ନବୀନଙ୍କ ସ୍ବାସ୍ଥ୍ୟହାନିରେ ଷଡ଼ଯନ୍ତ୍ର, ଯାଞ୍ଚ ହେବ: ମୋଦି
ବାରିପଦା/ ବାଲେଶ୍ୱର/ କେନ୍ଦ୍ରାପଡ଼ା, ୩୦ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ବିଶ୍ୱାଳ/ ଜଗନ୍ନାଥ ଧଳ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହା ପଛରେ ଷଡ଼ଯନ୍ତ୍ର ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବାରିପଦା ଏବଂ କେନ୍ଦ୍ରାପଡ଼ାରେ ଆୟୋଜିତ ନିର୍ବାଚନୀ ସଭାରେ କହିଛନ୍ତି। ଗତ…
ଆଜି ପ୍ରଚାର କରିବେ ରାହୁଲ ଗାନ୍ଧୀ, ସ୍ମୃତି ଇରାନୀ
ଖଇରା/ସିମୁଳିଆ, ୩୦।୫ (ଉତ୍କଳବନ୍ଧୁ ପଣ୍ଡା/ସନ୍ତୋଷ ନାୟକ)ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଗୁରୁବାର ପ୍ରଚାର ଶେଷ ଦିନ ଥିବା ବେଳେ କଂଗ୍ରେସ, ଭଜପା ଓ ବିଜେଡିର ହେଭିୱେଟମାନେ ପ୍ରଚାରକୁ ଓହ୍ଲାଉଥିବା ସୂଚନା ମିଳିଛି। କଂଗ୍ରେସ ପାଇଁ ରାହୁଲ ଗାନ୍ଧୀ ସିମୁଳିଆ ବ୍ଲକର ମଇତାପୁରଠାରେ…
ବିକାଶ ନାଁରେ ବିଶ୍ୱାସଘାତ କରିଛି ବିଜେଡି: ମୋଦି
ରେମୁଣା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବାଲେଶ୍ୱର ଜିଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ…
ଦିନକୁ ଦିନ ବଢୁଛି ଦ୍ୱନ୍ଦ୍ୱ
ଖଇରା, ୨୯।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର ଜମିଚାଲିଛି। ଭୋଟଗ୍ରହଣ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଏପର୍ଯ୍ୟନ୍ତ ସବୁ ଦଳରେ ଦଳବଦଳ, ମିଶ୍ରଣ ଚାଲିଛି। ଅପରପକ୍ଷେ ଦଳରୁ ପ୍ରଥମେ ଇସ୍ତଫା ଏବଂ ପରେ ଫେରିଆସି…
ବିପୁଳ ପରିମାଣର ବିସ୍ଫୋରକ ଜିଲୋଟିନ୍ ଜବତ
ବାଲେଶ୍ୱର,୨୭ା୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ସୋର ବ୍ଲକ ମହୁମୁହାଣ ପଞ୍ଚାୟତ ଖଞ୍ଜାମାହାଲ ପଥର ଖାଦାନଗୁଡ଼ିକରେ ପଥର ବିସ୍ଫୋରଣ ସାମଗ୍ରୀ ଜିଲୋଟିନ୍ ପୋଲିସ ଜବତ କରିଛି। ବାଲେଶ୍ୱର ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ସୋର ଆଇଆଇସି ପ୍ରଭାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱର ଏକ ଟିମ୍…
ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ
ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।…
୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର ଐତିହାସିକ…
ବାତ୍ୟା ଭୟ: ଉପକୂଳରେ ହାଇଆଲର୍ଟ, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭୋଗରାଇ,୨୫ା୫(ପ୍ରଦୀପ ଦାସ): ମଧ୍ୟବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ‘ରେମାଲ’ ନାମକ ସାମୁଦ୍ରିକ ଝଡ଼ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳଆଡ଼କୁ ଘଣ୍ଟାକୁ ୧୭ କିମି ବେଗରେ ଉତ୍ତର ପୂର୍ବ ଆଡ଼କୁ ଗତି କରୁଥିବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ ବିଭାଗ ଘନଘନ…
ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ
ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍ଫଣ୍ଡ ଘୋଟାଲା ହେଲା,…
ଭୋଗରାଇ ରାଜନୀତିରେ ବଡ଼ ହଲଚଲ, ବିଜେଡି ଛାଡିଲେ ବଡ଼ ନେତା
ବାଲେଶ୍ୱର,୨୪।୫: ରୋଚକ ମୋଡରେ ଭୋଗରାଇ ରାଜନୀତି। ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ଦଳଡିଆଁ କାର୍ଯ୍ୟକ୍ରମ ଏବେ ବି ଜାରି ରହିଛି। ଏହି କ୍ରମରେ ଶୁକ୍ରବାର ବିଜେଡି ଛାଡିଛନ୍ତି ଦଳର ଭେଟେରାନ ନେତା ତଥା ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଡାହାଣ…
ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC
ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…
ବାତ୍ୟା ‘ରେମଲ’ର ପ୍ରଭାବ: ଆରମ୍ଭ ହେଲାଣି ବର୍ଷା-ପବନ
ଭୁବନେଶ୍ୱର,୨୪।୫: ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା ,ପବନ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲାରେ। ବାତ୍ୟା ‘ରେମଲ’ ଅବପାତର ରୂପ ନେଲାଣି। ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ବାଲେଶ୍ୱର ଜିଲାରେ ବର୍ଷା ପବନ ଆରମ୍ଭ ହୋଇଯାଇଛି । ଅବପାତ…
Archives


