ପଡ଼ିଆ ପଡ଼ିବ ୮ହଜାର ହେକ୍ଟର ଚାଷଜମି
ଖଇରା,୨।୭(ଉତ୍କଳବନ୍ଧୁ ପଣ୍ଡା)ବାଲେଶ୍ୱର ଜିଲା ଅଧୀନ ଖଇରା, ଔପଦା ଓ ସୋର ବ୍ଲକର କିଛି ଅଂଶ ଚାଷଜମିକୁ ଜଳସେଚିତ କରିବାକୁ ଏବେ ଭୂତଳଜଳ ପାଇପ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଚାଲୁଛି। ହେଲେ ଠିକାଦାର ଏହାକୁ ଠିକ୍ ଢଙ୍ଗରେ କରୁ ନ ଥିବାରୁ ଚାଷୀଙ୍କ…
ମନୁଷ୍ୟକୃତ ତ୍ରୁଟିରୁ ଦୁର୍ଘଟଣା ଚର୍ଚ୍ଚା
ବାଲେଶ୍ୱର/ବାହାନଗା,୨।୭(ମାନସ ବିଶ୍ୱାଳ/ ଅରୂପ କୁମାର ଦାସ)ବାଲେଶ୍ୱର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାକୁ ଜୁଲାଇ ୨ତାରିଖ ରବିବାର ଏକ ମାସ ପୂରିବ। ଏହି ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। କେତେଜଣ ଆହତ ଘରକୁ ଫେରିଥିବାବେଳେ ଅନେକେ…
ବାହାନଗା ଟ୍ରେନ୍ ଦୁର୍ଘଟଣା: ଏସ୍ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ
କଟକ,୩୦ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ରାଜ୍ୟ ଜମୁଇ ବାସିନ୍ଦା ମନୀଷ କୁମାର(୨୪)। ସେ…
ଡମ୍ପର ଧକ୍କାରେ ଚାଲିଗଲା ଛାତ୍ରୀଙ୍କ ଜୀବନ, ଦୁଇ ଗୁରୁତର
ଭୋଗରାଇ,୨୯ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଜଳେଶ୍ୱର-ଚନ୍ଦନେଶ୍ୱର ୫୭ନଂ ରାଜ୍ୟ ରାଜପଥ ନହରା ଛକଠାରେ ଗୁରୁବାର ସକାଳେ ଡମ୍ପର ଧକ୍କାରେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଛାତ୍ରୀ ଜଣକ ହେଲେ ନହରା…
ବାହାନଗା ରେଳଷ୍ଟେଶନରେ ଖୋଲିଲା ଟିକେଟ କାଉଣ୍ଟର
ବାହାନଗା,୨୯।୬(ଅରୂପ କୁମାର ଦାସ)ମଙ୍ଗଳବାରଠାରୁ ସ୍ବାଭାବିକ ହୋଇଛି ବାହାନଗା ରେଳଷ୍ଟେଶନ। ବୁଧବାର ଷ୍ଟେଶନରେ ଟିକେଟ କାଉଣ୍ଟର ଖୋଲାଯାଇଛି ା ତେବେ ଦ୍ୱିତୀୟ ଦିନରେ ୨ଟି ଟ୍ରେନ୍ ବାଲେଶ୍ୱର-ଭୁବନେଶ୍ୱର ଅଫ୍ ଟ୍ରେନ୍ ସକାଳେ ଯାଇଥିବା ବେଳେ ଦିନରେ ଖଡଗପୁର-ଭଦ୍ରକ ପାସେଞ୍ଜର ଯାଇଥିବା ବାହାନଗା ଷ୍ଟେଶନମାଷ୍ଟର…
ଉଦୟପୁର-ତାଳସାରୀ ପଥରବନ୍ଧରେ ୫୦ ଘାଇ
ଭୋଗରାଇ,୨୯।୬(ପ୍ରଦୀପ ଦାସ)ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର-ତାଳସାରୀ ବେଳାଭୂମିକୁ ବିଶ୍ୱମାନର ପର୍ଯ୍ୟଟନସ୍ଥଳୀ ଗଢି ତୋଳିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିବା ପରେ ରାଜ୍ୟସ୍ତରୀୟ ନେତା ଓ ସଚିବମାନେ ପରିଦର୍ଶନରେ ଆସି କୋଟି କୋଟି ଟଙ୍କାର ଆର୍ଥିକ…
ହିନ୍ଦୀ, ସଂସ୍କୃତ ଶିକ୍ଷକରେ ଚାଲିଛି ପାଠପଢ଼ା
ରୂପ୍ସା,୨୮।୬(ବାଞ୍ଛାନିଧି ଦେ): ୧୯୮୧ରେ ପ୍ରତିଷ୍ଠା ହୋଇଥିବା ବାଲେଶ୍ୱର ଜିଲା ରୂପ୍ସା ଥାନା ରାଉତପଡ଼ା ପଞ୍ଚାୟତ ବାରାପାଳ ଗ୍ରାମର ଉଦୟନାଥ ମହାପାତ୍ର ଉଚ୍ଚ ବିଦ୍ୟାନିକେତନକୁ ଏବେ ୫-ଟି ଅନୁଦାନ ମିଳିଛି। ହେଲେ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ଅଭାବରୁ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର…
୨୫ ଦିନ ପରେ ସ୍ବଭାବିକ ହେଉଛି ସ୍ଥିତି: ରହିଲାଣି ଲୋକାଲ ଟ୍ରେନ୍
ସୋର, ୨୬।୬(ଜନ୍ମେଜୟ ମିଶ୍ର): ବାହାନଗା ଟ୍ରେନ ଦୁର୍ଘଟଣାର ୨୫ ଦିନ ପରେ ଧୀରେ ଧୀରେ ସ୍ଥିତି ସ୍ବଭାବିକ ହେଉଛି । ଯେଉଁ ଲୋପ ଲାଇନରେ ଛିଡ଼ା ହୋଇଥିବା ଏକ ପଥର ବୋଝେଇ ମାଲବାହିକୁ କରମଣ୍ଡଳ ଧକ୍କା ଦେଇଥିଲା, ସେହି ଦକ୍ଷିଣ କେବିନ…
କାମ ନ ସରୁଣୁ ଧସିଲା ସୁରକ୍ଷା ପାଚେରି
ଖଇରା(ଉତ୍କଳବନ୍ଧୁ ପଣ୍ଡା)/ ଔପଦା(ଧରିତ୍ରୀ ପଣ୍ଡା),୨୬ା୬: ବାଲେଶ୍ବର ଜିଲା ଅଧୀନ ଖଇରା ବ୍ଲଜର ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗ ଅଧୀନରେ ଚାଲିଥିବା ରାସ୍ତା କାମରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହୋଇଛି। ବିଶେଷ ଭାବେ ବାଲେଶ୍ବରରୁ ମୟୂରଭଞ୍ଜକୁ ସଂଯୋଗ କରୁଥିବା ଗଣ୍ଡିବେଡ଼-ଔପଦା…
ସହରର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ
ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ)/ ଜଳେଶ୍ୱର(ରବିନାରାୟଣ ପାତ୍ର)/ବସ୍ତା(ହରିଶଙ୍କର ପାଢୀ)/ ବାଲିଆପାଳ(ଗୋପାଳ ଚନ୍ଦ୍ର ସାହୁ)/ଲଙ୍ଗଳେଶ୍ୱର(କମଳାକାନ୍ତ ଦାସ), ୨୪ା୬: ବାଲେଶ୍ୱର ଜିଲା ଗସ୍ତର ଦ୍ୱିତୀୟ ଦିନରେ ଶୁକ୍ରବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ସହରର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ଭୋଗରାଇ, ଜଳେଶ୍ୱର,…
କଂଗ୍ରେସ ନେତାଙ୍କୁ ନଜରବନ୍ଦୀ ଘଟଣା: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପୂର୍ବତନ ଏମ୍ପି
ଖଇରା, ୨୩ା୬(ଉତ୍କଳବନ୍ଧୁ ପଣ୍ଡା): ଗୁରୁବାର ୫-ଟି ସଚିବଙ୍କ ଖଇରା ଗସ୍ତ ଅବସରରେ ଖଇରା ଓ ସିମୁଳିଆ ପୋଲିସ କଂଗ୍ରେସ ନେତାଙ୍କୁ ଆସାମୀ ଭଳି ବ୍ୟବହାର କରିବା ସିମୁଳିଆ ନିର୍ବାଚନ ମଣ୍ଡଳୀର ଯୁବ କଂଗ୍ରେସ ସଭାପତି ନିରଞ୍ଜନ ପରିଡାଙ୍କୁ ତାଙ୍କ ବାସଭବନ ଚାରିପଟୁ…
ବାହାନଗା ହାଇସ୍କୁଲ ୫-ଟି ଉପକ୍ରମରେ ହେବ ପୁନଃନିର୍ମାଣ
ଭୁବନେଶ୍ୱର,୨୨ା୬(ସୁନିତ୍ ମିଶ୍ର): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲର ୫-ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ସୂଚନାଯୋଗ୍ୟ, ଗତ…
Archives


