ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଆତଙ୍କ ଖେଳାଉଥିବା କୁମ୍ଭୀର
ରୂପସା,୧୩।୧୧( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସିଂଲା ଥାନା ଅଧୀନ ଡୁବୁଡୁବି ନଦୀ ମହାପଦା ପୋଲ ନିକଟରୁ ସୋମବାର ଏକ ୪ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର ହୋଇଛି l ଅନ୍ୟପକ୍ଷେ ନଦୀରେ ରହିଥିବା ଅନ୍ୟ କୁମ୍ଭୀରକୁ ଧରିବା ପାଇଁ କୌଣସି…
କୁପାରୀରେ ପୁଣି ମାଙ୍କଡ଼ା ଚୋରାଚାଲାଣ
ଖଇରା, ୮।୧୧(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ରରେ କିଛି ଦିନର ନୀରବତା ପରେ ଏବେ ପୁଣିଥରେ ମାଙ୍କଡା ଚୋରାଚାଲାଣ ଆରମ୍ଭ ହୋଇଛି। ୧ମାସ ଧରି ଲୁଟେରାମାନେ ରାତିସାରା ଉଜାଗର ରହି ରାଣୀତାଲ-କୁପାରୀ, ଆମ୍ବହତା…
ଟ୍ରକ୍କୁ ଧକ୍କା ଦେଲା ଟ୍ରକ୍: ହେଲ୍ପର ଆଖିବୁଜିଲେ, ଡ୍ରାଇଭର ଗୁରତର
ବାଲେଶ୍ୱର,୮।୧୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ବସ୍ତା ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ସକାଳ ସମୟରେ ୬୦ ନମ୍ବର…
ବାଲିଷ୍ଟିକ ମିଶାଇଲ ପ୍ରଳୟର ସଫଳ ପରୀକ୍ଷଣ
ବାଲେଶ୍ବର ଅଫିସ,୭।୧୧: ମଙ୍ଗଳବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ବାଲିଷ୍ଟିକ ମିଶାଇଲ ପ୍ରଳୟର ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡିଶା ଉପକୂଳର ଅବଦୁଲ କଲାମ ଦ୍ୱୀପରୁ କରାଯାଇଛି। ସୂଚନାଯୋଗ୍ୟ, ଡିଆରଡିଓ ଦ୍ୱାରା ପ୍ରଳୟ ମିଶାଇଲ ବିକଶିତ ହୋଇଛି।…
୧୦ ମାସ ହେଲା ମିଳିନି ଭତ୍ତା ଟଙ୍କା
ବାଲିଆପାଳ, ୭ା୧୧: (ଅମୂଲ୍ୟ କୁମାର ଦାସ): ବୃଦ୍ଧାବୃଦ୍ଧ, ଅସହାୟ ଲୋକଙ୍କୁ ସହଯୋଗର ହାତ ବଢାଇ ସରକାର ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରୁଛନ୍ତି। ତେବେ ସରକାରଙ୍କର ବିଭିନ୍ନ ନୀତିନିୟମ ଭିତରେ ଛନ୍ଦି ହୋଇ ଅନେକ ହିତାଧିକାରୀ ଦୁଃଖକଷ୍ଟରେ ଦିନ କାଟୁଛନ୍ତି। ଏଭଳି ଜଣେ…
ଟ୍ରକକୁ ଧକ୍କା ଦେଲା ହାଇଓ୍ବା
ବାହାନଗା, ୬ା୧୧(ଅରୂପ କୁମାର ଦାସ): ୧୬ନଂ. ଜାତୀୟ ରାଜପଥ ଶେରଗଡ ନିକଟସ୍ଥ ଟୋଲଗେଟ୍ଠାରେ ଶନିବାର ରାତିରେ ଛିଡା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇ ହାଇଓ୍ବା ଡ୍ରାଇଭର ଗୁରୁତର ହୋଇଛନ୍ତି। ଦମକଳବାହିନୀ ତାଙ୍କୁ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…
ପୁଣି ଅଲୋଡା ନବଜାତ ଶିଶୁକନ୍ୟା, ଉଦ୍ଧାର ସହ ଚିକିତ୍ସା ଜାରି
ନୀଳଗିରି, ୫।୧୧(ପ୍ରଶାନ୍ତ କୁମାର ବିଶ୍ବାଳ/ ମାନସ ବିଶ୍ୱାଳ):- ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା। ଏଭଳି ଅଭାବନୀୟ ଘଟଣା ନୀଳଗିରି ଏନଏସି ଅଞ୍ଚଳରେ ଦେଖିବାକୁ ମିଳିଛି। ରବିବାର ଭୋର୍ ୪ଟା ୫୦ ସମୟରେ ନୀଳଗିରି ଏନ.ଏ.ସିର ୬ ନମ୍ବର୍ ୱାର୍ଡ ମସଜିଦ…
ଆହାର କେନ୍ଦ୍ରକୁ ସ୍ବାଗତ, ଜମି ହସ୍ତାନ୍ତରକୁ ବିରୋଧ
ଖଇରା, ୨।୧୧(ଉତ୍କଳବନ୍ଧୁ ପଣ୍ଡା) ବାଲେଶ୍ୱର ଜିଲା ଖଇରା ବ୍ଲକର ସର୍ବପୁରାତନ ଖଇରା ହାଇସ୍କୁଲ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି ା ବିଦ୍ୟାଳୟର କିଛି ଜମିକୁ କିଛି ଦିନ ତଳେ ଖଇରା ମେଡିକାଲ ସମ୍ପ୍ରସାରଣ ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିବା ପରେ…
ଡାଲମିଆ, ହିମାଦ୍ରି କମ୍ପାନୀକୁ ବିର୍ଲା ଟାୟାର୍ସ ହସ୍ତାନ୍ତର
ବାଲେଶ୍ୱର, ୨।୧୧(ମାନସ ବିଶ୍ୱାଳ)ଦୀର୍ଘ ୩୩ବର୍ଷ ଧରି ବାଲେଶ୍ୱର ଜିଲା ରେମୁଣା ଗୋଲେଇ ବାମପଦାସ୍ଥିତ ବିର୍ଲା ଟାୟାର୍ସ କମ୍ପାନୀକୁ ଶେଷରେ ଡାଲମିଆ ରିଫ୍ରେକ୍ଟୋରିଜ୍ ଏବଂ ହିମାଦ୍ରି କେମିକାଲ୍ସକୁ ହସ୍ତାନ୍ତର ହୋଇଛି। ଗତ ୧୯ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍ସିଏଲ୍ଟି) ଦେଇଥିବା ନିର୍ଦ୍ଦେଶ ଅନୁସାରେ…
ସୁବର୍ଣ୍ଣରେଖାର ୪ ବାଲି ସଇରାତ ବନ୍ଦ
ଜଳେଶ୍ୱର, ୨ା୧୧(ରବିନାରାୟଣ ପାତ୍ର) ଏନ୍ଜିଟିର ରୋକ ଓ ଅନ୍ୟ ବିଭିନ୍ନ କାରଣରୁ ସୁବର୍ଣ୍ଣରେଖା ନଦୀର ଜଳେଶ୍ୱର ତହସିଲ ଅଧୀନରେ ଥିବା ମୋଟ ୨୩ଟି ବାଲି ସଇରାତରୁ ଚଳିତବର୍ଷଠାରୁ ୪ଟିକୁ ବନ୍ଦ କରାଯାଇଛି। ନୂଆ ଆଇନ ଅନୁଯାୟୀ ୧୯ଟି ସଇରାତରୁ ବାଲି ଉତ୍ତୋଳନ…
ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର, ଖୋଲିଲା କୁଲଡିହା ଅଭୟାରଣ୍ୟ
ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ ଶୀତଋତୁ…
ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ବନ୍ଧାହେଲେ ଆଇନଜୀବୀ
ସିମୁଳିଆ,୨୮ା୧୦(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଞ୍ଚଳର ଜଣେ ବିଧବା ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ସିମୁଳିଆ ପୋଲିସ ଭଦ୍ରକ ଅଞ୍ଚଳର ଅନନ୍ତ ନାରାୟଣ ପଣ୍ଡା ନାମକ ଜଣେ ଆଇନଜୀବୀଙ୍କୁ ଗିରଫ କରିଛି। ଏନେଇ…
Archives


