୯ହଜାର ୬ଶହ ପରିବାରକୁ ବିଶୁଦ୍ଧ ପାନୀୟଜଳ
ଖଇରା, ୨।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ହରଘର ଜଳ ଯୋଜନାରେ ୩୦ ପଞ୍ଚାୟତର ପ୍ରତ୍ୟେକ ପରିବାରକୁ ଟ୍ୟାପ ସଂଯୋଗ ମାଧ୍ୟମରେ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦିଆଯିବ। ଏଥିପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରକଳ୍ପ କାର୍ଯ୍ୟ ଆଗେଇ ଚାଲିଛି। ୨୦୨୩ ଶେଷ ସୁଦ୍ଧା…
ଇଏସ୍ଆଇ ହସ୍ପିଟାଲ ପାଇଁ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ
ବାଲେଶ୍ୱର ଅଫିସ, ୧।୪: ବାଲେଶ୍ୱର ଜିଲାରେ ଅନେକ କଳକାରଖାନା ରହିଥିଲେ ମଧ୍ୟ ଏଠାରେ ଏକ ଇଏସ୍ଆଇ ହସ୍ପିଟାଲ ନ ଥିବାରୁ ରୋଗଗ୍ରସ୍ତ ଓ ଆହତ ଶ୍ରମିକମାନେ ଚିକିତ୍ସା ପାଇଁ ବାହାରକୁ ଯିବା ପାଇଁ ବାଧ୍ୟ ହେଉଥିଲେ। ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର…
ପୋଲିସ କର୍ମଚାରୀଙ୍କୁ ମାଡ଼ : ଗ୍ରାମବାସୀଙ୍କ ନାମରେ ମାମଲା
ଭୋଗରାଇ,୩୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଟୁକୁରୀହାଜିରା ବାଗଞ୍ଜର ପାହିଠାରେ ଗୁରୁବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିବାକୁ ଯାଇ ପୋଲିସ ମାଡ଼ ଖାଇବା ଘଟଣା ଭିନ୍ନମୋଡ଼ ନେଇଛି। ଏହି ଘଟଣାରେ ଭୋଗରାଇ ଥାନା ପକ୍ଷରୁ ପୃଥକ୍ ଭାବେ…
୫ ପୋଲିସକୁ ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଅଭିଯୁକ୍ତ
ସଜନାଗଡ଼,୩୧।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଜଡ଼ିଦା ପଞ୍ଚାୟତ ଜାମୁଡ଼ିହି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୫ ଜଣ ପୋଲିସକୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଅଭିଯୁକ୍ତ। ଏଥିରେ ଏସ୍ଆଇ ବିରଞ୍ଚି ସାହୁ ୨ ଜଣ ଏଏସ୍ଆଇ ପ୍ରବୋଧ ମଲିକ,…
ସିସିଟିଭି ଭାଙ୍ଗି ଗହଣା ଦୋକାନରୁ ଲୁଟିନେଲେ ଦୁର୍ବୃତ୍ତ
ଖଇରା,୩୧ା୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡ଼ିଗଡ଼ିଆବଜାର ରେ ଥିବା ପଦ୍ମଲୋଚନ ଜୁଏଲାରୀରୁ ଗୁରୁବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଦୁର୍ବୃତ୍ତ ଚୋରି କରିନେଇଛନ୍ତି। ମାଲିକ ସୌଭାଗ୍ୟ ରଞ୍ଜନ ସାହୁ ରାତିରେ ଦୋକାନ ବନ୍ଦ କରି ନିଜ ଘର…
ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ
ବାଲେଶ୍ୱର ଅଫିସ,୩୧ା୩: ବାଲେଶ୍ୱର ଜିଲା ରେମୁଣାସ୍ଥିତ ଫକୀରମୋହନ ମେଡିକାଲ କଲେଜ ବିଲ୍ଡିଂରୁ ଡେଇଁ ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ମୃତ ଛାତ୍ର ଜଣକ ମେଡିକାଲ କଲେଜର ତୃତୀୟ ବର୍ଷର ଏମ୍ବିବିଏସ୍…
୬ଘଣ୍ଟା ପରେ ପୋଖରୀରୁ ଉଦ୍ଧାର ହେଲା ପରେଶଙ୍କ ମୃତଦେହ
ସିମୁଳିଆ,୩୦।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତ ଅଧିନ ସିମୁଳିଆ ଗାଁର କୁନା ନାଥଙ୍କ ପୁତ୍ର ପରେଶ(୧୩)ଙ୍କୁ ଗୁରୁବାର ପୂର୍ବାହ୍ନ ୧୦ଟାରେ ଘର ନିକଟସ୍ଥ ପୋଖରୀରେ ବୁଡ଼ିଯାଇଥିଲେ। ଘଟଣାସ୍ଥଳରେ ଅଡା ଓ ସୋର ଦମକଳ ବାହିନୀ ପହଞ୍ଚି ତାଙ୍କୁ ଉଦ୍ଧାର…
ସ୍ତ୍ରୀକୁ ପିଟି ପିଟି ହତ୍ୟାକଲେ ସ୍ବାମୀ
ବାଲେଶ୍ୱର ଅଫିସ,୨୯।୩: ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ପିଟି ପିଟି ମାରିଦେଲେ ସ୍ବାମୀ। ଏଭଳି ଘଟଣା ବାଲେଶ୍ବର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଗହୀରାବନ୍ଧ ଗ୍ରାମରେ ଘଟିଛି। ପାରିବାରିକ ବିବାଦକୁ ନେଇ ସ୍ବାମୀ ଏଭଳି କାଣ୍ଡ କରିଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ମଙ୍ଗଳବାର…
ଭାଙ୍ଗିଲା ଗଛ, ଉଡ଼ିଲା ଛପର
ବାଲିଆପାଳ, ୨୯।୩(ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ସୋମବାର ବାଲିଆପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ତୋଫାନ ସାଙ୍ଗକୁ କୁଆପଥର ମାଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବାସନ୍ତୀ ପୂଜା ପାଇଁ ବନ୍ଧାଯାଇଥିବା ଟେଣ୍ଟ ସହିତ ବାଲିଆପାଳ ନେତାଜୀ ଷ୍ଟାଡ଼ିୟମରେ ଚାଲିଥିବା…
ଶିକାରୀଙ୍କ ଟେର୍ ପାଉନି ବନବିଭାଗ
ନୀଳଗିରି, ୨୯।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ୧୦୦ରୁ ଊଦ୍ଧର୍ବ ହାତୀ ରହୁଥିବା କୁଲଡ଼ିହା ଅଭୟାରଣ୍ୟ ଦିନେ ହାତୀ ପାଇଁ ସ୍ବତନ୍ତ୍ର ପରିଚୟ ପାଇଥିବା ବେଳେ ଏବେ ହାତୀ ପାଇଁ ବିପଦ ସାଜିଛି। ଗତ ୧୪ମାସ ମଧ୍ୟରେ କ୍ରମାଗତ ଭାବେ ୭ଟି…
ଡ୍ରାଏ ଫୁଡ୍ କାରଖାନାରେ ଅଗ୍ନିକାଣ୍ଡ
ରୂପସା, ୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗୁତୁଡ଼ିହା ଗ୍ରାମର ଏକ ଡ୍ରାଏ ଫୁଡ୍ କାରଖାନାରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ସୋମବାର ରାତିରେ ସୁମନ୍ତ ମଲ୍ଲିକଙ୍କ ବାସଭବନରେ ବିଦ୍ୟୁତ ସର୍ଟ ସର୍କିଟ୍ରୁ ନିଆଁ ଲାଗି…
ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ
ବାଲେଶ୍ୱର ଅଫିସ,୨୮।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି ବଦଳିଲେ ସମ୍ପୂର୍ଣ୍ଣ ଗ୍ରାମ ନଦୀଗର୍ଭରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ତେଣୁ ଏହାପୂର୍ବରୁ ବୋଇତବାଙ୍କ…
Archives


