କସିପଦା ପଞ୍ଚାୟତ ହାଇସ୍କୁଲ ଶିକ୍ଷକ ଶୂନ
ରୂପସା, ୧୭।୭(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ଅଧୀନ କସିପଦା ପଞ୍ଚାୟତ ହାଇସ୍କୁଲ ଏବେ ଦୁର୍ଦ୍ଦିନରେ ଗତି କରୁଛି। ଚଳିତ ଶିକ୍ଷାବର୍ଷରେ ଅଷ୍ଟମରୁ ଦଶମ ଶ୍ରେଣୀରେ ୨୨୮ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା ବେଳେ କୌଣସି ଶିକ୍ଷକ ନ ଥିବା…
ବାଇକ, ଟ୍ରକ୍ ମୁହାଁମୁହିଁ: ୨ ମୃତ
ସୋର,୧୫।୭(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ତାଳନଗରରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ୨ଜଣ ବାଇକ୍ ଆରୋହୀଙ୍କର ମତ୍ୟୁ ଘଟିଛି।…
୨ ଟ୍ରେନ୍ରେ ଲାଗିଲା ନିଆଁ
ଜଳେଶ୍ୱର,୧୫ା୭(ରବିନାରାୟଣ ପାତ୍ର): ଖଡ଼ଗପୁର ରେଲଓ୍ବେ ଡିଭିଜନ୍ର ଜଳେଶ୍ୱର-ଦାନ୍ତୁନ ମଧ୍ୟରେ ୨ଟି ଟ୍ରେନ୍ରେ ନିଅଁା ଲାଗିଥିବା ସୂଚନା ମିଳିଛି। ଖଡ଼ଗପୁର-ଭଦ୍ରକ ମେମୋ ଟ୍ରେନ୍ ଇଞ୍ଜିନରେ ନିଅଁା ଲାଗିଥିବା ବେଳେ ଭଦ୍ରକରୁ ଖଡଗପୁରର ନିମପୁରା ରେଲଓ୍ବେ ୟାର୍ଡକୁ ଏକ କୋଇଲା ବୋଝେଇ ମାଲଗାଡ଼ିି ଯାଉଥିବା…
ଫାଣ୍ଡି ଛକରୁ ଜବରଦଖଲ ଉଚ୍ଛେଦ
ବାଲେଶ୍ୱର,୧୪ା୭(ମାନସ ବିଶ୍ୱାଳ): ବାଲେଶ୍ୱର ସହରର ବ୍ୟସ୍ତବହୁଳ ଫାଣ୍ଡିଛକ ଅଞ୍ଚଳରେ ରାସ୍ତା ଅବରୋଧ ସହ ବ୍ୟବସାୟ ଚଳାଇଥିବା ଦୋକାନୀଙ୍କୁ ଉଚ୍ଛେଦ ଲାଗି ପୌରପାଳିକା ପଦକ୍ଷେପ ଗ୍ରହଣ କରିଛି। ବିଶେଷ ଭାବେ ସେହି ଅଞ୍ଚଳରେ ଯାତାୟତରେ ସର୍ବଦା ବାଧକ ସାଜୁଥିବା ଫଳ ଦୋକାନୀମାନଙ୍କୁ ପ୍ରଶାସନ…
ବିଭିନ୍ନ ସ୍ଥାନରେ ଚଢ଼ାଉ: ୬ ଗିରଫ
ସୋର,୧୪ା୭(ଜନ୍ମେଜୟ ମିଶ୍ର): ସୋର ଅବକାରୀ ବିଭାଗ ଏବଂ କେନ୍ଦ୍ରାଞ୍ଚଳ ଭ୍ରାମ୍ୟମାଣ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ-୧ ଗୁରୁବାର ପୂର୍ବାହ୍ନରେ ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡା ଗ୍ରାମ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ପୋଚନଷ୍ଟ କରିବା ସହିତ ଦେଶୀମଦ,…
ଓଲଟିଲା ଯାତ୍ରୀବାହୀ ବସ୍
ବାଲେଶ୍ୱର,୧୪ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜଳେଶ୍ୱର ୬୦ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ବାଇପାସ ନିକଟରେ ଶୁକ୍ରବାର ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଫଳରେ ୮ ଯାତ୍ରୀ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ…
୨ବର୍ଷରେ ସରିପାରିଲାନି ଖଇରା ମିଶନଶକ୍ତି ଭବନ
ଖଇରା,୧୩।୭(ଉତ୍କଳବନ୍ଧୁ ପଣ୍ଡା)ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା, ସେମାନଙ୍କୁ ରୋଜଗାର ପନ୍ଥା ଯୋଗାଇଦେବା ସହ ସେମାନଙ୍କୁ ରାଜ୍ୟ ପ୍ରଗତିରେ ଅଂଶୀଦାର ଭାବେ ବିବେଚିତ କରାଯାଇ ସେମାନଙ୍କ ପାଇଁ ସରକାର ବଜେଟରେ ମୋଟା ଅଙ୍କର ଅର୍ଥ ବ୍ୟୟବରାଦ କରୁଛନ୍ତି। ମହିଳା ଗୋଷ୍ଠୀର ବୈଠକ, ଆଗାମୀ କାର୍ଯ୍ୟକ୍ରମ…
ଭୟରେ ଛାତ୍ରୀଛାତ୍ର, ମୁହଁ ଫେରାଉଛନ୍ତିି ଅଭିଭାବକ
ବାଲେଶ୍ୱର,୧୩।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ୩ଦିନ ପୂରିଛି। ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ପୋଲିସ ତଦନ୍ତକୁ ଆଗକୁ ବଢ଼ାଉ ନ…
ବାହାନଗା ଟ୍ରେନ୍ ଦୁର୍ଘଟଣା: ୭ ରେଳ କର୍ମଚାରୀ ନିଲମ୍ବିତ
ବାଲେଶ୍ୱର,୧୨ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ବାଲେଶ୍ୱର ଗସ୍ତରେ ଆସିଥିବା ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍) ଅନୀଲ କୁମାର ମିଶ୍ରା ବୁଧବାର ରେଳଷ୍ଟେଶନ ପରିସରରେ ସୂଚନା ଦେଇଛନ୍ତି।…
ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ବାଲେଶ୍ୱର, ୧୨।୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ଯୁକ୍ତ ୨ ପ୍ରଥମବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ କଲେଜ କର୍ତ୍ତୃପକ୍ଷ ଅଡ଼ୁଆରେ ପଡ଼ିଛନ୍ତି। ଛାତ୍ରୀଜଣକ…
ଶ୍ରାବଣ ମାସ ପ୍ରଥମ ସୋମବାର: ପଞ୍ଚଲିଙ୍ଗେଶ୍ୱର ପୀଠ ଚଳଚଞ୍ଚଳ
ନୀଳଗିରି, ୧୦।୭(ପ୍ରଶାନ୍ତ ବିଶ୍ୱାଳ): ଶ୍ରାବଣ ମାସର ପ୍ରଥମ ସୋମବାରରେ ବାବା ପଞ୍ଚଲିଙ୍ଗେଶ୍ୱ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି । ହର ହର ମହାଦେବ, ଓଁ ନମଃ ଶିବାୟ ଧ୍ୱନିରେ ଶୈବପୀଠ କମ୍ପିଉଠିଥିଲା । ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ।…
ଜିଲାରେ ଡେଙ୍ଗୁ ବ୍ୟାପିବା ଆଶଙ୍କା
ବାଲେଶ୍ୱର,୧୦।୭ (ମାନସ ବିଶ୍ୱାଳ) : ବାଲେଶ୍ୱର ଜିଲାରେ ଡେଙ୍ଗୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ନିୟନ୍ତ୍ରଣ ଲାଗି ତପତ୍ରତା ଦେଖାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା ସହ ଘର ଘର ବୁଲି ସଚେତନ…
Archives


