ସର୍ବଧର୍ମ ପ୍ରାର୍ଥନା, ଶ୍ରଦ୍ଧାଞ୍ଜଳି ସଭା
ବାହାନଗା,୧୩ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଗତ ୨ ତାରିଖରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିମାନଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ ଓ ଏକାଦଶାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାହାନଗା, ସୋର ଓ ବାଲେଶ୍ୱର ଅଞ୍ଚଳର ବିଭିନ୍ନ ସାମାଜିକ ଅନୁଷ୍ଠାନ…
ହାତୀ ଉପଦ୍ରବ: ଘର ଭାଙ୍ଗିଲା, ଧାନ ଖାଇଲା
ରୂପ୍ସା,୧୨ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଲଛମନଖୁଣ୍ଟା ଗ୍ରାମରେ ପୁଣି ଏକ ଦନ୍ତା ହାତୀର ଉପଦ୍ରବ ଦେଖିବାକୁ ମିଳିଛି। ମୟୂରଭଞ୍ଜ ପଟରୁ ରବିବାର ବିଳମ୍ବିତ ରାତିରେ ଏହି ହାତୀ ଆସି ଗାଁରେ ପଶି ହରେକୃଷ୍ଣ ଦାସଙ୍କ ଘର…
ଅଘୋଷିତ ବିଦ୍ୟୁତ୍ କାଟକୁ ବିରୋଧ
ଔପଦା,୧୨ା୬(ସ୍ବ.ପ୍ର.): ଔପଦା ତଥା ଆଖ ପାଖ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍ କାଟ ନେଇ ଅସନ୍ତୋଷ ବୃଦ୍ଧି ପାଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳବାସୀ ବିଦ୍ୟୁତ୍ ଷ୍ଟ୍ରକଚର ଓ ଅଫିସକୁ ଘେରାଉ କରିଥିଲେ। ଗତ ୧୦ତାରିଖ ଅପରାହ୍ନ ୪ଟାରୁ ହଠାତ୍ ଲାଇନ ଚାଲିଯାଇଥିବା…
ବାଲି ବଦଳରେ ପାହାଡ଼ ମାଟିରେ ଚାଲିଛି କାମ
ଖଇରା,୧୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ତାଳମହୁରୀଠାରେ ନିର୍ମାଣାଧୀନ ଆଦର୍ଶ ବିଦ୍ୟାଳୟ ଛାତ୍ରୀନିବାସକୁ ନେଇ ସାଧାରଣରେ ଅସନ୍ତୋଷ ବଢିବାରେ ଲାଗିଛି ା ବୋରିଂ କାର୍ଯ୍ୟ ସରିବା ପରେ ଏବେ ଗାତ ଫିଲିଂ ପାଇଁ ବାଲି ବଦଳରେ ପାହାଡ ମାଟି ଫିଲିଂ…
ବାହାନଗା ଟ୍ରେନ ଦୁର୍ଘଟଣା: ଷ୍ଟେଶନମାଷ୍ଟରଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ସିବିଆଇ
ବାହାନଗା/ବାଲେଶ୍ୱର ଅଫିସ,(ଡି.ଏନ.ଏ.)/ଭୁବନେଶ୍ୱର, ୧୨ା୬ (ବ୍ୟୁରୋ): ଟ୍ରେନ ଦୁର୍ଘଟଣାର ୧୦ଦିନ ପରେ ରବିବାର ବାହାନଗା ଷ୍ଟେଶନମାଷ୍ଟରଙ୍କ ସମେତ ଆସିଷ୍ଟାଣ୍ଟ ଷ୍ଟେଶନମାଷ୍ଟର ଓ ଟେକ୍ନିସିଆନଙ୍କୁ ଉଠାଇ ନେଇଛି ସିବିଆଇ। ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରିବା ସହ ସେମାନଙ୍କ ସିଡିଆର୍ ଯାଞ୍ଚ କରୁଥିବା ସୂଚନା…
ଡିଜେ ବନ୍ଦ କରିବାକୁ ନିର୍ଦ୍ଦେଶ
ଜଳେଶ୍ୱର, ୧୧ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ସହରରେ ଡିଜେ ଶବ୍ଦରେ ସାଧାରଣ ଲୋକେ ଅତିଷ୍ଠ ହୋଇପଡୁଥିଲେ। ଏନେଇ ସ୍ଥାନୀୟ ଓ ଜିଲାସ୍ତରୀୟ କର୍ତ୍ତୃପକ୍ଷଙ୍କଠାରେ ବାରମ୍ବାର ଅଭିଯୋଗ ହୋଇଥିଲା। ବିଶେଷ କରି ରାତି ୧୦ଟା ପରେ ବାହାଘର ଶୋଭାଯାତ୍ରାରେ ଡିଜେ ଶବ୍ଦ ଯୋଗୁ…
ରୋଷେଇ ହୋଇ ନ ଥିବାରୁ ସ୍ତ୍ରୀଙ୍କୁ ପିଟି ହତ୍ୟା
ଔପଦା,୧୧ା୬(ସ୍ବ.ପ୍ର.): ବାଲେଶ୍ୱର ଜିଲା ଔପଦା ଥାନା ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମର ଆଦିବାସୀ ବସ୍ତି ସିଂହସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ତାଙ୍କର ସ୍ବାମୀ କୁରାଢ଼ୀ ବେଣ୍ଟରେ ପିଟି ହତ୍ୟା କରିଛନ୍ତି। ପୋଲିସ ସ୍ବାମୀଙ୍କୁ ଥାନାରେ ଅଟକ ରଖି ଅଧିକ…
ଏବେ ବାହାନଗାରେ ଅଟକିବନି କୌଣସି ଟ୍ରେନ୍
ବାଲେଶ୍ୱର ଅଫିସ, ୧୦।୬: ବାଲେଶ୍ୱର ଜିଲା ବାହାନଗା ବଜାର ଷ୍ଟେସନରେ ଏବେ କୌଣସି ଟ୍ରେନ ରହିବ ନାହିଁ। ପରବର୍ତ୍ତୀ ନୋଟିସ ପର୍ଯ୍ୟନ୍ତ ଏଠାରେ କୌଣସି ଟ୍ରେନ ରହିବ ନାହିଁ ବୋଲି ଦକ୍ଷିଣ ପୂର୍ବ ରେଳପଥର ମୁଖ୍ୟ ଜନସଂପର୍କ ଅଧିକାରୀ (ସିପିଆରଓ) ଆଦିତ୍ୟ…
କରେଣ୍ଟ ଲାଗି ମା,ପୁଅ ମୃତ
ଖଇରା,୧୦।୬(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ଥାନା ମହତୀପୁର ଗ୍ରାମ ପଞ୍ଚାୟତ ଅଧୀନ ନାହୁଲ ଗ୍ରାମରେ ଶନିବାର ସକାଳେ ଅଭାବନୀୟ ଘଟଣା ଘଟିଯାଇଛି। କରେଣ୍ଟ ଲାଗି ମା,ପୁଅଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ମାଆ ତିଳୋତ୍ତମା ଦାସ(୪୮) ଓ ପୁଅ ରାମଚନ୍ଦ୍ର ଦାସ।…
ଆଦର୍ଶ ସ୍କୁଲ ଭାବେ ବିକଶିତ ହେବ ବାହାନଗା ବିଦ୍ୟାଳୟ
ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯାଇ ୫-ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବ। ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ ନବୀନ…
ବାହାନଗା ବିଦ୍ୟାଳୟ କୋଠରି ଭଙ୍ଗାଯିବ
ବାଲେଶ୍ୱର ଅଫିସ, ୯।୬: ବାଲେଶ୍ୱର ଜିଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତଦେହଗୁଡ଼ିକୁ ସ୍ଥାନୀୟ ବାହାନଗା ହାଇସ୍କୁଲରେ ରଖାଯାଇଥିଲା। ହାଇସ୍କୁଲର ବିଭିନ୍ନ କୋଠରିରେ ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ମୃତଦେହ ରଖାଯାଇଥିଲା।…
ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୮।୬: ଓଡ଼ିଶା ଉପକୂଳରେ ନୂଆ ପିଢ଼ିର ବାଲାଷ୍ଟିକ କ୍ଷେପଣାସ୍ତ୍ର ‘ଅଗ୍ନି ପ୍ରାଇମ’ର ସଫଳ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ବୁଧବାର ସନ୍ଧ୍ୟା ୭.୩୦ରେ ଓଡ଼ିଶା ଉପକୂଳବର୍ତ୍ତୀ ଡ. ଏପିଜେ ଅବଦୁଲ କଲାମ ଦ୍ୱୀପରୁ ସଫଳତାର…
Archives


