ମଦ ବେପାରୀଙ୍କଠାରୁ ଲାଞ୍ଚ ନେଇ ଆଇଆଇସି, ଏଏସ୍ଆଇ ଗିରଫ
ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)୫୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ କୁମାର ମହାନ୍ତି। ଉଭୟେ ମଦ ବ୍ୟବସାୟୀଙ୍କଠାରୁ ମାସିକିଆ ବଟି ବାବଦରେ ନେଉଥିବା...
ଶ୍ୱଶୁର ଘରେ ଜ୍ୱାଇଁଙ୍କ ଗୁଣ୍ଡାଗିରି: ବନ୍ଧୁକ ଦେଖାଇ ସ୍ତ୍ରୀ, ଶିଶୁକନ୍ୟାକୁ ଅପହରଣ
ରୂପସା,୧୯।୭( ବାଞ୍ଛାନିଧି ଦେ): ଶ୍ୱଶୁର ଘରେ ଜ୍ୱାଇଁଙ୍କ ଗୁଣ୍ଡାଗିରି । ବିଳମ୍ବିତ ରାତିରେ ଶ୍ବଶୁର ଘର ଲୋକଙ୍କୁ ମାରଣାନ୍ତକ ଆକ୍ରମଣ କରି ସ୍ତ୍ରୀ ଏବଂ ୮ ମାସର ଶିଶୁକନ୍ୟାକୁ ଅପହରଣ କରି ସ୍ବାମୀ ଫେରାର। ଅପରପକ୍ଷରେ ଝିଅ ଏବଂ ନାତୁଣୀକୁ...
ଔପଦା ଡାକ୍ତରଖାନା ପରିସରରେ ଆଣ୍ଠୁଏ ପାଣି
ଔପଦା, ୧୯।୭(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଓପଦା ଡାକ୍ତରଖାନା ପରିସରରୁ ଡ୍ରେନ ନିର୍ମାଣ କାମ ଠିକ୍ ଭାବେ ହୋଇ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ନ ପାରି ଆଣ୍ଠୁଏ ଉପରେ ଜମି ରହୁଛି। ଫଳରେ...
ବର୍ଷାଦିନ ଆସିଲେ ବଦଳିଯାଏ ବାଣିଦା ଗାଁର ଚିତ୍ର
ଜଳେଶ୍ୱର, ୧୮ା୭(ରବିନାରାୟଣ ପାତ୍ର): ଜଳେଶ୍ୱର ବ୍ଲକ ସଦରମହକୁମା ଠାରୁ ୮ କି.ମି. ଦୂର ସୁଗୋ ପଞ୍ଚାୟତ ଅଧୀନ ବାଣିଦା ଗାଁର ଲୋକମାନେ ବିଭିନ୍ନ ସମସ୍ୟା ମଧ୍ୟରେ କାଳାତିପାତ କରୁଛନ୍ତି । ବର୍ଷା ଦିନ ଆସିଲେ ୫ହଜାର ଲୋକସଂଖ୍ୟା ବିଶିଷ୍ଟ ଏହି...
କସିପଦା ପଞ୍ଚାୟତ ହାଇସ୍କୁଲ ଶିକ୍ଷକ ଶୂନ
ରୂପସା, ୧୭।୭(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ଅଧୀନ କସିପଦା ପଞ୍ଚାୟତ ହାଇସ୍କୁଲ ଏବେ ଦୁର୍ଦ୍ଦିନରେ ଗତି କରୁଛି। ଚଳିତ ଶିକ୍ଷାବର୍ଷରେ ଅଷ୍ଟମରୁ ଦଶମ ଶ୍ରେଣୀରେ ୨୨୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ କୌଣସି ଶିକ୍ଷକ ନ...
ବାଇକ, ଟ୍ରକ୍ ମୁହାଁମୁହିଁ: ୨ ମୃତ
ସୋର,୧୫।୭(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ତାଳନଗରରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ୨ଜଣ ବାଇକ୍ ଆରୋହୀଙ୍କର ମତ୍ୟୁ...
୨ ଟ୍ରେନ୍ରେ ଲାଗିଲା ନିଆଁ
ଜଳେଶ୍ୱର,୧୫ା୭(ରବିନାରାୟଣ ପାତ୍ର): ଖଡ଼ଗପୁର ରେଲଓ୍ବେ ଡିଭିଜନ୍ର ଜଳେଶ୍ୱର-ଦାନ୍ତୁନ ମଧ୍ୟରେ ୨ଟି ଟ୍ରେନ୍ରେ ନିଅଁା ଲାଗିଥିବା ସୂଚନା ମିଳିଛି। ଖଡ଼ଗପୁର-ଭଦ୍ରକ ମେମୋ ଟ୍ରେନ୍ ଇଞ୍ଜିନରେ ନିଅଁା ଲାଗିଥିବା ବେଳେ ଭଦ୍ରକରୁ ଖଡଗପୁରର ନିମପୁରା ରେଲଓ୍ବେ ୟାର୍ଡକୁ ଏକ କୋଇଲା ବୋଝେଇ ମାଲଗାଡ଼ିି...
ଫାଣ୍ଡି ଛକରୁ ଜବରଦଖଲ ଉଚ୍ଛେଦ
ବାଲେଶ୍ୱର,୧୪ା୭(ମାନସ ବିଶ୍ୱାଳ): ବାଲେଶ୍ୱର ସହରର ବ୍ୟସ୍ତବହୁଳ ଫାଣ୍ଡିଛକ ଅଞ୍ଚଳରେ ରାସ୍ତା ଅବରୋଧ ସହ ବ୍ୟବସାୟ ଚଳାଇଥିବା ଦୋକାନୀଙ୍କୁ ଉଚ୍ଛେଦ ଲାଗି ପୌରପାଳିକା ପଦକ୍ଷେପ ଗ୍ରହଣ କରିଛି। ବିଶେଷ ଭାବେ ସେହି ଅଞ୍ଚଳରେ ଯାତାୟତରେ ସର୍ବଦା ବାଧକ ସାଜୁଥିବା ଫଳ ଦୋକାନୀମାନଙ୍କୁ...
ବିଭିନ୍ନ ସ୍ଥାନରେ ଚଢ଼ାଉ: ୬ ଗିରଫ
ସୋର,୧୪ା୭(ଜନ୍ମେଜୟ ମିଶ୍ର): ସୋର ଅବକାରୀ ବିଭାଗ ଏବଂ କେନ୍ଦ୍ରାଞ୍ଚଳ ଭ୍ରାମ୍ୟମାଣ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ-୧ ଗୁରୁବାର ପୂର୍ବାହ୍ନରେ ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡା ଗ୍ରାମ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ପୋଚନଷ୍ଟ କରିବା ସହିତ...
ଓଲଟିଲା ଯାତ୍ରୀବାହୀ ବସ୍
ବାଲେଶ୍ୱର,୧୪ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ବାଇପାସ ନିକଟରେ ଶୁକ୍ରବାର ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଫଳରେ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ୪୦ରୁ ଅଧିକ ଯାତ୍ରୀଙ୍କୁ...
୨ବର୍ଷରେ ସରିପାରିଲାନି ଖଇରା ମିଶନଶକ୍ତି ଭବନ
ଖଇରା,୧୩।୭(ଉତ୍କଳବନ୍ଧୁ ପଣ୍ଡା)ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା, ସେମାନଙ୍କୁ ରୋଜଗାର ପନ୍ଥା ଯୋଗାଇଦେବା ସହ ସେମାନଙ୍କୁ ରାଜ୍ୟ ପ୍ରଗତିରେ ଅଂଶୀଦାର ଭାବେ ବିବେଚିତ କରାଯାଇ ସେମାନଙ୍କ ପାଇଁ ସରକାର ବଜେଟରେ ମୋଟା ଅଙ୍କର ଅର୍ଥ ବ୍ୟୟବରାଦ କରୁଛନ୍ତି। ମହିଳା ଗୋଷ୍ଠୀର ବୈଠକ, ଆଗାମୀ...
ଭୟରେ ଛାତ୍ରୀଛାତ୍ର, ମୁହଁ ଫେରାଉଛନ୍ତିି ଅଭିଭାବକ
ବାଲେଶ୍ୱର,୧୩।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ୩ଦିନ ପୂରିଛି। ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ପୋଲିସ ତଦନ୍ତକୁ ଆଗକୁ ବଢ଼ାଉ...
Archives


