ଭାଙ୍ଗିଲା କୁମ୍ଭକ୍ଷେତ୍ରର ହାଣ୍ଡି ଭେଳା: ପାଣି ଭିତରେ ପର୍ଯ୍ୟଟକ
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସିଆଡିମାଳ ପଞ୍ଚାୟତ ବାବନ୍ଧ ଗ୍ରାମରେ ଥିବା କୁମ୍ଭକ୍ଷେତ୍ରରେ ଅଘଟଣ ଘଟିଛି। ହଠାତ୍ ହାଣ୍ଡି ଭେଳା ଭାଙ୍ଗିଯାଇ ଜଣେ ଶିଶୁ ସମେତ ୫ ପର୍ଯ୍ୟଟକ ପାଣିରେ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୁମ୍ଭକ୍ଷେତ୍ରରେ ଇକୋ…
ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ ଗ୍ରାମରେ। ମଙ୍ଗଳବାର ରାତିରେ ଗ୍ରାମର ରସିକ ମୁର୍ମୁଙ୍କ ଘରେ ସମସ୍ତେ ଶୋଇଥିବା ବେଳେ ୨…
୧୫୩୮ ଶିକ୍ଷାନୁଷ୍ଠାନ ପରିସରରୁ ହଟିଲା ଟ୍ରାନ୍ସଫର୍ମର
ବାଲେଶ୍ୱର,୬।୧୨(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନ୍ଓଡିଏଲ୍) ବିଦ୍ୟୁତ୍ ସେବା ବିତରଣରେ ସୁରକ୍ଷା ତଥା ନିରାପତ୍ତାକୁ ସର୍ବଦା ପ୍ରାଥମିକତା ଦେଉଛି। ବିଶେଷତଃ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଅଧିକ ଗୁରୁତ୍ୱ ଦେଉଛି। ଏହି…
ଇଚ୍ଛାଶକ୍ତି ବଢ଼ିବାକୁ ପ୍ରେରଣା ଦେଇଛି
ଖଇରା, ୩।୧୨(ଉତ୍କଳବନ୍ଧୁ ପଣ୍ଡା)ଜନ୍ମରୁ ସେ ଥିଲେ ଦିବ୍ୟାଙ୍ଗ। କେବଳ ବୌଦ୍ଧିକ ଅନଗ୍ରସର ନ ଥିଲେ, ଗୋଡ ୨ଟି ମଧ୍ୟ ଠିକ୍ ଭାବେ ପଡୁ ନ ଥିଲା କି ହାତ ଆଙ୍ଗୁଳି ଠିକ୍ ନ ଥିବାରୁ ଖଡି କି କଲମ ଧରିବା ତାଙ୍କ…
ଶୂନ୍ୟବ୍ରହ୍ମଙ୍କୁ ଆରାଧନା କଲେ ୫୦ ହଜାର ଶ୍ରଦ୍ଧାଳୁ
ଖଇରା,୨୮।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀସ୍ଥିତ ଐତିହାସିକ ଶୂନ୍ୟମଣ୍ଡପରେ ପଞ୍ଚୁକ ମେଳା ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର ସମେତ ଆଖପାଖ ଜିଲାରୁ ୫୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୂନ୍ୟମଣ୍ଡପରେ ପଦାର୍ପଣ କରି ଶୂନ୍ୟମନ୍ଦିର ଦର୍ଶନ କରିବା ସହ ଶୂନ୍ୟବ୍ରହ୍ମଙ୍କୁ ଆରାଧନା…
ଏଟିଏମ୍ କାଟି ଅଖାରେ ପୂରାଇ ନେଇଗଲେ ୨୦ ଲକ୍ଷ
ବାହାନଗା, ୨୭ା୧୧(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବଜାର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବଡଧରଣର ଲୁଟ୍ ହୋଇଛି। ବଜାରଠାରୁ ଶହେ ମିଟର ଦୂର ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏସ୍ବିଆଇ ଏଟିଏମ୍କୁ କାଟି ଦୁର୍ବୃତ୍ତମାନେ…
ପୁରୀ ଯାଉଥିଲେ ରାସ୍ତାରେ ଜାଣିଲେ ନିଆଁ ଲାଗି ଜଳିଗଲା ଝିଅ ବାହାଘର ପାଇଁ ରଖିଥିବା ସୁନାଗହଣା, ନଗଦ ଟଙ୍କା
ଔପଦା, ୨୭।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଗରୁଡ଼ହତା ଗ୍ରାମର ବସନ୍ତ ରାଉତ ଓ ତାଙ୍କ ସାନ ଭାଇ ଶ୍ରୀକାନ୍ତଙ୍କ ଘରେ ନିଅଁା ଲାଗି ସୁନାଗହଣା, ନଗଦ ଟଙ୍କା ଓ ଜମି କାଗଜପତ୍ର ପୋଡି ନଷ୍ଟ ହୋଇଯାଇଛି।…
ଗୁଣାତ୍ମକ ଶିକ୍ଷା ପାଇଁ ମିଳିବ ନିର୍ଭରଯୋଗ୍ୟ ବିଜୁଳି
ବାଲେଶ୍ୱର,୨୨।୧୧ (ମାନସ ବିଶ୍ୱାଳ): ଟିପି ନର୍ଦ୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏନଓଡିଏଲ) କେନ୍ଦୁଝର ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରଙ୍କ ଦୀର୍ଘଦିନ ଧରି ବିଦ୍ୟୁତ୍ ସରବରାହ ସମସ୍ୟାର ସମାଧାନ ହୋଇଛି ବୋଲି ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପିଏନଓଡିଏଲ ସିଇଓ ଭାସ୍କର ସରକାର ଏକ…
ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ: ଫାଣ୍ଡି ଆଗରେ ଦମ୍ପତିଙ୍କୁ ପିଟିଲେ
ନୀଳଗିରି, ୨୦।୧୧(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଈଶ୍ୱରପୁର ପଞ୍ଚାୟତ ବାହାବଳପୁର ଗାଁରେ ବାଡଘେରାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣର ଅଭିଯୋଗ ମଧ୍ୟ ହୋଇଛି। ଜଣେ ମହିଳାଙ୍କୁ ହାଣି ଦମ୍ପତି…
ଚିନ୍ତାରେ ଯାତ୍ରୀ, ଅଞ୍ଚଳବାସୀ
ଖଇରା,୨୦।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ପ୍ରମୁଖ ସଡ଼କ ପଥ ସୋର-କୁପାରୀ ପୂର୍ତ୍ତ ବିଭାଗ ରାସ୍ତାରେ ବହୁ ସଂଖ୍ୟକ ଚିପ୍ସ ଓ ପଥର ବୋଝେଇ ଟ୍ରକ୍ ଚଳଚଳାକୁ ନେଇ ଯାତ୍ରୀ ଓ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛି। ଦିନତମାମ ବଡ଼ ବଡ଼…
୧୫ବର୍ଷରୁ କମ୍ ଓଡ଼ିଶା ମହିଳା କ୍ରିକେଟ୍ ଦଳରେ ନୀଳଗିରିର ଶୁଭଲକ୍ଷ୍ମୀ
ନୀଳଗିରି,୧୬ା୧୧(ପ୍ରଶାନ୍ତ ବିଶ୍ୱାଳ)ନୀଳଗିରି ନିର୍ବାଚନ ମଣ୍ଡଳୀ ସିଆଡ଼ିମାଳ ଗ୍ରାମର ବାବୁଲା ସିଂଙ୍କ ଝିଅ ଶୁଭଲକ୍ଷ୍ମୀ ୧୫ ବର୍ଷରୁ କମ୍ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଏନେଇ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସାର ସୁଅ…
ବାଣ ନିଆଁରେ ଜଳିଗଲା ଘର: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ରୂପସା,୧୩।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ବାଉଁଶବଣି ଗ୍ରାମରେ ରବିବାର ଦୀପାବଳି ପର୍ବରେ ତ୍ରିଲୋଚନ ଦାସଙ୍କ ଘରେ ଅଗ୍ନିକାଣ୍ଡ ଘଟି ୨ ବଖରା ଘର ଭସ୍ମୀଭୂତ ହୋଇଯାଇଛି l ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି।…
Archives


