ବାଲେଶ୍ୱର

ବିଲମୁଣ୍ଡରୁ ଧାନ ବିକି ଦେଉଛି ଚାଷୀ

ଖଇରା, ୧୪।୧୨(ଉତ୍କଳବନ୍ଧୁ ପଣ୍ଡା)ଡିସେମ୍ବର ମାସର ଅଧାଦିନ ଗଲାଣି। ୨୫ଭାଗ ଚାଷୀ ବିଲରୁ ପଶ୍ଚିମବଙ୍ଗ ବ୍ୟବସାୟୀଙ୍କ ପ୍ରଲୋଭନରେ ପଡି ଧାନ ବିକିସାରିଲାଣି। ଗତବର୍ଷ ମିଲରମାନଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇସାରିଥିବା ଚାଷୀ ଆଉ ଆଗକୁ ଭରସା ନ ରଖି ମହରଗରୁ ବର୍ତ୍ତିବାକୁ ଶାଗମାଛ…

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ

ବାଲେଶ୍ୱର, ୧୨ା୧୨(ମାନସ ବିଶ୍ୱାଳ):ବାଲେଶ୍ୱର ଜିଲା ରେମୁଣା ଥାନା ବାଲଗୋପାଳପୁର ଅଞ୍ଚଳରୁ ଜବତ ହୋଇଛି ଅରୁଣାଚଳ ପ୍ରଦେଶରେ ବିକ୍ରି ପାଇଁ ଉଦ୍ଦିଷ୍ଟ ଲକ୍ଷାଧିକ ଟଙ୍କାର ମଦ। ଜଳେଶ୍ୱର କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ଓ ବାଲେଶ୍ୱର ଜିଲା ଅବକାରୀ ବିଭାଗ ପକ୍ଷରୁ ମିଳିତ…

ଚକୋଲେଟ ଦେଇ ୩ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର

ସୋର, ୮ା୧୨ (ଜନ୍ମେଜୟ ମିଶ୍ର)-ବାଲେଶ୍ୱର ଜିଲା ସୋର ଥାନା ଅଞ୍ଚଳରେ ଏକ ୩ ବର୍ଷର ଶିଶୁ କନ୍ୟାଙ୍କୁ ବଳାତ୍କାର କରାଯାଇଛି। ଶୁକ୍ରବାର ସକାଳେ ଝିଅଟି ଖେଳୁଥିବା ବେଳେ ଚକୋଲେଟ ଦେଇ ମହେଶ୍ୱର ଧଡ଼ା(୨୧) ନାମକ ଯୁବକ ଘର ନିକଟରେ ଥିବା ଏକ…

‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ: ୧ ହଜାର କି.ଗ୍ରା. ପର୍ଯ୍ୟନ୍ତ ବହନ କରିବ ଯୁଦ୍ଧାସ୍ତ୍ର

ବାଲେଶ୍ୱର,୭ା୧୨(ମାନସ ବିଶ୍ୱାଳ): ଭଦ୍ରକ ଜିଲା ଧାମରାସ୍ଥିତ ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ବଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ପ୍ରଶିକ୍ଷଣ ଉତ୍‌କ୍ଷେପଣ ସଫଳ ହୋଇଛି। ଦ୍ରୁତଗତିରେ ଲକ୍ଷ୍ୟଭେଦ କରିବାର କ୍ଷମତା ଏହି କ୍ଷେପଣାସ୍ତ୍ରର ରହିଛି। ଏହାର ଓଜନ ୧୨ଟନ୍‌ ରହିଥିବା…

ଭାଙ୍ଗିଲା କୁମ୍ଭକ୍ଷେତ୍ରର ହାଣ୍ଡି ଭେଳା:  ପାଣି ଭିତରେ ପର୍ଯ୍ୟଟକ 

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସିଆଡିମାଳ ପଞ୍ଚାୟତ ବାବନ୍ଧ ଗ୍ରାମରେ ଥିବା କୁମ୍ଭକ୍ଷେତ୍ରରେ ଅଘଟଣ ଘଟିଛି। ହଠାତ୍‌ ହାଣ୍ଡି ଭେଳା ଭାଙ୍ଗିଯାଇ ଜଣେ ଶିଶୁ ସମେତ ୫ ପର୍ଯ୍ୟଟକ ପାଣିରେ ପଡ଼ିଛନ୍ତି। ସୂଚନାଯୋଗ୍ୟ, କୁମ୍ଭକ୍ଷେତ୍ରରେ ଇକୋ…

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ ଗ୍ରାମରେ। ମଙ୍ଗଳବାର ରାତିରେ ଗ୍ରାମର ରସିକ ମୁର୍ମୁଙ୍କ ଘରେ ସମସ୍ତେ ଶୋଇଥିବା ବେଳେ ୨…

୧୫୩୮ ଶିକ୍ଷାନୁଷ୍ଠାନ ପରିସରରୁ ହଟିଲା ଟ୍ରାନ୍ସଫର୍ମର

ବାଲେଶ୍ୱର,୬।୧୨(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନ୍‌ଓଡିଏଲ୍‌) ବିଦ୍ୟୁତ୍‌ ସେବା ବିତରଣରେ ସୁରକ୍ଷା ତଥା ନିରାପତ୍ତାକୁ ସର୍ବଦା ପ୍ରାଥମିକତା ଦେଉଛି। ବିଶେଷତଃ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଅଧିକ ଗୁରୁତ୍ୱ ଦେଉଛି। ଏହି…

ଇଚ୍ଛାଶକ୍ତି ବଢ଼ିବାକୁ ପ୍ରେରଣା ଦେଇଛି

ଖଇରା, ୩।୧୨(ଉତ୍କଳବନ୍ଧୁ ପଣ୍ଡା)ଜନ୍ମରୁ ସେ ଥିଲେ ଦିବ୍ୟାଙ୍ଗ। କେବଳ ବୌଦ୍ଧିକ ଅନଗ୍ରସର ନ ଥିଲେ, ଗୋଡ ୨ଟି ମଧ୍ୟ ଠିକ୍‌ ଭାବେ ପଡୁ ନ ଥିଲା କି ହାତ ଆଙ୍ଗୁଳି ଠିକ୍‌ ନ ଥିବାରୁ ଖଡି କି କଲମ ଧରିବା ତାଙ୍କ…

ଶୂନ୍ୟବ୍ରହ୍ମଙ୍କୁ ଆରାଧନା କଲେ ୫୦ ହଜାର ଶ୍ରଦ୍ଧାଳୁ

ଖଇରା,୨୮।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀସ୍ଥିତ ଐତିହାସିକ ଶୂନ୍ୟମଣ୍ଡପରେ ପଞ୍ଚୁକ ମେଳା ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର ସମେତ ଆଖପାଖ ଜିଲାରୁ ୫୦ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶୂନ୍ୟମଣ୍ଡପରେ ପଦାର୍ପଣ କରି ଶୂନ୍ୟମନ୍ଦିର ଦର୍ଶନ କରିବା ସହ ଶୂନ୍ୟବ୍ରହ୍ମଙ୍କୁ ଆରାଧନା…

ଏଟିଏମ୍‌ କାଟି ଅଖାରେ ପୂରାଇ ନେଇଗଲେ ୨୦ ଲକ୍ଷ

ବାହାନଗା, ୨୭ା୧୧(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବଜାର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବଡଧରଣର ଲୁଟ୍‌ ହୋଇଛି। ବଜାରଠାରୁ ଶହେ ମିଟର ଦୂର ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏସ୍‌ବିଆଇ ଏଟିଏମ୍‌କୁ କାଟି ଦୁର୍ବୃତ୍ତମାନେ…

ପୁରୀ ଯାଉଥିଲେ ରାସ୍ତାରେ ଜାଣିଲେ ନିଆଁ ଲାଗି ଜଳିଗଲା ଝିଅ ବାହାଘର ପାଇଁ ରଖିଥିବା ସୁନାଗହଣା, ନଗଦ ଟଙ୍କା

ଔପଦା, ୨୭।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଗରୁଡ଼ହତା ଗ୍ରାମର ବସନ୍ତ ରାଉତ ଓ ତାଙ୍କ ସାନ ଭାଇ ଶ୍ରୀକାନ୍ତଙ୍କ ଘରେ ନିଅଁା ଲାଗି ସୁନାଗହଣା, ନଗଦ ଟଙ୍କା ଓ ଜମି କାଗଜପତ୍ର ପୋଡି ନଷ୍ଟ ହୋଇଯାଇଛି।…

ଗୁଣାତ୍ମକ ଶିକ୍ଷା ପାଇଁ ମିଳିବ ନିର୍ଭରଯୋଗ୍ୟ ବିଜୁଳି

ବାଲେଶ୍ୱର,୨୨।୧୧ (ମାନସ ବିଶ୍ୱାଳ): ଟିପି ନର୍ଦ୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏନଓଡିଏଲ) କେନ୍ଦୁଝର ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରଙ୍କ ଦୀର୍ଘଦିନ ଧରି ବିଦ୍ୟୁତ୍‌ ସରବରାହ ସମସ୍ୟାର ସମାଧାନ ହୋଇଛି ବୋଲି ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପିଏନଓଡିଏଲ ସିଇଓ ଭାସ୍କର ସରକାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?