ଆରମ୍ଭ ହେଲା ବରିଷ୍ଠ ନାଗରିକ ତୀର୍ଥଯାତ୍ରା
ବାଲେଶ୍ୱର,୫।୧: ରାଜ୍ୟ ସରକାର ଆର୍ଥିକ ଅନଗ୍ରସର ଏବଂ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କ ପାଇଁ ୨୦୧୬ରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ବାଲେଶ୍ବର ରେଳ ଷ୍ଟେଶନରୁ ମଧ୍ୟାହ୍ନରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ…
ଉତ୍ସବମୁଖର ପର୍ଯ୍ୟଟନସ୍ଥଳୀ
ଭୋଗରାଇ,୧।୧(ପ୍ରଦୀପ ଦାସ): ସୋମବାର ଇଂଲିଶ ନବବର୍ଷ। ଗାଁଠୁ ସହର ସବୁଠି ଉତ୍ସବମୁଖର। ମନ୍ଦିର, ମସ୍ଜିଦ ଓ ଗୀର୍ଜାରେ ଚାଲିଛି ବିଶେଷ ପୂଜାର୍ଚ୍ଚନା, ନମାଜପାଠ ଓ ଭକ୍ତି ଆରାଧନା। ସମୁଦ୍ରକୂଳ ଓ ପର୍ଯ୍ୟଟନସ୍ଥଳୀଗୁଡିକରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ସମାଗମ। ଭୋଜିଭାତ, ମୃଦୁ ପାନୀୟରେ ଜମିଛି…
ନୂଆବର୍ଷର ଭେଟି: ଜାନୁୟାରୀ ୫ରୁ ନୀଳଗିରିରୁ ଗଡିବ ମେମୁ ଟ୍ରେନ
ନୀଳଗିରି,୨୬।୧୨: ନୂଆବର୍ଷରେ ଉପହାର ପାଇବେ ନୀଳଗିରିବାସୀ । ଆଗାମୀ ଜାନୁଆରୀ ମାସ ୫ ତାରିଖରେ ନୀଳଗିରରୁ ଗଡିବ ପାସେଞ୍ଜର ଟ୍ରେନ । ଜାନୁଆରୀ ୫ରୁ ନୀଳଗିରି ଗୋପୀନାଥପୁରରେ ଯାତ୍ରୀବାହୀ ଟ୍ରେନ ଗଡିବାକୁ ଯାଉଛି । ପ୍ରଥମେ ୩ଟି ମେମୁ ଟ୍ରେନ ଗଡ଼ିବା…
୨ ବିଭାଗ ଟଣାଓଟରା, ରାସ୍ତା କାମ ବନ୍ଦ
ନୀଳଗିରି,୨୬।୧୨(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ଜୀବନରେଖା ପାଲଟିଥିବା ଶେରଗଡ଼-ନୀଳଗିରି-ଝରଣଘାଟି (ଏସ୍.ଏନ୍.ଜେ) ୧୯ନଂ. ରାଜ୍ୟ ରାଜପଥ ମରଣଯନ୍ତା ପାଲଟିଛି। ଦୁଇ ବିଭାଗ ମଧ୍ୟରେ ଟଣାଓଟରା ଯୋଗୁ ପ୍ରଶସ୍ତୀକରଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ଏମ୍ପି ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଥିବା…
ପର୍ଯ୍ୟଟକଙ୍କ ନୂଆ ଠିକଣା ବିଚିତ୍ରପୁର-ଖଡ଼ିବିଲ ଇକୋ ଟୁରିଜମ୍
ଭୋଗରାଇ, ୨୫ା୧୨(ପ୍ରଦୀପ ଦାସ): ବଙ୍ଗୋପସାଗର କୂଳରେ ଅବସ୍ଥିତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର-ଖଡ଼ିବିଲ ଇକୋ ଟୁରିଜମ୍ ଏବେ ପର୍ଯ୍ୟଟକଙ୍କ ଲାଗି ନୂଆ ଠିକଣା ପାଲଟିଛି। ସୁବର୍ଣ୍ଣରେଖା ସମୁଦ୍ର ମୁହାଣ ପୂର୍ବସୀମାନ୍ତ ତାଳସାରୀ ପର୍ଯ୍ୟନ୍ତ ୮ କି. ମି. ଲମ୍ବ ଓ…
ଯୁବ ବ୍ୟବସାୟୀଙ୍କ ପେଟରେ ଦୁର୍ବୃତ୍ତ ଲଗାଇଲେ ବନ୍ଧୁକ…
ସିମୁଳିଆ,୧୫।୧୨(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକରେ ଲୁଟ୍ପାଟ୍ ବଢିବାରେ ଲାଗିଛି। ବ୍ଲକର ସଦରମହକୁମା ମାର୍କୋଣାରେ ଗୋ-ଖାଦ୍ୟ, ମାଛ ଓ କୁକୁଡ଼ା ଖାଦ୍ୟ ବିକ୍ରି କରୁଥିବା ଦେବବ୍ରତ ସାମଲ ନାମକ ଯୁବ ବ୍ୟବସାୟୀ ଦୋକାନଠାରୁ ପ୍ରାୟ ୩ଶହ ମିଟର ଦୂର ନିଜ…
ବିଲମୁଣ୍ଡରୁ ଧାନ ବିକି ଦେଉଛି ଚାଷୀ
ଖଇରା, ୧୪।୧୨(ଉତ୍କଳବନ୍ଧୁ ପଣ୍ଡା)ଡିସେମ୍ବର ମାସର ଅଧାଦିନ ଗଲାଣି। ୨୫ଭାଗ ଚାଷୀ ବିଲରୁ ପଶ୍ଚିମବଙ୍ଗ ବ୍ୟବସାୟୀଙ୍କ ପ୍ରଲୋଭନରେ ପଡି ଧାନ ବିକିସାରିଲାଣି। ଗତବର୍ଷ ମିଲରମାନଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇସାରିଥିବା ଚାଷୀ ଆଉ ଆଗକୁ ଭରସା ନ ରଖି ମହରଗରୁ ବର୍ତ୍ତିବାକୁ ଶାଗମାଛ…
ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ
ବାଲେଶ୍ୱର, ୧୨ା୧୨(ମାନସ ବିଶ୍ୱାଳ):ବାଲେଶ୍ୱର ଜିଲା ରେମୁଣା ଥାନା ବାଲଗୋପାଳପୁର ଅଞ୍ଚଳରୁ ଜବତ ହୋଇଛି ଅରୁଣାଚଳ ପ୍ରଦେଶରେ ବିକ୍ରି ପାଇଁ ଉଦ୍ଦିଷ୍ଟ ଲକ୍ଷାଧିକ ଟଙ୍କାର ମଦ। ଜଳେଶ୍ୱର କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଓ ବାଲେଶ୍ୱର ଜିଲା ଅବକାରୀ ବିଭାଗ ପକ୍ଷରୁ ମିଳିତ…
ଚକୋଲେଟ ଦେଇ ୩ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର
ସୋର, ୮ା୧୨ (ଜନ୍ମେଜୟ ମିଶ୍ର)-ବାଲେଶ୍ୱର ଜିଲା ସୋର ଥାନା ଅଞ୍ଚଳରେ ଏକ ୩ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର କରାଯାଇଛି। ଶୁକ୍ରବାର ସକାଳେ ଝିଅଟି ଖେଳୁଥିବା ବେଳେ ଚକୋଲେଟ ଦେଇ ମହେଶ୍ୱର ଧଡ଼ା(୨୧) ନାମକ ଯୁବକ ଘର ନିକଟରେ ଥିବା ଏକ…
‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର
ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍କ୍ଷେପଣ ସଫଳ ହୋଇଛି। ଦ୍ରୁତଗତିରେ ଲକ୍ଷ୍ୟଭେଦ କରିବାର କ୍ଷମତା ଏହି କ୍ଷେପଣାସ୍ତ୍ରର ରହିଛି। ଏହାର ଓଜନ ୧୨ଟନ୍ ରହିଥିବା…
ଭାଙ୍ଗିଲା କୁମ୍ଭକ୍ଷେତ୍ରର ହାଣ୍ଡି ଭେଳା: ପାଣି ଭିତରେ ପର୍ଯ୍ୟଟକ
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସିଆଡିମାଳ ପଞ୍ଚାୟତ ବାବନ୍ଧ ଗ୍ରାମରେ ଥିବା କୁମ୍ଭକ୍ଷେତ୍ରରେ ଅଘଟଣ ଘଟିଛି। ହଠାତ୍ ହାଣ୍ଡି ଭେଳା ଭାଙ୍ଗିଯାଇ ଜଣେ ଶିଶୁ ସମେତ ୫ ପର୍ଯ୍ୟଟକ ପାଣିରେ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୁମ୍ଭକ୍ଷେତ୍ରରେ ଇକୋ…
ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ ଗ୍ରାମରେ। ମଙ୍ଗଳବାର ରାତିରେ ଗ୍ରାମର ରସିକ ମୁର୍ମୁଙ୍କ ଘରେ ସମସ୍ତେ ଶୋଇଥିବା ବେଳେ ୨…
Archives


