ବାଲେଶ୍ୱର

ଚଳନ୍ତା ଟ୍ରେନରୁ ଯାତ୍ରୀଙ୍କୁ ଠେଲିଦେଲେ କିନ୍ନର

ବାଲେଶ୍ୱର, ୧୦ା୯(ମାନସ ବିଶ୍ୱାଳ)ଟ୍ରେନରେ ଯାତ୍ରୀଙ୍କୁ ଦୁର୍ବ୍ୟବହାର ସହ ଟଙ୍କା ନ ଦେବାରୁ ଚଳନ୍ତା ଟ୍ରେନରୁ ଠେଲି ଦେବା ଅଭିଯୋଗରେ ଜଣେ କିନ୍ନରଙ୍କୁ ବାଲେଶ୍ୱର ଜିଆରପି ଗିରଫ କରିଛି। ସେ ହେଲେ ଜଳେଶ୍ୱରର ସଲମା ବେଗମ(୨୦)। ଶନିବାର ସକାଳେ ସାନ୍ତାରାଗାଛିରୁ ହାଇଦ୍ରାବାଦ ଯାଉଥିବା…

୬ ଶିକାରୀ ଗିରଫ, ୫୦ ପକ୍ଷୀ ଉଦ୍ଧାର

ଭୋଗରାଇ , ୧୦ା୯( ପ୍ରଦୀପ ଦାସ)ବାଲେଶ୍ୱର ଜିଲା ଜଳେଶ୍ବର ରେଞ୍ଜ ଅନ୍ତର୍ଗତ ଭୋଗରାଇ ଉଦୟପୁର ବନପାଳ କାର୍ଯ୍ୟାଳୟ ଅଧୀନ ଏନଏମ ପଡ଼ିଆ ପକ୍ଷୀ ସୁରକ୍ଷା କ୍ୟାମ୍ପ ନିକଟରୁ ୬ ପକ୍ଷୀ ଶିକାରୀଙ୍କୁ ବନବିଭାଗ ଗିରଫ କରିଛି। ସେମାନଙ୍କ ନିକଟରୁ ଜାଲ, ଫାଶ…

ନବଜାତ ଶିଶୁକନ୍ୟାକୁ ଶୌଚାଳୟରେ ଛାଡ଼ି ଚାଲିଗଲେ ମା’

ବଲାଙ୍ଗୀର,୯।୯: ମେଡିକାଲ ଶୌଚାଳୟ ଜଣେ ମହିଳା ପ୍ରସବ କରି ଶିଶୁକନ୍ୟାଟିକୁ ଛାଡ଼ି ପଳାଇଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ। ସୂଚନାଯୋଗ୍ୟ, ଶନିବାର ସକାଳେ ଫିମେଲ ମେଡ଼ିସିନ ୱାର୍ଡର ଶୌଚାଳୟରେ ଏକ ନବଜନ୍ମିତ ଶିଶୁକନ୍ୟା ପଡ଼ିଥିବା…

ଅଙ୍ଗନୱାଡି କେନ୍ଦ୍ରରୁ କର୍ମୀଙ୍କ ମୃତଦେହ ଜବତ

ବାହାନଗା, ୯ା୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ମହାରାଜପୁର ଗ୍ରାମର ଅଙ୍ଗନଓ୍ବାଡି କେନ୍ଦ୍ର ଭିତରୁ ଶୁକ୍ରବାର କର୍ମୀଙ୍କ ମୃତଦେହ ଜବତ କରାଯାଇଛି। ସ୍ବାମୀଙ୍କ ପରକୀୟା ପ୍ରୀତିକୁ ବିରୋଧ କରିବାରୁ ତାଙ୍କୁ ହତ୍ୟା କରି ଟଙ୍ଗାଇ ଦିଆଯାଇଥିବା ତାଙ୍କ ବାପଘର…

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା

ବାଲେଶ୍ୱର,୮।୯: ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା ଲାଗିରହିଛି। ଲଗାଣ ବର୍ଷା ଯୋଗୁ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ବାଲେଶ୍ୱର ଜିଲା ବସ୍ତା ମଥାନୀ ଠାରେ ବିପଦ ସଙ୍କେତ୫.୫୦ ମିଟର ଥିଲା ବେଳେ ବିପଦ ସଙ୍କେତ…

ବାତ୍ୟା, ବଜ୍ରପାତର ହେବ ଠିକ୍‌ ନିରୂପଣ

ବାଲେଶ୍ୱର ଜିଲା ଚାନ୍ଦିପୁର ନିକଟସ୍ଥ ହିଡ଼ିଗାଁ ଅଞ୍ଚଳରେ ନିର୍ମାଣ ଚାଲିଛି ‘ଡପ୍‌ଲର ରାଡାର ଷ୍ଟେଶନ’। ଏହା ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହେଲେ ବଜ୍ରପାତ ପୂର୍ବରୁ ଠିକ୍‌ ଭାବେ ସ୍ଥାନ ନିରୂପଣ ସହିତ ବାତ୍ୟାକୁ ଟ୍ରାକ୍‌ କରିବାରେ ସହାୟକ ହେବ। ଫଳରେ ଓଡ଼ିଶା…

ଏଠି ଲିମ୍ବପତ୍ର ଲାଗେ ମିଠା

ଖଇରା,(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତର ପ୍ରସିଦ୍ଧ ଜଳଙ୍ଗ ଚଣ୍ଡୀଙ୍କ ମହିମା କିଏ ନ ଜାଣେ। କେହି ବିପଦରେ ପଡି ଡାକିବା ମାତ୍ରେ ମା’ ଛାତ ଭଳି ସନ୍ତାନକୁ ପଣତକାନିରେ ଘୋଡେଇ ରଖନ୍ତି। ମନ୍ଦିର ସ୍ଥାପନା ଓ…

ଭୁଶୁଡିଲା ପୋଲ ୪୦ ବର୍ଷର ପୋଲ: ବାହ୍ୟଜଗତରୁ ବିଛିନ୍ନ ୨୫ ଗାଁ

ବାଲେଶ୍ୱର ଅଫିସ, ୬।୮: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ବେଗୁନିଆ ଅଞ୍ଚଳରେ ଲଗାଣ ବର୍ଷାରେ ପୋଲ ଭୁଶୁଡ଼ି ପଡ଼ିଛି । ୪୦ ବର୍ଷର ପୁରୁଣା ପୋଲ ଭୁଶୁଡି ପଡିଥିବାବେଳେ ୨୫ ଖଣ୍ଡ ଗାଁର ଯାତାୟତ ବାଧାପ୍ରାପ୍ତ ହୋଇଛି । ସୋନ ନଦୀର…

ପରିବା ବିକ୍ରି ଆଢୁଆଳରେ ଜୁଆଖେଳ

ଖଇରା,୪।୯(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ବିଭିନ୍ନ ଗ୍ରାମାଞ୍ଚଳର ବିଭିନ୍ନ ସାପ୍ତାହିକ ହାଟର ଦୃଶ୍ୟ ଏବେ ନ କହିବା ଭଲ। ଅଧିକାଂଶ ଗାଁ ହାଟରେ ପରିବା ବିକ୍ରି ଆଢୁଆଳରେ ଜୁଆ ଖେଳ ସାଙ୍ଗକୁ ନିଶାକାରବାର ଚାଲୁଛି। ଏଭଳି ବେଆଇନ…

ମୃତ ନାବାଳକଙ୍କୁ ବଞ୍ଚାଇବା ଲାଗି ପୂଜାର୍ଚ୍ଚନା

ଜଳେଶ୍ୱର, ୩ା୯(ରବିନାରାୟଣ ପାତ୍ର)ବିଜ୍ଞାନ ଯେତେ ଅଗ୍ରଗତି କଲେ ମଧ୍ୟ ଏବେ ବି ଲୋକଙ୍କ ମନରେ ବସାବାନ୍ଧି ରହିଛି ଅନ୍ଧବିଶ୍ୱାସ। ଜଣେ ନାବାଳକଙ୍କୁ ଡାକ୍ତର ମୃତ ଘୋଷଣା କରିବା ସତ୍ତ୍ୱେ ପରିବାର ଲୋକେ ସତ୍କାର ନ କରି ବଞ୍ଚାଇବା ପାଇଁ ଠାକୁରାଣୀଙ୍କଠାରେ ପୂଜାର୍ଚ୍ଚନ…

ପିକ୍‌ଅପ୍‌ ପଛରୁ ପିଟିଲା ଆମ୍ବୁଲାନ୍ସ: ୩ ଗୁରୁତର

ରୂପସା ,୨।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସର ଫାର୍ମାସିଷ୍ଟଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି।…

ସୁନା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚାନ୍ଦବାଲି,୩୧ା୮(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରସ୍ଥିତ ସୁବୋଧ ସାହୁ ଆଣ୍ଡ୍‌ ସନ୍ସ ଜୁଏଲାରୀ ଦୋକାନ ଉପରେ ଗୁରୁବାର ଜିଏସ୍‌ଟି(ଏନ୍‌ଫୋର୍ସମେଣ୍ଟ) ପକ୍ଷରୁ ଚଢ଼ାଉ କରାଯାଇଛି। ଯାଜପୁର ଡିଭିଜନ ପକ୍ଷରୁ ୨ଟି ଗାଡ଼ିରେ ପ୍ରାୟ ୧୦ଜଣ କର୍ମଚାରୀ ଆସି ସୁନାଗହଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?