ବାଲେଶ୍ୱର

ସାଙ୍ଗ ଘରୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଟଳିପଡ଼ିଲେ ଯୁବତୀ

ଜଳେଶ୍ୱର,୨୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବସ୍‌ଷ୍ଟାଣ୍ଡରେ ଜଣେ ଯୁବତୀଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ଷ୍ଟେଶନବଜାର ବସ୍‌ଷ୍ଟାଣ୍ଡ ନିକଟରେ ବସିଥିବା ବେଳେ ହଠାତ୍‌ ପଡିଯାଇଥିଲେ। ସାଧାରଣ ଲୋକେ ୧୦୮କୁ ଖବର ଦେଇଥିଲେ। ତାଙ୍କୁ ଜିକେଭଟ୍ଟର ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର...

୭ ଦିନ ପରେ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ

ରୂପସା, ୨୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଜବତ ହୋଇଥିଲା। ପାରିପାଶର୍‌ବିକ ଅବସ୍ଥାରୁ...

୨୪ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ: ବନ୍ଧାହେଲେ ଜଣେ

ସଜନାଗଡ଼,୨୪।୧୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସନ୍ତାରାଗଡ଼ିଆ ଅଞ୍ଚଳରୁ ୨୪୨ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟ ୨୪ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ଓ ନୀଳଗିରି ଅବକାରୀ ବିଭାଗ ମିଳିତ...

ବିବାହର ୬ ମାସ ପରେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ସିମୁଳିଆ,୨୩ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ବାଡ଼ିଆସାହି ଅଞ୍ଚଳର ବିଷ୍ଣୁପ୍ରିୟା ଶିଅଳ(୨୨)ଙ୍କ ବିବାହର ୬ ମାସ ପରେ ମୃତ୍ୟୁ ଘଟିଛି। ପାରିବାରିକ କଳହକୁ ନେଇ ବିଷ୍ଣୁପ୍ରିୟା ରଶି ଲଗାଇ ଆତ୍ମହତ୍ୟା କରିଥିବାର ପୋଲିସ ସୂଚନା ଦେଉଥିବା ବେଳେ ଅଧିକ...

ସୂଚନା ଅଧିକାର ଆଇନକୁ ଅବମାନନା

ନୀଳଗିରି, ୨୨।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌ ବଳରେ ମାଗିଥିବା ବେଳେ ଉକ୍ତ ତଥ୍ୟ ଦିଆଯିବ ନାହଁି ବୋଲି କାର୍ଯ୍ୟାଳୟ ପକ୍ଷରୁ...

ରାଜ୍ୟ ରାଜପଥ ୮ ଘଣ୍ଟା ଠପ୍‌

ଭୋଗରାଇ, ୨୧ା୧୧(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶ୍ୱର ୫୭ ନଂ. ରାଜ୍ୟ ରାଜପଥ ଦାରୁହା ଛକଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସ୍ଥାନାନ୍ତରକୁ ବିରୋଧ କରି ସ୍ଥାନୀୟ ଗ୍ରାମବାସୀ ସୋମବାର ସକାଳ ୯ଟାରୁ ଅପରାହ୍ନ ସାଢେ ୩ଟା ପର୍ଯ୍ୟନ୍ତ ଏହି ମୁଖ୍ୟରାସ୍ତାକୁ...

ସୂଚନା ଅଧିକାର ଆଇନକୁ ଅବମାନନା: ୨୫ରୁ ଧାରଣା

ନୀଳଗିରି, ୨୧।୧୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌ ବଳରେ ମାଗିଥିବା ବେଳେ ଉକ୍ତ ତଥ୍ୟ ଦିଆଯିବ ନାହଁି ବୋଲି କାର୍ଯ୍ୟାଳୟ ପକ୍ଷରୁ ରୋକଠୋକ...

ଜୋର ଧରିଲା ଉନ୍ନତ ସ୍ବାସ୍ଥ୍ୟସେବା, ସ୍ବାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ଦାବି: ୨୮ରେ ବିଧାନସଭା ଆଗରେ ଧାରଣା

ବାଲେଶ୍ୱର ଅଫିସ,୨୧।୧୧: ବାଲେଶ୍ୱର ଜିଲାବାସୀଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଏବଂ ମେଡିକାଲ କଲେଜ ସମେତ ସମସ୍ତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକୀୟ ବିଶେଷଜ୍ଞ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଦାବି ଜୋର ଧରିଛି। ଏନେଇ ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ...

‘ଦୃଢ଼ ଆତ୍ମବିଶ୍ୱାସ, ସାହସ ହିଁ ଗବେଷଣାର ପ୍ରକୃତ ପଥ’

ବାରିପଦା ଅଫିସ, ୨୦।୧୧:  ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଗବେଷକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ରଙ୍କୁ ଗବେଷଣା ନିମନ୍ତେ ପ୍ରୋତ୍ସାହନ ପାଇଁ ଏକ ସମ୍ମିଳନୀ ବିଶ୍ୱବିଦ୍ୟାଳୟର ସମ୍ମେଳନ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ରୂପେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର...

ପକ୍ଷାଘାତ ଦେବସ୍ମିତାଙ୍କ ହାତ ଧରିଲେ ଶୁଭ୍ରାଂଶୁ

ବାଲେଶ୍ୱର ଅଫିସ,୨୦।୧୧:  ଶୁଭ୍ରାଂଶୁ ଓ ଦେବସ୍ମିତାଙ୍କ ମଧ୍ୟରେ ଦୀର୍ଘ ୮ ବର୍ଷର ପ୍ରେମ ସମ୍ପର୍କ। ପରସ୍ପରକୁ ଭଲ ପାଇ ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥିଲେ। ସେମାନଙ୍କ ଅନାବିଳ ପ୍ରେମକୁ ଦେଖି ଉଭୟଙ୍କ ପରିବାର ଲୋକ ମଧ୍ୟ ବିବାହ...

୩ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ୨୪୫ ଶିକ୍ଷାକର୍ମୀ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ଓଡ଼ିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ବାନରେ ଶନିବାର ସିମୁଳିଆର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ୩ ଦଫା ଦାବି ନେଇ ଶିକ୍ଷକ ଭବନ ପରିସରରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୨୪୫ଜଣ...

କ୍ରେଡିଟ୍‌ କାର୍ଡରୁ ୭୦ ହଜାର ଟଙ୍କା ଗାଏବ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ବାରମ୍ବାର ବିଭିନ୍ନ ଗଣମାଧ୍ୟମରେ ଅନ୍‌ଲାଇନ୍‌ ଠକେଇ ସମ୍ପର୍କରେ ସଚେତନତା ପ୍ରକାଶ ପାଉଛି। ଏହା ପରେ ମଧ୍ୟ ଲୁଟେରାଙ୍କ କବଳରୁ ନିସ୍ତାର ମିଳୁନାହିଁ। କ୍ରେଡିଟ୍‌ କାର୍ଡରୁ ୭୦ ହଜାର ଟଙ୍କା ଗାଏବ ପରି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri