ଉପରମୁଣ୍ଡରେ ଅପବ୍ୟବହାର, ତଳମୁଣ୍ଡରେ ହାହାକାର
ଖଇରା,୨୭ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରେ ଥିବା ପାନୀୟଜଳ ପ୍ରକଳ୍ପ ସମସ୍ତ ଗ୍ରାମବାସୀଙ୍କ ଶୋଷ ମେଣ୍ଟାଇପାରୁନାହିଁ। ପାହାଡ଼ ପାଦଦେଶରେ ଥିବା ଏହି ଅଞ୍ଚଳରେ ଜଳସ୍ତର ବହୁ ତଳେ ଥିବାରୁ ଠିକ୍ ଭାବେ ପମ୍ପିଂ ହୋଇପାରୁନି। ଉପରମୁଣ୍ଡର ଲୋକେ…
ହତ୍ୟା ମାମଲାରେ ଦୋଷୀଙ୍କୁ ଅଜୀବନ ଜେଲ
ବାଲେଶ୍ୱର ଅଫିସ,୨୬।୫: ବାଲେଶ୍ୱର ଏସ୍ସି ଆଣ୍ଡ ଏସ୍ଟି କୋର୍ଟର ସ୍ବତନ୍ତ୍ର ଜଜ୍ ଲିଲିପ୍ତା ପଶାୟତ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ…
ଡହ ଡହ ଖରାରେ କାମ କରୁଛନ୍ତି ଶ୍ରମିକ
ବାଲେଶ୍ୱର ଅଫିସ,୨୬।୫: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ ମାନୁନାହାନ୍ତି କିମ୍ବା ଠିକାଦାରମାନେ ନିୟମ…
ବଜ୍ରପାତରେ ଜଳିଗଲା ଘର, ଜଣଙ୍କର ମୃତ୍ୟୁ
ଚାନ୍ଦବାଲି,୨୪ା୫(ଡି.ଏନ୍.ଏ.): ବୁଧବାର ଅପରାହ୍ନରେ ହୋଇଥିବା ଅଦିନିଆ କାଳବୈଶାଖୀରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଜଳେଶ୍ବରପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଇଛାପୁର ଗ୍ରାମର କାଳନ୍ଦୀ ମହାନ୍ତିଙ୍କ ପୁଅ ଅଜୟ(୩୯) ପାଖ ବିଲରୁ ଚାଷକାର୍ଯ୍ୟ ସାରି ଫେରୁଥିବା ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର…
ଜଳେଶ୍ୱର ଝିଅ ରଶ୍ମିଙ୍କ କମାଲ
ଜଳେଶ୍ୱର, ୨୪।୫(ଡି.ଏନ୍.ଏ): ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡପିମ୍ପଳ ଗାଁର ଝିଅ ରଶ୍ମି ପ୍ରଧାନ ସର୍ବଭାରତୀୟ ସ୍ତରରେ ୪୦୫ ର଼୍ୟାଙ୍କ ରଖି ସଫଳତା ହାସଲ କରିଛନ୍ତି। ରଶ୍ମିଙ୍କ ବାପା ରାଧାଶ୍ୟାମ ଭୁବନେଶ୍ୱରର ଭୂତଳଜଳ ଉନ୍ନୟନ ବିଭାଗର…
କୋର୍ଟ କାର୍ଯ୍ୟକ୍ଷମରେ ବିଳମ୍ବ, ବଢୁଛି ଅସନ୍ତୋଷ
ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମ୍ଏଫସି କୋର୍ଟ ପାଇଁ ସମସ୍ତ କାର୍ଯ୍ୟ ଶେଷ ପରେ ଏହା ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ କୋର୍ଟ…
ଦୁଇ ରାଜ୍ୟ ମଧ୍ୟରେ ବାନ୍ଧିଛି ସମ୍ପର୍କର ସେତୁ
ଭୋଗରାଇ, ୨୩l ୫ (ଡି. ଏନ. ଏ. ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ମାନକୁଣ୍ଡା ହାଟ ଖେଳପଡିଆରେ ଓଡିଶା ଓ ପଶ୍ଚିମବଙ୍ଗ ମୈତ୍ରୀ ଉତ୍ସବ କମିଟି ପକ୍ଷରୁ ମୈତ୍ରୀ ଉତ୍ସବ ଉଦ୍ଘାଟିତ ହୋଇଛି। ଏହି ଉତ୍ସବକୁ ରାଜସ୍ବ ବିଭାଗର…
ପ୍ରଶାସନ ଶୁଣିଲାନି, ରାସ୍ତା ତିଆରି କଲେ ଗ୍ରାମବାସୀ
ଲଙ୍ଗଳେଶ୍ୱର,୨୨।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ସାଉଡ଼ି ପଞ୍ଚାୟତର ମନସା ଛକ ରାସ୍ତାକୁ ଗ୍ରାମବାସୀ ନିଜ ଉଦ୍ୟମରେ ତିଆରି କରିଛନ୍ତି। ଜଣେ ପୂର୍ବତନ ସରପଞ୍ଚ କଂକ୍ରିଟ୍ ରାସ୍ତାକୁ ବିଳମ୍ବିତ ରାତିରେ ଜେସିବି ଲଗାଇ ଉଚ୍ଛେଦ କରିଦେବା ପରେ ଦୀର୍ଘ ମାସ…
ଅସାବଧାନତାରୁ ଯାଉଛି ଜୀବନ
ବାଲେଶ୍ୱର ଅଫିସ,୨୨ା୫: ଦିନକୁ ଦିନ ବଢୁଛି ରେଳ ଲାଇନ୍ ଉପରେ ଦୁର୍ଘଟଣା। ରେଳ ବିଭାଗ ତରଫରୁ ନିଆଯାଇଥିବା ନିୟମ କାନୁନ୍କୁ ମାନୁନାହାନ୍ତି ଲୋକମାନେ। ରେଳ ଫାଟକ ପଡ଼ିଥିବାବେଳେ କାନରେ ମୋବାଇଲ୍ ଲଗାଇ ପାର୍ ହେବା ଏବଂ ରେଳ ଲାଇନ ଡେଇଁ ପ୍ଲାଟଫର୍ମ…
ଶ୍ୱଶୁର ଘର ପୋଖରୀରେ ବୁଡ଼ିଗଲେ ଜ୍ୱାଇଁ
ବାହାନଗା,୨୦ା୫(ଡି.ଏନ୍.ଏ.): ଶ୍ୱଶୁର ଘର ପୋଖରୀରେ ଗାଧୋଇବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି ଜ୍ୱାଇଁ। ଏପରି ଦୁଃଖଦ ଘଟଣା ଦେଖିବାକୁ ମଳିଛି ବାଲେଶ୍ୱର ଜିଲା ବାହାନଗା ବ୍ଲକରେ। ସେ ହେଲେ ନୂଆପୁର ଗାଁର ମୁକୁନ୍ଦ ମଳିକଙ୍କ ପୁଅ ଅମୂଲ୍ୟ(୪୫)। ସେ ତାଳପଦାସ୍ଥିତ ତାଙ୍କ…
ଅଧାରେ ଅଟକିଛି ଡ୍ରେନ୍, ପାଚେରି ନିର୍ମାଣ
ଖଇରା, ୧୯।୫(ଡି.ଏନ.ଏ.): ବାଲେଶ୍ୱର-ଭଦ୍ରକ ୨ ଜିଲାକୁ ସଂଯୋଗ କରୁଥିବା ମହତୀପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ଡ୍ରେନ ଓ ପାଚେରି ନିର୍ମାଣ କାର୍ଯ୍ୟକୁ ଅସମ୍ପୂର୍ଣ୍ଣ ଛାଡି ଦିଆଯାଇଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି ା ତୁରନ୍ତ…
ଶଟସର୍କିଟ୍ରୁ ଅଗ୍ନିକାଣ୍ଡ
ସୋର,୧୮।୫(ଡି.ଏନ.ଏ.): ସୋର ପୌରପାଳିକା ଅଧୀନ ଖୀରକୋଣି ଗ୍ରାମରେ ବିଦ୍ୟୁତ୍ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଗ୍ରାମର ସୁଶାନ୍ତ କୁମାର ବେହେରା ଏବଂ ଅନୀଲ କୁମାର ବେହେରାଙ୍କ ଘରେ ବିଦ୍ୟୁତ୍ ଶର୍ଟସର୍କିଟ୍ରୁ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ…
Archives


