାର କଲେ ଇନଚାର୍ଜ, ତାତିଲେ ମହିଳା

ସିମୁଳିଆ, ୩।୭(ସନ୍ତୋଷ ନାୟକ): ସରକାର ଏସ୍‌ଏଚ୍‌ଜି ମହିଳାମାନଙ୍କୁ ମିଶନଶକ୍ତି ମାଧ୍ୟମରେ ସଶକ୍ତିକରଣ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଗ୍ରୁପମାନଙ୍କ ଦାୟିତ୍ୱରେ ଥିବା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଇନଚାର୍ଜ ବିପିଏମ୍‌(ବ୍ଲକ ପ୍ରୋଜେକ୍ଟ ମ୍ୟାନେଜର) ବିଭିନ୍ନ ଏସ୍‌ଏଚ୍‌ଜି ଦାୟିତ୍ୱରେ…

ବାଲେଶ୍ୱର ସହରରୁ କର୍ଫ୍ୟୁ ହଟିଲା

ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ନେଇ ଅଶାନ୍ତ ହୋଇପଡିଥିବା ବାଲେଶ୍ୱର ସହରରୁ ୧୫ଦିନ ପରେ କର୍ଫ୍ୟୁ ହଟାଯାଇଛି। ବିଶେଷ କରି ବାଲେଶ୍ୱର ଟାଉନ, ସହଦେବଖୁଣ୍ଟା ଓ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ କର୍ଫ୍ୟୁ ଲଗାଯାଇଥିଲା। ପ୍ରଥମେ ଶିଳ୍ପାଞ୍ଚଳ ଥାନାକୁ…

ସିଆର୍‌ପିଏଫ୍‌ ଯବାନଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଖଇରା,୨।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ଗଗନଧୁଳି ଗ୍ରାମର ରାଘବାନନ୍ଦ ମାଝିଙ୍କ ଘରୁ ରାତିରେ ଚୋରି ହୋଇଥିବା ନେଇ ଖଇରା ଥାନାରେ ଅଭିଯୋଗ ହୋଇଛି। ଜମ୍ମୁରେ ସିଆର୍‌ପିଏଫ ଯବାନ ଭାବେ କାର୍ଯ୍ୟରତ ରାଘବାନନ୍ଦ ୭ଦିନ ତଳେ…

ନୂଆ ସରକାରରେ ପ୍ରଥମ ଜନଶୁଣାଣି: ୧୫୦ରୁ ଊର୍ଦ୍ଧ୍ୱ ଅଭିଯୋଗ

ବାଲେଶ୍ୱର ଅଫିସ,୧ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲାର ସଦର ବ୍ଲକ ସମ୍ମିଳନୀ କକ୍ଷରେ ରାଜ୍ୟର ନୂତନ ସରକାର ଗଠନ ପରେ ସୋମବାର ପ୍ରଥମ କରି ଆରମ୍ଭ ହୋଇଛି ଜିଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି। ଜିଲାପାଳ ଆଶିଷ ଠାକ୍‌ରେଙ୍କ ସମେତ ଏସ୍‌ପି ସାଗରିକା…

ଇଚ୍ଛାମୃତ୍ୟୁ ପାଇଁ ନିବେଦନ କଲେ ନିରାଶ୍ରୟ ମହିଳା

ଜଳେଶ୍ୱର,୩୦ା୬(ନବୀନ ସାହୁ): ପଙ୍ଗୁ ଅବସ୍ଥାରେ ଜୀବନ ବିତାଉଥିବା ବାଲେଶ୍ୱର ଜିଲା ଜଳେଶ୍ୱର ପୌରାଞ୍ଚଳ ୯ନଂ. ୱାର୍ଡର ନିରାଶ୍ରୟ ମହିଳା କାଞ୍ଚନ ନାୟକ ଇଛା ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଟୁଇଟ୍‌ ମାଧ୍ୟମରେ ନିବେଦନ କରିଛନ୍ତି। ତାଙ୍କର ପ୍ରକୃତ ଘର ବସ୍ତା ବ୍ଲକ…

ଶିକ୍ଷକଙ୍କୁ ତାଲା ପକାଇଲେ ଅଭିଭାବକ

ନୀଳଗିରି,୨୯।୬: ବାଲେଶ୍ୱର ଜିଲା ନୀଳଗିରି ଥାନା ରାଉଳଖୁଣ୍ଟା ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ପ୍ରତିବାଦରେ ଶନିବାର ସ୍କୁଲରେ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ତାଲା ପକାଇ ଅଭିଭାବକ ଆନ୍ଦୋଳନ କରିଛନ୍ତି। ବାରମ୍ବାର ଦାବି ସତ୍ତ୍ୱେ ସ୍କୁଲ ପରିସର ଅପରିଷ୍କାର ରହୁଥିଲା। ଏନେଇ ଅଭିଭାବକଙ୍କ ମହଳରେ ଅସନ୍ତୋଷ…

ପାଣିଟାଙ୍କି କାନ୍ଥ ଭୁଶୁଡ଼ି ଛାତ୍ରଙ୍କ ଜୀବନ ଗଲା

ବାଲେଶ୍ୱର,୨୮ା୬(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅଧୀନ ପଦ୍ମପୁରସ୍ଥିତ ବାଞ୍ଛାନିଧି ଇଂରାଜୀ ମିଡିୟମ ଘରୋଇ ସ୍କୁଲର ଜଣେ ଅନ୍ତେବାସୀ ଉପରେ ପାଣିଟାଙ୍କି ଭୁଶୁଡ଼ି ପଡ଼ିବାର ଶୁକ୍ରବାର ପୂର୍ବାହ୍ନରେ ଜଣେ ଛାତ୍ରଙ୍କ ଜୀବନ ଯାଇଛି। ଛାତ୍ର ଜଣକ ହେଲେ ନାରାୟଣ ଟୁଡୁ(୧୦)।…

ବାପାଙ୍କୁ ମାରି ମାଟି ତଳେ ପୋତିଥିଲେ ପୁଅ, ନିଖୋଜ ଥିଲେ ମା’ ଚମ୍ପାବତୀ, ୬ ଦିନ ପରେ ଘରକୁ ଫେରିଲେ

ଖଇରା,୨୪ା୬(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଗରସଙ୍ଗ ଗ୍ରାମରୁ ୬ଦିନ ତଳୁ ନିଖୋଜ ଥିବା ଚମ୍ପାବତୀ ବେହେରା(୭୦) ହଠାତ୍‌ ସୋମବାର ସକାଳେ ଘରକୁ ଫେରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ସୋମବାର ସକାଳେ ଏକ ଅଟୋ ଚମ୍ପାଙ୍କୁ…

ଫଡ଼ିଘର ମରାମତିରେ ଅନିୟମିତତା, ଶ୍ରମିକଙ୍କୁ ମିଳୁନି ଡିଏସ୍‌ ଟଙ୍କା

ଲୋଇସିଂହା,୨୩ା୬(ସୁଶାନ୍ତ ବାରିକ): କେନ୍ଦୁପତ୍ର ସଂଗ୍ରହ କରିବା ଇତିମଧ୍ୟରେ ଦେଢ଼ମାସ ବିତି ଗଲାଣି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା କେନ୍ଦୁପତ୍ର ରେଞ୍ଜ ଅଧୀନରେ କାର୍ଯ୍ୟରତ ଶ୍ରମିକଙ୍କୁ ପାଉଣା ମିଳିପାରିନାହିଁ। ପାଉଣା ପାଇଁ ଶ୍ରମିକମାନେ ରେଞ୍ଜ ଅଫିସକୁ ବାରମ୍ବାର ଦଉଡ଼ି ନୟାନ୍ତ ହେଉଥିଲେ ସୁଦ୍ଧା…

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ, ଇଣ୍ଟରନେଟ୍‌ ପାଇଁ ସଂଘର୍ଷ

ବାଲେଶ୍ୱର ଅଫିସ,୨୩।୬ ( ମାନସ ବିଶ୍ୱାଳ)- ବାଲେଶ୍ବର ସହରରେ ଲାଗିଥିବା କର୍ଫ୍ୟୁ କୋହଳ ହୋଇଛି । ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ ୫ରୁ ରାତି ୯ଟା ଯାଏ କର୍ଫୁ କୋହଳ ହୋଇଥିବା ବେଳେ ଟାଉନ ଥାନା ଅନ୍ତର୍ଗତ ଅଞ୍ଚଳରେ ସକାଳ…

କଣ୍ଟେନରକୁ ପିଟି ହୁତୁହୁତୁ ହୋଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମତେ ୪ ଗୁରୁତର

ରୂପସା, ୨୩।୬(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥର ରୂପସା ଥାନା ଅନ୍ତର୍ଗତ ଏବଂ ଢାବା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍ତା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀ ନେଇ ଯାଉଥିବା ୧୦୮ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?