ବାଲେଶ୍ୱର

ଚଳନ୍ତା ବସ ଡ୍ରାଇଭରଙ୍କୁ ଆସିଲା ହାର୍ଟଆଟାକ୍‌: ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଲେ ୫୦ ଯାତ୍ରୀ

ନୀଳଗିରି, ୩୦।୧(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶର ଜିଲାର ନୀଳଗିରିରେ ଏକ ଅଭାବନୀୟ ଘଟଣା ଘଟିଛି। ହୃଦଘାତ ଯୋଗୁ ଚଳନ୍ତା ବସ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧିରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ। ହୃଦଘାତରେ ଟଳି ପଡ଼ିବା…

ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଜଳେଶ୍ୱର,୨୦।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୧୯୪୮ ମସିହାରେ ଜୟନାରାୟଣ…

ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ସହାୟତା ମାଗୁଛନ୍ତି ଦିବ୍ୟାଙ୍ଗ ଝିଅ, ପୁଅ

ସିମୁଳିଆ,୨୦ା୧(ସନ୍ତୋଷ ନାୟକ): ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ପାଖରେ ଟଙ୍କା ନାହିଁ। ଫଳରେ ଦିବ୍ୟାଙ୍ଗ ଝିଅ ଓ ପୁଅ ଘରଘର ବୁଲି ସହାୟତା ମାଗୁଛନ୍ତି। ସେମାନଙ୍କ ଅସହାୟତା ଦେଖି ସ୍ଥାନୀୟ ସହାୟତାର ହାତ ବଢ଼ାଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା…

ବାଲେଶ୍ୱରରେ ୩୭,୫୭୭ ଅତିଥି ପକ୍ଷୀ

ବାଲେଶ୍ୱର,୨୦।୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାରେ ଶେଷ ହୋଇଛି ପକ୍ଷୀ ଗଣନା। ଜିଲାର ଜଳେଶ୍ୱର, ଚାନ୍ଦିପୁର, ନୀଳଗିରି, କୁଲଡ଼ିହା ଓ ସୋର ପ୍ରଭୃତି ୫ ରେଞ୍ଜର ବିଭିନ୍ନ ସ୍ଥାନରେ ପକ୍ଷୀ ଗଣନା ପାଇଁ ୧୭ଟି ଟିମ୍‌ ନିୟୋଜିତ ହୋଇଥିଲେ। ବିଭାଗୀୟ ରେଞ୍ଜ ଅଧିକାରୀଙ୍କ…

ଜଳକାରୁ ଡଲ୍‌ଫିନ୍‌ ଉଦ୍ଧାର

ରୂପସା, ୧୯।୧(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗୋଠଗଡ଼ିଆ ନିକଟ ଦେଇ ପ୍ରବାହିତ ଜଳକା ନଦୀରୁ ଗୁରୁବାର ଏକ ଡଲଫିନ ଉଦ୍ଧାର ହୋଇଛି। ସକାଳେ ସ୍ଥାନୀୟ ଅଞ୍ଚଳର କିଛି ପିଲା ନଦୀପାଖକୁ ଶୌଚ ପାଇଁ ଯାଇଥିବା ବେଳେ ନଦୀରେ…

ଝିଅ ପାଇଁ ମନ୍ଦିର ଗଢ଼ିଲେ ଦମ୍ପତି

କାଳିପଦା,୧୯।୧(ରାଜଶ୍ରୀ ପାଣିଗ୍ରାହୀ): କନ୍ୟାରତ୍ନ କର ଯତ୍ନ। ଏଭଳି ସ୍ଲୋଗାନ ଦିଆଯାଇ ଲୋକଙ୍କୁ ସଚେତନ କରାଯାଉଥିଲେ ମଧ୍ୟ ଅନେକ ସମୟରେ ଝିଅମାନଙ୍କୁ ହତାଦର କରାଯାଉଥିବା ନଜିର ଦେଖିବାକୁ ମିଳେ। ହେଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଇଡ଼ିଦା ପଞ୍ଚାୟତରେ ରାଜୁଆପଡ଼ା ଗ୍ରାମର ଏକ…

ବିଭିନ୍ନ ସ୍ଥାନରେ ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ ଘଟଣା: ୮ ଜଣଙ୍କୁ ଗିରଫ କଲା ପୋଲିସ

ବାଲେଶ୍ୱର,୧୮ା୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲାର ରେମୁଣା ଥାନା ଅନ୍ତର୍ଗତ ଦୁର୍ଗାଦେବୀ ଅଞ୍ଚଳରେ ଥିବା ବ୍ୟାଙ୍କର ଏଟିଏମ୍‌ ଭାଙ୍ଗି ଲୁଟ୍‌ କରିବା ଅଭିଯୋଗରେ ବାଲେଶ୍ୱର ପୋଲିସ ୮ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସଞ୍ଜୟ କୁମାର ଜେନା, କାଳିନ୍ଦୀ ବୈଇଠା,…

ଗୁଡ଼ି ସୂତା ଲାଗି କଟିଲା ୭ବର୍ଷର ଶିଶୁର ବେକ

ବାଲେଶ୍ୱର, ୧୮।୧(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ନହରପାଟଣା ଛକରେ ଗୁଡ଼ି ସୂତା ଲାଗି ଏକ ୭ବର୍ଷର ଶିଶୁର ବେକ କଟିଯାଇଛି। ଶିଶୁଟି ତାଙ୍କ ବାପାଙ୍କ ସହିତ ବାଇକ୍‌ରେ ଯାଉଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିଲା। ଗୁରୁତର ଅବସ୍ଥାରେ…

ଏବେ ବି ଖୋଜାପଡ଼େ ତିଳଉ ଖଜା

ବାହାନଗା,୧୭।୧(ଅରୂପ୍‌ କୁମାର ଦାସ): ମକର ସଂକ୍ରାନ୍ତି ଆସିଲେ ଖୋଜାପଡେ ତିଳଉ ଖଜା। ସଂକ୍ରାନ୍ତ ପୂର୍ବ ଦିନ ସମସ୍ତେ ବଜାରରୁ ତିଳଉ କିଣି ଘରକୁ ନେଇଥାନ୍ତି। ବର୍ଷ ବର୍ଷ ଧରି ମକର ଚାଉଳ ସହିତ ତିଳଉର ସମ୍ପର୍କ ରହିଆସିଛି। ବାଲେଶ୍ୱର ଜିଲା ସହ…

ଅଲୋଡ଼ା ହେଲା ଶିଶୁ କନ୍ୟା: ପ୍ରସବ ପରେ ତେଲଟାଙ୍କି ନିକଟରେ ଫିଙ୍ଗିଦେଲେ ମା’

ଚାନ୍ଦବାଲି,୧୬।୧(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ତେଲ ଟାଙ୍କି ନିକଟରୁ ଏକ ନବଜାତ ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତିରେ ସାମାଜିକ କର୍ମୀ ସୁମନ୍ତ ମହାନ୍ତି କାର୍ଯ୍ୟସାରି ଫେରୁଥିବା ସମୟରେ ଛୋଟପିଲା କାନ୍ଦ ଶୁଣି ସେ…

ମୋବାଇଲରେ କଥା ହେବାକୁ ବାରଣ କରିବାରୁ ମା’ବାପାଙ୍କୁ ପନିକିରେ ହାଣିଲେ ଝିଅ

ସୋର,୧୬।୧(ଜନ୍ମେଜୟ ମିଶ୍ର): ମୋବାଇଲରେ କଥା ହେବାକୁ ବାରଣ କରିବାରୁ ମା’ବାପାଙ୍କୁ ପନିକିରେ ହାଣିଲେ ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସରଶଙ୍ଖ ପଞ୍ଚାୟତ ହାତିଗାଡ଼ିଆରେ। ଗୁରୁତର ବାପା ରଞ୍ଜିତ ସିଂ ଓ ସ୍ତ୍ରୀ ବୁଦୁନି…

ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ପୂର୍ବରୁ ବିଭିନ୍ନ ମନ୍ଦିରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ସ୍ୱାଗତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଦେଶର ସବୁ ମନ୍ଦିର ଓ ତୀର୍ଥ କ୍ଷେତ୍ରକୁ ସ୍ୱଚ୍ଛ ରଖିବା ଅଭିଯାନ ଆରମ୍ଭ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri