ବାଲେଶ୍ୱର

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ ଜଣେ ବ୍ୟକ୍ତିଙ୍କୁ ତାଙ୍କ ସମ୍ପର୍କୀୟମାନେ ବିଭିନ୍ନ ମାରଣାସ୍ତ୍ର ସାହାଯ୍ୟରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ ବିଦ୍ୟୁତ୍‌ ତାର ମଧ୍ୟ ଛିଣ୍ଡି ପଡିଛି। ଏନେଇ ଉକ୍ତ ରୁଟ୍‌ରେ ପ୍ୟାସେଞ୍ଜର ଟ୍ରେନ୍‌…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ସକାଳେ ପଶ୍ଚିମବଙ୍ଗରୁ ବାଲିଆପାଳ ଅଭିମୁଖେ ଯାଉଥିବା ଏକ ଲୁଣ ବୋଝେଇ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ । ମୃତ୍ୟୁ ପରେ ଘରେ ଶବ ପଡିରହିଥିଲା। ଖବର ପାଇ ଦୀର୍ଘ ୧୦ ଘଣ୍ଟା…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ରାସ୍ତା କୂଳରେ ଥିବା ଏକ ବୁଦା ମୂଳରୁ ସୋମବାର ଏହି…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି ବାଲେଶ୍ବର ସଦର ଥାନା ଅଞ୍ଚଳରୁ । ଯେଉଁଠି ତ୍ରିକୋଣ ପ୍ରେମର ଏକ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ବାପାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ବାଲେଶ୍ୱର ଜିଲା…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ ହରିହର ସିଂଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବାଲେଶ୍ୱର ସଦର-୨ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ…

ଘରୋଇ ହଷ୍ଟେଲର ୩ ମହଲା ଛାତରୁ ପଡି ସ୍କୁଲ ଛାତ୍ର ଗୁରୁତର, କଟକ ମେଡିକାଲରେ ଭର୍ତ୍ତିି

ନୀଳଗିରି, ୨୧।୫(ପ୍ରଶାନ୍ତ କୁମାର ବିଶ୍ବାଳ): ଘରୋଇ ମେସର ୩ ମହଲା ଛାତରୁ ଖସି ଛାତ୍ର ଗୁରୁତର ହୋଇ କଟକ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି। ଛାତତ୍ର ଜଣଙ୍କ ନୀଳଗିରି ବ୍ଲକ ଜାମୁଡ଼ିହା ଆଦର୍ଶ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀରେ ପଢୁଛନ୍ତି। ଛାତ୍ରଟିର ଘର ବରହମପୁର…

ଶୋଇଥିଲେ ଦମ୍ପତ୍ତି, ପେଟ୍ରୋଲ ଢିଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଆଉ ତା’ପରେ…

ବାଲେଶ୍ୱର,୨୦।୫(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଚକ୍ରଡା ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଭାବନୀୟ ଘଟଣା l ଏହି ଗ୍ରାମର ବିଜୟ ବେହେରାଙ୍କ ପରିବାର ଶୋଇଥିବାବେଳେ ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଘରର କବାଟ ଭାଙ୍ଗି ଶୋଇଥିବା ବିଛଣାରେ…

ସ୍ତ୍ରୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କଲେ ସ୍ବାମୀ: ଆଉ ତା’ପରେ ଘଟିଲା…

ବାଲେଶ୍ୱର,୨୦ା୫(ବାଞ୍ଛାନିଧି ଦେ):ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଏବଂ ଭିଡିଓ ଭାଇରାଲ୍‌ ଅଭିଯୋଗରେ ବାଲେଶ୍ବର ଜିଲା ବାଲିଆପାଳ ଥାନା ଅଞ୍ଚଳର ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅନୁଯାୟୀ, ବିବାହ ପରେ ଯୁବକ ଜଣଙ୍କ ତାଙ୍କ ସ୍ତ୍ରୀଙ୍କୁ ନେଇ ଜାମସେଦପୁର ଯାଇଥିଲେ। ସେଠାରେ ରହିବା…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l କାର୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିବା ସହ ଆଉ ଜଣେ ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?