ବାଲେଶ୍ୱର

ଅଟୋରେ ଗୋଚାଲାଣ, ୧୬ ଗୋରୁ ଜବତ: ଡ୍ରାଇଭରଙ୍କ ସମେତ ୬ ଗିରଫ

ବାଲିଆପାଳ, ୨।୧୦(ଅମୂଲ୍ୟ କୁମାର ଦାସ): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଜାମଶୁଳୀ ଛକରେ ଚଢାଉ କରି ୩ ମାଲବାହୀ ଅଟୋରେ ଗୋଚାଲାଣ ବେଳେ ୧୬ଟି ଗୋରୁ ଉଦ୍ଧାର କରାଯାଇଛି। ପୋଲିସ ୩ଟି ମାଲବାହୀ ଅଟୋ ଜବତ କରିଛି। ଗତ ବିଳମ୍ବିତ…

ଭୋଗରାଇରେ ବଢୁଛି ଚୋରି, ଗୋ ଚାଲାଣ

ଭୋଗରାଇ,୨ା୧୦(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ଏବେ ଚୋରି, ରାହାଜାନି, ଛିନ୍‌ତାଇ ଓ ଗୋଚାଲାଣ ବୃଦ୍ଧି ପାଉଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଆନ୍ତଃରାଜ୍ୟ ଚୋର ଦଳ ଗଁା ଗଣ୍ଡା ଓ ମନ୍ଦିରରେ ପଶି ସୁନାଗହଣା, ଟଙ୍କା ଲୁଟ୍‌ କରି ଚମ୍ପଟ…

ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌

ବାଲେଶ୍ୱର,୧।୧୦(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ରେମୁଣା ଅଞ୍ଚଳରେ କ୍ଷୀରଚୋରା ଗୋପୀନାଥ ମନ୍ଦିର ନିକଟରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ଏଟିଏମକୁ ସମ୍ପୂର୍ଣ କାଟିଦେଇଛନ୍ତି । ଅନ୍ୟପକ୍ଷେ ଏହି ଏଟିଏମ୍‌ଟି ଫାଣ୍ଡିରୁ ୩୦ ମିଟର…

ଯୌତୁକ ପାଇଁ ନାରକୀୟ କାଣ୍ଡ

ରୂପସା, ୨୯ା୯(ବାଞ୍ଛାନିଧି ଦେ): ବୋହୂଙ୍କୁ ନିସ୍ତୁକ ମାଡ଼ ମାରିବା ସହିତ ପୋଖରୀରେ ବୁଡାଇ ହତ୍ୟା ଉଦ୍ୟମ କରିଛନ୍ତି ଶାଶୁ, ଶ୍ୱଶୁର। ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି ଗ୍ରାମବାସୀ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା…

ଗାଧୋଇବାକୁ ଯାଇ ଆଉ ଫେରିଲେନି ୨ ନାବାଳିକା

ବାଲେଶ୍ୱର,୨୯।୯(ମାନସବିଶ୍ୱାଳ): ବାଲେଶ୍ୱର ଜିଲା ସଦର ଥାନା ଅନ୍ତର୍ଗତ ଓଡଙ୍ଗିଗାଁରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଓଡ଼ଙ୍ଗି ଗାଁ ପୋଖରୀକୁ ୨ ନାବାଳିକା ସାଙ୍ଗ ହୋଇ ଗାଧୋଇବା ପାଇଁ ଯାଇଥିଲେ। ହେଲେ ଅସାବଧାନତାବଶତଃ ଦୁହେଁ ପୋଖରୀରେ ବୁଡ଼ିଯାଇଥିଲେ। ପରେ…

ସମସ୍ୟାରେ ଛନ୍ଦିହୋଇ ରହିଛି ରକ୍ତତୀର୍ଥ ମାଟି

ଖଇରା, ୨୮।୯(ଉତ୍କଳବନ୍ଧୁ ପଣ୍ଡା)ରାତି ପାହିଲେ ବାଲେଶ୍ୱର ଜିଲା ଖଇରା ବ୍ଲକର ରକ୍ତତୀର୍ଥ ଭାବେ ପରିଚିତ ତୁଡିଗଡିଆ ମାଟିରେ ୧୯୪୨ ମସିହା ସେପ୍ଟେମ୍ବର ୨୮ତାରିଖରେ ଶହୀଦ ହୋଇଥିବା ୩ ଶହୀଦ ରଘୁ ବେହେରା, କେଳୁ ସାହୁ ଓ ମକର ଲେଙ୍କାଙ୍କୁ ତୋପ ସଲାମୀ…

୬୦କି.ମି. ଚିଠି ଆସିବାକୁ ଲାଗିଲା ୨ମାସ ୫ ଦିନ

ଖଇରା,୨୬।୯(ଉତ୍କଳବନ୍ଧୁ ପଣ୍ଡା): ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକ ମାମଲାର ଫଇସଲା ପାଇଁ ଜିଲା ଅତିରିକ୍ତ ଜିଲାପାଳଙ୍କ ତରଫରୁ ଅଭିଯୋଗକାରୀଙ୍କୁ ମିଳିଥିବା ଚିଠିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଚିଠିରେ ଅଭିଯୋଗକାରିଣୀ ଭାବେ ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକୋଣା ପଞ୍ଚାୟତ ଅଧୀନ ଝିଙ୍କିରିଆ…

୨୦୦ ବର୍ଷର ମନ୍ଦିରରେ ତାଲା

ବାହାନଗା,୨୫ା୯(ଅରୂପ୍‌ କୁମାର ଦାସ):ବାଲେଶ୍ୱର ଜିଲା ବାହାନଗା ବ୍ଲକ କଲ୍ୟାଣି ଗ୍ରାମରେ ଥିବା ୨ଶହ ବର୍ଷର ମା’ ଦୁର୍ଗା ମନ୍ଦିରରେ ବର୍ଷେ ହେଲା ବିବାଦ ଲାଗିରହି ତାଲା ପଡ଼ିଛି। ଦେବୋତ୍ତର କମିଶନରଙ୍କ ନିର୍ଦ୍ଦେଶ ପରେ ମଧ୍ୟ ମନ୍ଦିରରେ ତାଲା ଖୋଲୁନାହିଁ। ମନ୍ଦିର ମାର୍ଫତଦାର…

ବାଲେଶ୍ୱରରେ ‘ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଏକ୍ସପ୍ରେସ୍‌’

ବାଲେଶ୍ୱର, ୨୪।୯(ମାନସ ବିଶ୍ୱାଳ): ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଷ୍ଟାର୍ଟଅପ୍‌ ଏକ୍ସପ୍ରେସ୍‌ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବ ସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା। ଏହି ଉଦ୍ଦେଶ୍ୟରେ ରାଜ୍ୟ ପରିଭ୍ରମଣ କରୁଥିବା…

ଜିଲା ଦାବିରେ ଅକ୍ଟୋବର ୩ ନୀଳଗିରି ବନ୍ଦ

ନୀଳଗିରି, ୨୪।୯(ପ୍ରଶାନ୍ତ ବିଶ୍ୱାଳ): ନୀଳଗିରିକୁ ସ୍ବତନ୍ତ୍ର ଜିଲା ଘୋଷଣା ଦାବିରେ ବିଭିନ୍ନ ସମୟରେ ସରକାରଙ୍କଠାରେ ଦାବି ହୋଇଆସୁଛି। ସେପ୍ଟେମ୍ବର ୧୬ତାରିଖରେ ଏନେଇ ଏକ ବିଶାଳ ଜନସମାବେଶରେ ନୀଳଗିରିକୁ ତୁରନ୍ତ ସରକାର ଜିଲା ଘୋଷଣା କରନ୍ତୁ ବୋଲି ଦୃଢ଼ ଦାବି ହୋଇଥିଲା। ସରକାରଙ୍କ…

ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ନାକ୍‌ ‘ଏ’ ଗ୍ରେଡ ମାନ୍ୟତା

ବାଲେଶ୍ୱର,୨୩|୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ଜାତୀୟ ମୂଲ୍ୟାୟନ ଓ ଅଧିସ୍ୱୀକୃତି ପରିଷଦ (ନାକ୍‌) ‘ଏ’ ଗ୍ରେଡ ମାନ୍ୟତା ମିଳିଛି। ସିଜିପିଏରେ ଫକୀରମୋହନ ଓଡ଼ିଶାର ଅନ୍ୟ ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟକୁ ପଛରେ ପକାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟକୁ ୩.୧୮ ସିଜିପିଏ ମିଳିଥିବା ବେଳେ…

ବିର୍ଲା ଟାୟାର୍ସ ଖୋଲିବା ନେଇ ଆଶା ସଞ୍ଚାର

ବାଲେଶ୍ୱର,୨୩।୯(ମାନସ ବିଶ୍ୱାଳ): ଦୀର୍ଘ ଦିନ ହେବ ବନ୍ଦ ପଡ଼ିଥିବା ବାଲେଶ୍ୱର ଜିଲାର ବୃହତ୍‌ ଶିଳ୍ପ ବିର୍ଲା ଟାୟାର୍ସ ଚାଲୁହେବା ନେଇ ଆଶା ସଞ୍ଚାର ହୋଇଛି। ଆସନ୍ତା ଅକ୍ଟୋବର ୪ ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ (ଏନ୍‌ସିଏଲ୍‌ଟି) କୋଲକାତା ଶାଖାରେ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?