ବାଲେଶ୍ୱର

ସୁନାବେଶରେ ଜଗନ୍ନାଥ

ବାଲେଶ୍ୱର ଅଫିସ, ୩୦।୧୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥଙ୍କର ୮ମ ପଟୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କୋଭିଡ୍‌ କଟକଣା ଉଠିବା ପରେ ଶ୍ରଦ୍ଧାଳୁମାନେ ମହାପ୍ରଭୁ ଜଗନ୍ନାଥ, ବଡ଼ଠାକୁର ବଳଭଦ୍ର ଏବଂ ମାତା ସୁଭଦ୍ରା...

ପୋଖରୀ ଭିତରେ ୨୨ ଫୁଟ୍‌ ଉଚ୍ଚତାର ମହାଦେବଙ୍କ ମୂର୍ତ୍ତି ସ୍ଥାପନ

ବାଲେଶ୍ୱର ଅଫିସ,୨୮।୧୧- ବାଲେଶ୍ୱର ସହର ୮ନଂ ୱାର୍ଡ଼ରେ ଥିବା ସର୍ବ ପୁରାତନ ହରଗଙ୍ଗା ପୋଖରୀ ମଝିରେ ଏଦଖିବାକ ୨୨ ଫୁଟ୍‌ ଉଚ୍ଚତା, ୧୫ଫୁଟ୍‌ ଓସାର ଓ ଅଢ଼େଇ ଟନ୍‌ ଓଜନର ମହାଦେବଙ୍କ ଯୋଗମୁଦ୍ରାର ମୂର୍ତ୍ତି ଶନିବାର ସ୍ଥାପନ କରାଯାଇଛି। ରାଜ୍ୟ...

ସାପ କାମୁଡାରେ ଶିଶୁକନ୍ୟା ମୃତ: ସାପ ସହ ଝିଅକୁ ଧରି ହସ୍ପିଟାଲରେ ପରିବାର ଲୋକେ

ଲଙ୍ଗଳେଶ୍ୱର, ୨୮।୧୧(ଡି.ଏନ.ଏ.): ବିଛଣାରେ ମା’ ବାପା ସହ ଶୋଇଥିବା ବେଳେ ୮ ମାସର ଝିଅକୁ କାମୁଡ଼ିଲା ସାପ।  ଝିଅର ଜୀବନ ବଞ୍ଚାଇବା ଆଶାରେ ତାଙ୍କ ବାପା ସାପ ସହିତ ଝିଅକୁ ଧରି  ହସ୍ପିଟାଲରେ ପହଞ୍ଚିଥିଲେ। ମାତ୍ର ସେଠାରେ ଡାକ୍ତର ଶିଶୁକୁ...

ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲା,ଦୋଷୀଙ୍କୁ ୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୧୧: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲାର ବିଚାର କରି ବାଲେଶ୍ୱର ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ଜଜ୍‌ ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଜରିମାନା...

ଚଳଚଞ୍ଚଳ ଡଗରା ବେଳାଭୂମି

ବାଲିଆପାଳ,୨୮।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମି ପର୍ଯ୍ୟଟନ ଋତୁରେ ଚଳଚଞ୍ଚଳ ହୋଇ ଉଠିଲାଣି। ଏଠାକାର ସବୁଜ ବନାନୀ ସହିତ ବିସ୍ତୀର୍ଣ୍ଣ ବେଳାଭୂମି ପର୍ଯ୍ୟଟକମାନଙ୍କୁ ବିମୋହିତ କରୁଛି। ବିସ୍ତୀର୍ଣ୍ଣ ଝାଉଁ ଜଙ୍ଗଲରେ ଭଳିକି ଭଳିି ଭାଷାବାସୀଙ୍କ ସହିତ ନିଆରା...

ବେପରୁଆ ଭାବେ ଚାଲିଛି ଗଣ୍ଡିବେଡ-ଔପଦା ରାସ୍ତା

ଖଇରା/ଔପଦା, ୨୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ପୂର୍ତ୍ତ ବିଭାଗ ଅଧୀନରେ ବିଭିନ୍ନ ସ୍ଥାନରେ ଚାଲିଥିବା କାର୍ଯ୍ୟକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ବିଶେଷ କରି ବେପରୁଆ ଭାବେ ଚାଲିଥିବା ଗଣ୍ଡିବେଡ-ଔପଦା ଏବଂ ୫ରୁ ଅଧିକ ରାସ୍ତା କାମର...

ଡ୍ରାଇଭରଙ୍କୁ ହତ୍ୟା କରିଥିଲେ ହେଲପର

ରୂପସା, ୨୬ା୧୧(ଡି.ଏନ.ଏ.): ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲ ତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଥିଲା। ଏହାର ୧୦ ଦିନ...

ଉଦୟପୁର-ତାଳସାରୀ ବେଳାଭୂମିରେ ଜମୁଛି ଆସର

ଭୋଗରାଇ,୨୬।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଉଦୟପୁର-ତାଳସାରୀ ବେଳାଭୂମି ଏବେ ନିଶାସେବନକାରୀ ଓ ଦେହଜୀବୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ପ୍ରତିଦିନ ଏହି ବେଳାଭୂମିକୁ ଆକୃଷ୍ଟ ହୋଇ ହଜାର ହଜାର ପର୍ଯ୍ୟଟକ ଆସୁଥିବା ବେଳେ ଖୁଲମ୍‌ଖୋଲା ନିଶା କାରବାର ଓ ରୂପଜୀବୀଙ୍କ...

ବାଇଡଙ୍କ ପକାଇ ଭଣ୍ଡୁର କରାଇବାକୁ ଉଦ୍ୟମ

ନୀଳଗିରି,୨୬।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଆଇଟିଡିଏ ଅଫିସରେ ବିଭିନ୍ନ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଅଧିକାର ଆଇନ ବଳରେ ମାଗିଥିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। କାର୍ଯ୍ୟାଳୟର ମୁଖ୍ୟ କିରାଣି ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିବା...

ଅଫିସରେ କେକ୍‌କାଟି ଅଡ଼ୁଆରେ ବିପିଏମ୍‌

ଚାନ୍ଦବାଲି,୨୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଫିସ ପରିସରରେ ଗୁରୁବାର ଅଫିସ ସମୟରେ ବ୍ଲକ୍‌ ପ୍ରୋଜେକ୍ଟ ମ୍ୟାନେଜର ବିପିଏମ୍‌ ଷ୍ଟାଲିନ୍‌ ନାୟକ ତାଙ୍କର ଜନ୍ମଦିନ ପାଳନ କରିଛନ୍ତି। ଏ ନେଇ ଭାଜପା କୃଷକ ମୋର୍ଚ୍ଚା ଆପତ୍ତି ଉଠାଇଛନ୍ତି । ଏହା...

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ସିଡିପିଓ ଅଫିସ ଘେରିଲେ ମହିଳା

ମୋରଡ଼ା,୨୪ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ ଅନ୍ତର୍ଗତ ଡାକୋଈ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ନେଇ ବିବାଦ ଥମୁନି। ଏହି କର୍ମୀ ନିଯୁକ୍ତିକୁ ବିରୋଧ କରି ଗୁରୁବାର ଗ୍ରାମର ମହିଳାମାନେ ସିଡିପିଓ ଅଫିସ ଘେରାଉ କରିଥିଲେ।...

ସାଙ୍ଗ ଘରୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଟଳିପଡ଼ିଲେ ଯୁବତୀ

ଜଳେଶ୍ୱର,୨୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବସ୍‌ଷ୍ଟାଣ୍ଡରେ ଜଣେ ଯୁବତୀଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ଷ୍ଟେଶନବଜାର ବସ୍‌ଷ୍ଟାଣ୍ଡ ନିକଟରେ ବସିଥିବା ବେଳେ ହଠାତ୍‌ ପଡିଯାଇଥିଲେ। ସାଧାରଣ ଲୋକେ ୧୦୮କୁ ଖବର ଦେଇଥିଲେ। ତାଙ୍କୁ ଜିକେଭଟ୍ଟର ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri