ବାଲେଶ୍ୱର

ସିଗ୍‌ନାଲ ଜେଇଙ୍କ ପତ୍ତା ମିଳୁନି

ବାହାନଗା/ସୋର, ୨୦ା୬:(ଅରୂପ ଦାସ/ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣାକୁ ୧୯ଦିନ ବିତିଗଲାଣି। ଦୁର୍ଘଟଣାରେ ୨୯୨ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ଏହାର ପ୍ରକୃତ କାରଣ ସମ୍ପର୍କରେ ଖୋଳତାଡ ଚଳାଇଛି ସିବିଆଇ। ରେଲଓ୍ବେ ସୋର ସେକ୍ସନର ସିଗ୍‌ନାଲ ଜେଇ (କନିଷ୍ଠ ଯନ୍ତ୍ରୀ) ଅମିର…

ଚଳଚଞ୍ଚଳ ଇମାମୀନଗର

ବାଲେଶ୍ୱର, ୧୯।୬(ମାନସ ବିଶ୍ୱାଳ): ବାଲେଶ୍ୱର ବାଲଗୋପାଳପୁରସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ନେତ୍ରଉତ୍ସବ, ନବଯୌବନ, ଉଭାଯାତ୍ରା ଓ ଘୋଷଯାତ୍ରା ନିମନ୍ତେ ପ୍ରସ୍ତୁତି ସାଙ୍ଗକୁ ଚଳଚଞ୍ଚଳ ହୋଇଉଠିଛି ଇମାମୀ ନଗର। ସୂଚନା ଅନୁଯାୟୀ, ରୀତିନୀତି ଅନୁଯାୟୀ, ୧୯ତାରିଖ  ଅପରାହ୍ନ ୪ଟା ୨୮ରୁ ଶ୍ରୀଜୀଉଙ୍କ…

ଭତ୍ତା ପାଇଁ ୨୦ କି.ମି. ଆସିଲେ ଦିବ୍ୟାଙ୍ଗ

ଉଦଳା, ୧୮ା୬(ସନ୍ତୋଷ କୁମାର ବାଚ୍ଛିନୀ) ଦିବ୍ୟାଙ୍ଗମାନଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦେବାକୁ ସରକାରଙ୍କ ପକ୍ଷରୁ ଅନେକ ଯୋଜନା କରାଯାଇଛି। ମୁଖ୍ୟତଃ ଦିବ୍ୟାଙ୍ଗମାନଙ୍କୁ ପଞ୍ଚାୟତରେ ଭତ୍ତା ପ୍ରଦାନ କରାଯିବାକୁ ବ୍ୟବସ୍ଥା ରହିଛି। ହେଲେ ଭତ୍ତା ପାଇଁ ଜଣେ ଦିବ୍ୟାଙ୍ଗଙ୍କୁ ୨୦…

ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

ରାଇବଣିଆ/ଜଳେଶ୍ୱର,୧୬।୬(ନବୀନ ସାହୁ/ରବି ନାରାୟଣ ପାତ୍ର):  ବାଲେଶ୍ୱର ଜିଲା ରାଇବଣିଆ ଥାନା ଭଦୁଆ ନିକଟରେ ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଚମାରଗାଁ ପଞ୍ଚାୟତ ପୁଡ଼ତା ଗ୍ରାମର ରଡ଼ିଆ ମୁର୍ମୁଙ୍କ ପୁଅ ବୁଦ୍ଧିଆ (୩୫)। ସୂଚନା ଅନୁଯାୟୀ, ହାତୀଗଡ଼ ପେଟ୍ରୋଲ…

ଅଘୋଷିତ ବିଦ୍ୟୁତ୍‌ କାଟ୍‌ ପ୍ରତିବାଦରେ ଭାଜପାର ଧାରଣା

ନୀଳଗିରି,୧୫ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ଅଘୋଷିତ ବିଦ୍ୟୁତ କାଟ୍‌ ପ୍ରତିବାଦରେ ଗୁରୁବାର ନୀଳଗିରି ଟି.ପି.ଏନ.ଓ.ଡି.ଏଲ୍‌ ନୀଳଗିରି ଷ୍ଟ୍ରକଚର ସମ୍ମୁଖରେ ଭାଜପା ପକ୍ଷରୁ ଧାରଣା ଦିଆଯାଇଛି। ଖରାଦିନରେ ବିଜୁଳି କାଟ୍‌ ଲୋକମାନଙ୍କୁ ବହୁ ବାଧୁଛି। ହେଲେ ଏହାର କିଛି ସମାଧାନ ନାହିଁ। ଯେତେ ଯାହା…

ହଟିଲା ନିଷେଧାଦେଶ, ଚାଲିଲା ଟ୍ରଲର

ଭୋଗରାଇ, ୧୪।୬(ପ୍ରଦୀପ ଦାସ): ମତ୍ସ୍ୟଜୀବୀଙ୍କ ଦୀର୍ଘ ଦୁଇ ମାସ ଅପେକ୍ଷାର ଅନ୍ତ ଘଟିଛି। ଏହି ଦୁଇ ମାସ ମଧ୍ୟରେ ମତ୍ସ୍ୟଜୀବୀଙ୍କ ପରିବାର ଜୀବନଜୀବିକା ଦୁର୍ବିଷହ ହୋଇପଡ଼ିଥିଲା ବେଳେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ସମୁଦ୍ର ନିଷେଧାଦେଶକୁ ବୁଧବାରଠାରୁ ହଟାଇ ନିଆଯାଇଛି। ଟ୍ରଲର…

ସର୍ବଧର୍ମ ପ୍ରାର୍ଥନା, ଶ୍ରଦ୍ଧାଞ୍ଜଳି ସଭା

ବାହାନଗା,୧୩ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଗତ ୨ ତାରିଖରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିମାନଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ ଓ ଏକାଦଶାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାହାନଗା, ସୋର ଓ ବାଲେଶ୍ୱର ଅଞ୍ଚଳର ବିଭିନ୍ନ ସାମାଜିକ ଅନୁଷ୍ଠାନ…

ହାତୀ ଉପଦ୍ରବ: ଘର ଭାଙ୍ଗିଲା, ଧାନ ଖାଇଲା

ରୂପ୍‌ସା,୧୨ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ଗ୍ରାମରେ ପୁଣି ଏକ ଦନ୍ତା ହାତୀର ଉପଦ୍ରବ ଦେଖିବାକୁ ମିଳିଛି। ମୟୂରଭଞ୍ଜ ପଟରୁ ରବିବାର ବିଳମ୍ବିତ ରାତିରେ ଏହି ହାତୀ ଆସି ଗାଁରେ ପଶି ହରେକୃଷ୍ଣ ଦାସଙ୍କ ଘର…

ଅଘୋଷିତ ବିଦ୍ୟୁତ୍‌ କାଟକୁ ବିରୋଧ

ଔପଦା,୧୨ା୬(ସ୍ବ.ପ୍ର.): ଔପଦା ତଥା ଆଖ ପାଖ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ନେଇ ଅସନ୍ତୋଷ ବୃଦ୍ଧି ପାଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳବାସୀ ବିଦ୍ୟୁତ୍‌ ଷ୍ଟ୍ରକଚର ଓ ଅଫିସକୁ ଘେରାଉ କରିଥିଲେ। ଗତ ୧୦ତାରିଖ ଅପରାହ୍ନ ୪ଟାରୁ ହଠାତ୍‌ ଲାଇନ ଚାଲିଯାଇଥିବା…

ବାଲି ବଦଳରେ ପାହାଡ଼ ମାଟିରେ ଚାଲିଛି କାମ

ଖଇରା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତାଳମହୁରୀଠାରେ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସକୁ ନେଇ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି ା ବୋରିଂ କାର୍ଯ୍ୟ ସରିବା ପରେ ଏବେ ଗାତ ଫିଲିଂ ପାଇଁ ବାଲି ବଦଳରେ ପାହାଡ ମାଟି ଫିଲିଂ…

ବାହାନଗା ଟ୍ରେନ ଦୁର୍ଘଟଣା: ଷ୍ଟେଶନମାଷ୍ଟରଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ସିବିଆଇ

ବାହାନଗା/ବାଲେଶ୍ୱର ଅଫିସ,(ଡି.ଏନ.ଏ.)/ଭୁବନେଶ୍ୱର, ୧୨ା୬ (ବ୍ୟୁରୋ): ଟ୍ରେନ ଦୁର୍ଘଟଣାର ୧୦ଦିନ ପରେ ରବିବାର ବାହାନଗା ଷ୍ଟେଶନମାଷ୍ଟରଙ୍କ ସମେତ ଆସିଷ୍ଟାଣ୍ଟ ଷ୍ଟେଶନମାଷ୍ଟର ଓ ଟେକ୍ନିସିଆନଙ୍କୁ ଉଠାଇ ନେଇଛି ସିବିଆଇ। ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରିବା ସହ ସେମାନଙ୍କ ସିଡିଆର୍‌ ଯାଞ୍ଚ କରୁଥିବା ସୂଚନା…

ଡିଜେ ବନ୍ଦ କରିବାକୁ ନିର୍ଦ୍ଦେଶ

ଜଳେଶ୍ୱର, ୧୧ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ସହରରେ ଡିଜେ ଶବ୍ଦରେ ସାଧାରଣ ଲୋକେ ଅତିଷ୍ଠ ହୋଇପଡୁଥିଲେ। ଏନେଇ ସ୍ଥାନୀୟ ଓ ଜିଲାସ୍ତରୀୟ କର୍ତ୍ତୃପକ୍ଷଙ୍କଠାରେ ବାରମ୍ବାର ଅଭିଯୋଗ ହୋଇଥିଲା। ବିଶେଷ କରି ରାତି ୧୦ଟା ପରେ ବାହାଘର ଶୋଭାଯାତ୍ରାରେ ଡିଜେ ଶବ୍ଦ ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri