ବାଲେଶ୍ୱରରେ ସେକ୍ସ ର଼୍ୟାକେଟ ଠାବ
ବାଲେଶ୍ୱର ଅଫିସ, ୨୨।୩: ବାଲେଶ୍ୱର ଜିଲାର ବିଭିନ୍ନ ସ୍ଥାନରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଯୁବତୀଙ୍କୁ ଆଣି ସେକ୍ସ ର଼୍ୟାକେଟ ଚାଲିଥିବା ବେଳେ ମଙ୍ଗଳବାର ପୋଲିସ ଏହାର ପର୍ଦ୍ଦାଫାଶ କରିଛି। ବସ୍ତା, ସିଂଲା ଓ ବାଲେଶ୍ୱର ସହରର ମେଘଡମ୍ବରୁ ଅଞ୍ଚଳରୁ ଏହି ସେକ୍ସ…
ରାସ୍ତାରେ ପୁଅକୁ ଛାଡ଼ି ପଳାଇଲେ ମା’ ବାପା
ସୋର, ୨୨।୩(ଡି.ଏନ.ଏ.): ମା’ ବାପା ସହ ବାଇକରେ ଯାଉଥିଲେ ନାବାଳକ ପୁଅ। ହେଲେ ରାସ୍ତାରେ ଦମ୍ପତିଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଶେଷରେ ନିଜର ପୁଅକୁ ରାତି ଅଧରେ ରାସ୍ତା ଉପରେ ଛାଡି ମା’ ବାପା ନିଜ ନିଜ…
ଉଦ୍ଘାଟନ ହେଲା, କାମରେ ଲାଗୁନି
ବାଲେଶ୍ୱର ଅଫିସ, ୨୧।୩(ମାନସ ବିଶ୍ୱାଳ): ରାଜ୍ୟ ସରକାର ଅନୁସୂଚିତ ଜାତି, ଜନଜାତି, ଅନ୍ୟାନ୍ୟ ପଛୁଆବର୍ଗ ଛାତ୍ରୀଛାତ୍ରଙ୍କ ନିମନ୍ତେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡ଼ିଏ) ନୀଳଗିରି ପକ୍ଷରୁ ବାଲେଶ୍ୱର ସହର ଏଡିଏମ୍ ଛକ ନିକଟସ୍ଥ ରାଜା ବଗିଚାରେ ୩ଶହ ଶଯ୍ୟା ବିଶିଷ୍ଟ…
ରାମନବମୀ ପାଇଁ ପୋଲିସର ଫ୍ଲାଗ ମାର୍ଚ୍ଚ
ବାଲେଶ୍ୱର ଅଫିସ, ୨୧।୩: ବାଲେଶ୍ୱର ସହରରେ ରାମନବମୀ ଉତ୍ସବ ଧୁମ୍ଧାମ୍ରେ ପାଳନ ହେଉଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ପାଇଁ ସୋମବାର ସହରରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଜିଲା ଆରକ୍ଷୀ ଅଧୀକ୍ଷକ ସାଗରିକା ନାଥଙ୍କ ତତ୍ତ୍ୱାବଧାନରେ ରାପିଡ୍ ଆକ୍ସନ ଫୋର୍ସ…
ଅପହରଣ, ବଳାତ୍କାର ଅଭିଯୋଗ: ୩ ଗିରଫ
ବାହାନଗା,୨୦ା୩(ଡି.ଏନ.ଏ.)-ବାହାନଗା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କ ସହିତ ତାଙ୍କ ମା’ ଓ ତାଙ୍କ ସହଯୋଗୀଙ୍କୁ ସୋର ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିନିମନ୍ତେ ସୋର ଥାନାରେ ଏକ ମାମଲା(ନଂ.୧୨୬/୨୩) ରୁଜୁ…
ପରକୀୟା ପ୍ରୀତିରୁ ବଧୂ ହତ୍ୟା ଘଟଣା: ନ୍ୟାୟ ଦାବିରେ ବାପଘର ଲୋକଙ୍କ ଧାରଣା
ନୀଳଗିରି,୨୦।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଗରଡ଼ି ଗାଁରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ବଧୂହତ୍ୟା ଘଟିଥିଲା। ଏହି ଘଟଣାରେ ୩ ଜଣଙ୍କ ନାମରେ ଅଭିଯୋଗ ହୋଇଥିଲା। ମାତ୍ର ପୋଲିସ କେବଳ ଜଣଙ୍କୁ ଅଟକ ରଖି ତଦନ୍ତ କରୁଥିବା ବେଳେ ଅନ୍ୟ…
ଚୈତ୍ର ପ୍ରଥମ ସୋମବାର ଭକ୍ତମୟ ଶୈବପୀଠ
ଭୋଗରାଇ,୨୦ା୩(ଡ଼ି.ଏନ୍.ଏ.): ଚୈତ୍ର ମାସ ପ୍ରଥମ ସୋମବାର ଶୈବପୀଠଗୁିଡ଼ିକ ଭକ୍ତମୟ ହୋଇଛି। ଏହି ମାସ ଶିବଙ୍କ ବିବାହ ମାସ ହୋଇଥିବାରୁ ଶିବଙ୍କୁ ଆରାଧନା କଲେ ପୂଣ୍ୟ ଫଳ ମିଳିଥାଏ ବୋଲି ହିନ୍ଦୁଧର୍ମରେ ବିଶ୍ୱାସ ରହିଛି। ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର…
ନବବଧୂଙ୍କୁ ବାନ୍ଧି ସଶସ୍ତ୍ର ଡକାୟତି
ଖଇରା,୨୦ା୩(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରୁଗଁା ପଞ୍ଚାୟତ ଅଧୀନ ମିଟୁଆଣି ଗ୍ରାମର ଜଣେ ନବବଧୂଙ୍କୁ ଦଉଡ଼ିରେ ବାନ୍ଧି ଦୁଇ ଦୁର୍ବୃତ୍ତ ୧ଲକ୍ଷ ଟଙ୍କା ଓ ୫ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ନବବଧୂ ଆହତ ହୋଇ…
ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା, ସ୍ବାମୀ ଗିରଫ
ନୀଳଗିରି, ୧୯।୩(ସ୍ବ.ପ୍ର.): ପରକୀୟା ପ୍ରୀତିକୁ ବିରୋଧ କରିବାରୁ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ। ଏନେଇ ମହିଳାଙ୍କ ବାପଘର ଲୋକେ ଥାନାରେ ହତ୍ୟା ଅଭିଯୋଗ କରିବା ପରେ ପୋଲିସ ବରହମ୍ପୁର ଥାନାରେ ହତ୍ୟା ମାମଲା (ନଂ. ୨୯/୨୩) ରୁଜୁ କରି ସ୍ବାମୀ ଦୀପ୍ତି…
ବାହାବଳପୁରରେ କୁଆପଥର ବର୍ଷା
ରୂପସା, ୧୯।୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅଧୀନ ବାହାବଳପୁର ସାମୁଦ୍ରିକ ଥାନା ଅଞ୍ଚଳରେ ଶନିବାର ପ୍ରବଳ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଫଳରେ ରବିଧାନ ଓ ପନିପରିବା ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ହଠାତ୍ ଝଡ଼ବର୍ଷା ଆରମ୍ଭ ହୋଇଥିଲା। ଏହାପରେ ୧୦…
ପଶ୍ଚିମା ଝଡ଼ରେ ଉପୁଡ଼ିଲା ଗଛ
ବାରିପଦା ଅଫିସ/ଭଦ୍ରକ ଅଫିସ, ୧୯।୩: ପଶ୍ଚିମା ଝଡ଼ ପ୍ରଭାବରେ ମୟୂରଭଞ୍ଜ ଜିଲାର ଶିମିଳିପାଳ ସମେତ ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଶନିବାର ଦିନ ତମାମ ସବୁଠି କୋହଲା ପାଗ ସହ ପବନ ବର୍ଷା ଲାଗିରହିଥିଲା। ବାରିପଦା ସହର ଉପକଣ୍ଠ…
୬ ଦିନର ଝିଅକୁ ହତ୍ୟା କଲେ ମା’
ଭୋଗରାଇ, ୧୯।୩(ଡ଼ି.ଏନ.ଏ.): ଆଗରୁ ଝିଅଟିଏ ଥିଲା। ପୁଣି ଗୋଟିଏ ଝିଅ ହେବାରୁ ମା’ ମନରେ ସୃଷ୍ଟି ହୋଇଥିଲା ବିତୃଷ୍ଣା। ପରିବାର ଲୋକେ ତାଙ୍କୁ ସାନ୍ତ୍ୱନା ଦେବା ପରିବର୍ତ୍ତେ ଭାରାକ୍ରାନ୍ତ କରିବାରୁ ସେ ଅତିଷ୍ଠ ହୋଇପଡ଼ିଥିଲେ। ଶେଷରେ ସେ ସାନଝିଅକୁ ଜୀବନରୁ ହଟାଇବାକୁ ମନେ…
Archives


