ବାଲେଶ୍ୱର

୨ବର୍ଷରେ ସରିପାରିଲାନି ଖଇରା ମିଶନଶକ୍ତି ଭବନ

ଖଇରା,୧୩।୭(ଉତ୍କଳବନ୍ଧୁ ପଣ୍ଡା)ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା, ସେମାନଙ୍କୁ ରୋଜଗାର ପନ୍ଥା ଯୋଗାଇଦେବା ସହ ସେମାନଙ୍କୁ ରାଜ୍ୟ ପ୍ରଗତିରେ ଅଂଶୀଦାର ଭାବେ ବିବେଚିତ କରାଯାଇ ସେମାନଙ୍କ ପାଇଁ ସରକାର ବଜେଟରେ ମୋଟା ଅଙ୍କର ଅର୍ଥ ବ୍ୟୟବରାଦ କରୁଛନ୍ତି। ମହିଳା ଗୋଷ୍ଠୀର ବୈଠକ, ଆଗାମୀ କାର୍ଯ୍ୟକ୍ରମ…

ଭୟରେ ଛାତ୍ରୀଛାତ୍ର, ମୁହଁ ଫେରାଉଛନ୍ତିି ଅଭିଭାବକ

ବାଲେଶ୍ୱର,୧୩।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ପ୍ରଥମ ବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ୩ଦିନ ପୂରିଛି। ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରି ପୋଲିସ ତଦନ୍ତକୁ ଆଗକୁ ବଢ଼ାଉ ନ…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୭ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର,୧୨ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ବାଲେଶ୍ୱର ଗସ୍ତରେ ଆସିଥିବା ଦକ୍ଷିଣ ପୂର୍ବ ରେଳବାଇର ମହାପ୍ରବନ୍ଧକ (ଜିଏମ୍‌) ଅନୀଲ କୁମାର ମିଶ୍ରା ବୁଧବାର ରେଳଷ୍ଟେଶନ ପରିସରରେ ସୂଚନା ଦେଇଛନ୍ତି।…

ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ବାଲେଶ୍ୱର, ୧୨।୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ସୂତେଇବଡ଼ଗଁାସ୍ଥିତ ଝାଡ଼େଶ୍ୱର ଯୁକ୍ତ ୨ ବିଜ୍ଞାନ କଲେଜରେ ଯୁକ୍ତ ୨ ପ୍ରଥମବର୍ଷର ଛାତ୍ରୀ ସମୀକ୍ଷା ମହାନ୍ତିଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ କଲେଜ କର୍ତ୍ତୃପକ୍ଷ ଅଡ଼ୁଆରେ ପଡ଼ିଛନ୍ତି। ଛାତ୍ରୀଜଣକ…

ଶ୍ରାବଣ ମାସ ପ୍ରଥମ ସୋମବାର: ପଞ୍ଚଲିଙ୍ଗେଶ୍ୱର ପୀଠ ଚଳଚଞ୍ଚଳ

ନୀଳଗିରି, ୧୦।୭(ପ୍ରଶାନ୍ତ ବିଶ୍ୱାଳ): ଶ୍ରାବଣ ମାସର ପ୍ରଥମ ସୋମବାରରେ ବାବା ପଞ୍ଚଲିଙ୍ଗେଶ୍ୱ ଶୈବପୀଠ ଚଳଚଞ୍ଚଳ ହୋଇଉଠିଛି । ହର ହର ମହାଦେବ, ଓଁ ନମଃ ଶିବାୟ ଧ୍ୱନିରେ ଶୈବପୀଠ କମ୍ପିଉଠିଥିଲା । ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ।…

ଜିଲାରେ ଡେଙ୍ଗୁ ବ୍ୟାପିବା ଆଶଙ୍କା

ବାଲେଶ୍ୱର,୧୦।୭ (ମାନସ ବିଶ୍ୱାଳ) : ବାଲେଶ୍ୱର ଜିଲାରେ ଡେଙ୍ଗୁ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ନିୟନ୍ତ୍ରଣ ଲାଗି ତପତ୍ରତା ଦେଖାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା ସହ ଘର ଘର ବୁଲି ସଚେତନ…

ଅସୁରକ୍ଷିତ ଗୃହରେ ଖଇରା ସଂସ୍କୃତ ବିଦ୍ୟାଳୟ

ଖଇରା, ୧୦।୭(ଉତ୍କଳବନ୍ଧୁ ପଣ୍ଡା) : ବାଲେଶ୍ୱର ଜିଲାର ଖଇରା ବଜାରଠାରୁ ପଳସା-ଡୁଙ୍ଗୁରା ରାସ୍ତାର ମାତ୍ର ୫ଶହ ମିଟର ଆଗକୁ ଗଲେ ପଡେ ଖଇରା ସଂସ୍କୃତ ବିଦ୍ୟାଳୟ। ଖଇରା ବଜାର ପଛ ପାର୍ଶ୍ୱରେ ଥିବା ଏହି ବିଦ୍ୟାଳୟ ଦୀପତଳ ଅନ୍ଧାର ଭଳି ପ୍ରଶାସନ…

କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା

ବାଲେଶ୍ୱର,୧୦ା୭(ମାନସ ବିଶ୍ୱାଳ): ବାଲେଶ୍ୱରରେ ଥିବା ଝାଡ଼େଶ୍ୱର  କଲେଜରେ ଛାତ୍ରୀଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ବାରମ୍ବାର ମାନସିକ ନିର୍ଯାତନା ଯୋଗୁ ଶେଷରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଝାଡ଼େଶ୍ୱର ଯୁକ୍ତଦୁଇ ବିଜ୍ଞାନ…

ବାହାନଗା ରେଳ ଦୁର୍ଘଟଣ: ୨ ରେଳ କର୍ମଚାରୀଙ୍କୁ ନୋଟିସ 

ବାଲେଶ୍ୱର,୯।୭: ବାହାନଗା ରେଳ ଦୁର୍ଘଟଣା  ଘଟଣାରେ ରବିବାର ସିବିଆଇରେ ହାଜର ପାଇଁ ଦୁଇ ରେଳ କର୍ମଚାରୀଙ୍କୁ ନୋଟିସ ଦିଆଯାଇଛି । ଷ୍ଟେସନ ମାଷ୍ଟରଙ୍କ ସହ ଅନ୍ୟ ଜଣେ ରେଳ କର୍ମଚାରୀଙ୍କୁ  ମଧ୍ୟ ନୋଟିସ କରାଯାିଛି। ଅନ୍ୟପକ୍ଷେ ଏହି ମାମଲାରେ ଗିରଫ ୩…

ମତଦାନ କଲେ ଓଡ଼ିଶାର ଶଙ୍ଖାମେଦୀ ଭୋଟର

ଭୋଗରାଇ,୯।୭:(ପ୍ରଦୀପ ଦାସ)ସୀମା ବିବାଦକୁ ନେଇ ଆନ୍ଧ୍ର, ଛତିଶଗଡ଼, ଝାଡଖଣ୍ଡ ଓ ପଶ୍ଚିମବଙ୍ଗ ସହିତ ସ୍ଥିତି ଜଟିଳ ହେଉଥିବା ବେଳେ ଶନିବାର ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନଳିଆ ପଞ୍ଚାୟତ ଅଧୀନ ଶଙ୍ଖାମେଦୀ ଗାଁର ୩ଶହର ଊର୍ଦ୍ଧ୍ୱ ଭୋଟର…

ବସ୍ତା-ବାଲିଆପାଳ ରାସ୍ତାରେ ସିରିଜ ଦୁର୍ଘଟଣା

ବସ୍ତା,୮।୭(ହରିଶଙ୍କର ପାଢୀ) ବସ୍ତା ଥାନା ଅନ୍ତର୍ଗତ ଗାନ୍ଧିଛକ-ବାଲିଆପାଳ ମୁଖ୍ୟ ରାସ୍ତା୍‌ର ପେଜଗଳା ବ୍ରିଜ ନିକଟରେ ସିରିଜ ଦୁର୍ଘଟଣା ହୋଇଛି। ଦୁର୍ଘଟଣାରେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ବାଲିଆପାଳ ଅଞ୍ଚଳର ୨ଜଣ ଲୋକ ରୋଗୀ ନେଇ କଟକରୁ କାର୍‌ରେ…

ଥାଲାସେମିଆ ରୋଗୀ ଏଚ୍‌ଆଇଭିରେ ଆକ୍ରାନ୍ତ

ବାଲେଶ୍ୱର, ୮।୭ (ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତଭଣ୍ଡାରରୁ ରକ୍ତ ନେଉଥିବା ଥାଲାସେମିଆରେ ପୀଡ଼ିତ ଜଣେ ୧୩ ବର୍ଷର ବାଳକ ଏବେ ଏଚ୍‌ସିଭି ପଜିଟିଭ ଏବଂ ଏଚ୍‌ଆଇଭି ପଜିଟିଭରେ ଆକ୍ରାନ୍ତ। ପିଲାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri