ବାଲେଶ୍ୱର

ଲିଜ୍‌ଧାରୀଙ୍କ ନାଁରେ ମାମଲା

ବାରିପଦା ଅଫିସ,୧୯ା୮: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ମହୁପୁରା ଘାଟରୁ ବେଆଇନ ବାଲି ଉତ୍ତୋଳନ ଘଟଣାକୁ ନେଇ ଲିଜଧାରୀଙ୍କ ନାଁରେ ବଡ଼ସାହି ଥାନାରେ ମାମଲା ରୁଜୁ ହୋଇଛି। ଏ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ମାମଲା ଚାଲିଥିବା ବେଳେ...

ଝିଅକୁ ସାଙ୍ଗରେ ଆଣିବାକୁ ଯାଇ ମା’ ହଟହଟା

ନୀଳଗିରି, ୧୯।୮(ସ୍ବ.ପ୍ର):ସ୍ବାମୀଙ୍କ ପାଖରେ ରହୁଥିବା ବଡ଼ଝିଅକୁ ସାଙ୍ଗରେ ଆଣିବାକୁ ଉଦ୍ୟମ କରି ଜଣେ ମହିଳା, ତାଙ୍କ ବାପା, ଭଉଣୀ ଓ ଭାଇଙ୍କୁ ହଟହଟା ହେବାକୁ ପଡ଼ିଛି। ଝିଅକୁ ସାଙ୍ଗରେ ନେଇ ଯାଉଥିବା ସମ୍ପର୍କରେ ପରିବାର ଏବଂ ସମ୍ପର୍କୀୟ ଲୋକେ ଜାଣିପାରି...

ପାଣିକୁଣ୍ଡରେ ପଡ଼ି ଶିଶୁର ଜୀବନଗଲା

ବାଲେଶ୍ୱର ଅଫିସ,୧୮ା୮: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧିନସ୍ଥ ବେଗୁନିଆ ଗ୍ରାମର ଗୋବିନ୍ଦ ସିଂଙ୍କ ୪ ବର୍ଷର ଶିଶୁପୁତ୍ର ଖେଳୁଥିବା ବେଳେ ଘର ଆଗରେ ଥିବା ପାଣି କୁଣ୍ଡରେ ପଡ଼ିଯାଇଥିଲେ। କିଛି ସମୟ ପରେ ପରିବାର ଲୋକେ ଦେଖି ଶିଶୁପୁତ୍ରଙ୍କୁ...

ବାହାର୍ଦ୍ଦାରେ ହେବ ସର୍ବବୃହତ୍‌ ମାଛ ମାର୍କେଟ୍‌

ବାଲେଶ୍ୱର ଅଫିସ/ବସ୍ତା, ୧୮।୮(ଡି.ଏନ.ଏ.): ବାଲେଶ୍ୱର ବାମପଦାସ୍ଥିତ ନୋସି ବିଜନେସ ପାର୍କ ସମ୍ମିଳନୀ କକ୍ଷରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ଆୟୋଜିତ ବୈଠକରେ ବିଭାଗୀୟ ଅଧିକାରୀ, ପ୍ରଶାସନିକ ଅଧିକାରୀ, ମତ୍ସ୍ୟ ବ୍ୟବସାୟୀଙ୍କ ଉପସ୍ଥିତିରେ ବସ୍ତା ବ୍ଲକ ବାହାର୍ଦ୍ଦାଠାରେ...

ଉଚ୍ଛେଦ ପ୍ରତିବାଦରେ ଉଠାଦୋକାନୀଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୧୭।୮: ବାଲେଶ୍ୱର ସହର ଓଟି ରୋଡ଼ ସମ୍ପ୍ରସାରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ଏହାକୁ ବିରୋଧ କରି ଉଠାଦୋକାନୀ ସଂଘ ବିିକ୍ଷୋଭ କରିଛନ୍ତି। ବାଲେଶ୍ୱର ସହରର ଓଡ଼ିିଶା ଟ୍ରଙ୍କ ରୋଡକୁ ୬ଟିକିଆ ରାସ୍ତା ନିର୍ମାଣର ଦ୍ୱାହିଦେଇ ବାଲେଶ୍ୱର...

୯ ବର୍ଷ ବିତିଲାଣି, ସରୁନି ସେତୁ ନିର୍ମାଣ

ନୀଳଗିରି, ୧୭।୮(ସ୍ବ.ପ୍ର.): ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାର ବିଜୁ ସେତୁ ଯୋଜନାରେ କୋଟି କୋଟି ଟଙ୍କା ମଞ୍ଜୁର କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ପ୍ରକଳ୍ପ...

ଭାରତ ସ୍ବାଧୀନତାରେ ବାଲେଶ୍ୱରର ଅବଦାନ ଅତୁଳନୀୟ କହିଲେ ମନ୍ତ୍ରୀ

ବାଲେଶ୍ୱର ଅଫିସ ୧୫।୮: ବାଲେଶ୍ୱର ଜିଲା ପୋଲିସ ରିଜର୍ଭ ପଡ଼ିଆରେ ସୋମବାର ଜିଲାସ୍ତରୀୟ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଯୋଗଦେଇ ଭାରତ...

ଚିନ୍ତା ବଢ଼ାଉଛି ଜଳକା ବନ୍ୟା

ରୂପସା,୧୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲାର ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ୩ଦିନ ଧରି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଫଳରେ ଏହି ନଦୀରେ ଆସିଥିବା ବନ୍ୟା ପାଇଁ ଜନସାଧାରଣଙ୍କ ଚିନ୍ତା ବଢ଼ି ଯାଇଛି। ରବିବାର ୭ଟି...

୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ

ବାଲେଶ୍ୱର ଅଫିସ,୧୫।୮: ବାଲେଶ୍ୱର ଜିଲାରେ ପାନୀୟ ଜଳ ଓ ଲୁଣା ବନ୍ଧ ପ୍ରକଳ୍ପ ପାଇଁ ଗତ ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ୍‌ ୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ହୋଇଥିବାରୁ ଜିଲା ବିଜେଡି ପକ୍ଷରୁ ଶନିବାର ସନ୍ଧ୍ୟାରେ...

ସୁବର୍ଣ୍ଣରେଖାରେ ପ୍ରଥମ ବନ୍ୟାଜଳ

ବାଲିଆପାଳ, ୧୪ ।୮(ସ୍ବ.ପ୍ର.): ଉପରମୁଣ୍ଡରେ ଲଘୁଚାପ ଜନିତ ଲଗାଣବର୍ଷା ଫଳରେ ଶନିବାର ଅପରାହ୍ନଠାରୁ ସୁବର୍ଣ୍ଣରେଖା ନଦୀରେ ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ଦିପଦସଂକେତ ଉପରେ ଜଳ ପ୍ରବାହିତ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ୫ଟି ପଞ୍ଚାୟତର ୨୦ରୁ ଅଧିକ...

ବୋଳଙ୍ଗ-ପାଉଁଶିଆ ରାସ୍ତା ବାହ୍ୟଜଗତରୁ ବିଚ୍ଛିନ୍ନ

ବାଲେଶ୍ୱର ଅଫିସ,୧୨ା୮: ଲଘୁଚାପ ଜନିତ ଲଗାଣ ବର୍ଷା ୭ ଦିନ ଧରି ହେବା ଫଳରେ ବାଲେଶ୍ୱର ଜିଲାର ବାଲିଆପାଳ ବ୍ଲକ ଅନ୍ତର୍ଗତ ବୋଳଙ୍ଗ ପଞ୍ଚାୟତରୁ ପାଉଁଶିଆ ରାସ୍ତାକୁ ସଂଯୋଗ କରୁଥିବା ଆର୍‌ଡି ରାସ୍ତା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ଫଳରେ ଏହି...

ଚାଷଜମିରେ ଢେଉ ମାରୁଛି ବନ୍ୟାଜଳ

ବାହାନଗା,୧୨ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ୬ଦିନ ଧରି ହେଉଥିବା ଲଘୁଚାପଜନିତ ଲଗାଣ ବର୍ଷା ଫଳରେ କେତେକ ପଞ୍ଚାୟତରେ ଥିବା ହଜାର ହଜାର ଚାଷ ଜମିରେ ବନ୍ୟାଜଳ ଢେଉ ମାରୁଛି। ଯେଉଁଥିପାଇଁ ସମ୍ପୃକ୍ତ ପଞ୍ଚାୟତରେ କ୍ଷତିଗ୍ରସ୍ତ ଜମିର ଚାଷୀମାନେ ମୁଣ୍ଡରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri