ପ୍ରଥମେ ଉପରଦାନ୍ତ ଉଠିଲେ କୁକୁର ସହ ବାହାଘର
ସୋର, ୧୪ା୫(ଡି.ଏନ.ଏ.): ପରମ୍ପରା ନାମରେ ଏବେବି ଲୋକଙ୍କ ମନରେ ବସା ବାନ୍ଧିଛି ଅନ୍ଧବିଶ୍ୱାସ। ବିବାହ ବେଳେ ମଙ୍ଗଳଦୋଷ ଥିଲେ ପୁଅ କିମ୍ବା ଝିଅର ରିଷ୍ଟ ଖଣ୍ଡନ ଲାଗି ପ୍ରଥମେ ସାହାଡ଼ା ଗଛକୁ ବିବାହ କରାଯାଉଥିବା ପୂର୍ବରୁ ଆମେ ଶୁଣିଛେ। ହେଲେ ଶିଶୁଟିର…
୨୦ବର୍ଷ ହେଲା ପୁଅର ଫେରିବା ବାଟକୁ ଅପେକ୍ଷା
ସିମୁଳିଆ, ୧୫ା୪(ଡି.ଏନ.ଏ.): ଦିନେ କିମ୍ବା ଦୁଇଦିନ ନୁହେଁ, ୨୦ବର୍ଷ ହେଲା ପୁଅର କିଛି ପତ୍ତା ନାହିଁ। ବିଭିନ୍ନ ମନ୍ଦିର, ସାଧକ, ଜ୍ୟୋତିଷଙ୍କ ନିକଟକୁ ବୁଝାବୁଝି ପାଇଁ ଯାଇ ଅନେକ ଟଙ୍କା ଖର୍ଚ୍ଚ କରିସାରିଲେଣି। ସମସ୍ତଙ୍କଠାରୁ ଆଶ୍ୱାସନା ମିଳୁଛି । ତେବେ ପୁଅ…
ସଚେତନତା ଅଭାବରୁ ବାଦ୍ ପଡୁଛନ୍ତି ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ, ୧୩।୪: ବାଲେଶ୍ୱର ଜିଲା ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷା ଅଧିକାର ଆଇନ୍ ୧୨-(୧-(ସି) ୨୦୦୯ ଆଇନ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଜିଲାରୁ ୧୬୧ ଜଣ ଛାତ୍ରୀଛାତ୍ର ବିଭିନ୍ନ ଘରୋଇ ସ୍କୁଲରେ ସାମିଲ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଗତ…
ଭୂମିହୀନଙ୍କୁ ମିଳୁନି ବାସୋପଯୋଗୀ ଜମି
ବାଲେଶ୍ୱର ଅଫିସ, ୧୨।୪: ବାଲେଶ୍ୱର ସହର ତଥା ଆଖପାଖ ଅଞ୍ଚଳରେ ବସବାସ କରୁଥିବା ଭୂମିହୀନଙ୍କୁ ବାସ ଉପଯୋଗୀ ଜମିର ପଟ୍ଟା ଯୋଗାଇ ଦେବା ପାଇଁ ଜିଲା ପ୍ରଶାସନ ବାରମ୍ବାର ପ୍ରତିଶ୍ରୁତି ଦେଉଥିଲେ ମଧ୍ୟ ତାହା ପାଣିର ଗାର ପାଲଟିଛି। ଜିଲାପାଳଙ୍କ ପ୍ର୍ରତିଶ୍ରୁତିକୁ…
ଟ୍ରକ୍କୁ ପଛରୁ ପିଟିଲା ମାଛ ବୋଝେଇ ଟ୍ରକ୍: ଜଣେ ମୃତ, ତିନି ଗୁରୁତର
ବାଲେଶ୍ୱର ଅଫିସ ୧୨।୪: ବାଲେଶ୍ୱର ଜିଲା ୬୦ ନଂ. ଯାତୀୟ ରାଜପଥ ରୁପ୍ସା ଥାନା ଅନ୍ତର୍ଗତ ମିରିଗୀଗୁଣ୍ଡି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛପଟୁ ଆଉ ଏକ ମାଛ ବୋଝେଇ ଟ୍ରକ୍ ଧକ୍କାଦେବାରୁ ଜଣଙ୍କ…
ଭାଜପା ନେତାଙ୍କୁ ଭୁଜାଲିରେ ଆକ୍ରମଣ
ବାଲେଶ୍ବର ଅଫିସ ୧୧।୪: ବାଲେଶ୍ବର ଜିଲା ସୋର ଭାଜପାର ନଗରଉପସଭାପତିଙ୍କୁ ମଙ୍ଗଳବାର ଭୁଜାଲିରେ ଆକ୍ରମଣ କରାଯାଇଛି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭାଜପା ନଗର ଉପସଭାପତି ତଥା ପୌର ପରିଷଦର କାଉନସିଲରଙ୍କ ସ୍ବାମୀ…
୭ଦିନ ମଧ୍ୟରେ ସ୍ଥାୟୀ ପ୍ରତିକାର ଲାଗି ପ୍ରତିଶ୍ରୁତି
ନୀଳଗିରି, ୧୧।୪(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଏନ୍ଏସି ଅଧୀନ ରାଡ଼ାର ରାସ୍ତାରେ ହୋଇଥିବା ଭେଣ୍ଡିଂଜୋନରେ ବିକ୍ରିବଟାରେ ସମସ୍ୟା ନେଇ ବ୍ୟବସାୟୀମାନେ ଏନ୍ଏସି ଅଫିସ ଆଗରେ ଧାରଣା ଲାଗି ଚେତାବନୀ ଦେଇଥିଲେ। ସୋମବାର ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ନୀଳଗିରି…
ହାତୀ ଦ୍ୱାରା କ୍ଷତିଗ୍ରସ୍ତ ଜମି ପରିଦର୍ଶନ କଲେ ଭାଜପା ପ୍ରତିନିଧି
ରାଇବଣିଆ, ୧୧।୪: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଞ୍ଚଳରେ ହାତୀ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଜମିକୁ ଜଳେଶ୍ୱର ଭାଜପାର ଏକ ପ୍ରତିନିଧି ଦଳ ସୋମବାର ବୁଲି ଦେଖିବା ସହ ଚାଷୀଙ୍କୁ ଭେଟି ଆଲୋଚନା କରିଛନ୍ତି। ଗତ ୭ ତାରିଖରେ ଜଳେଶ୍ୱର ବ୍ଲକ…
ଆତଙ୍କ ଖେଳାଇଲେ ଝାଡ଼ଖଣ୍ଡୀ ହାତୀ
ରାଇବଣିଆ/ଜଳେଶ୍ୱର,୯।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍ ଶ୍ୟାମନଗର ପଞ୍ଚାୟତରେ ଶୁକ୍ରବାର ରାତିରେ ପଶ୍ଚିମବଙ୍ଗ ସୀମା ପଟୁ ୩୦ରୁ ଊଦ୍ଧର୍ବ ଝାଡ଼ଖଣ୍ଡୀ ହାତୀ ପଶି ପାଖପାଖି ୧୦୦ ଏକରରୁ ଊଦ୍ଧର୍ବ ଧାନ ଚାଷ ମାଡ଼ି ଦଳି ନଷ୍ଟ କରିଦେଇଛନ୍ତି। ରାଇବଣିଆ ଫରେଷ୍ଟ ରେଞ୍ଜ…
ଦେହରେ କିରୋସିନ ଢାଳି ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା
ବାଲେଶ୍ୱର ଅଫିସ/ସିମୁଳିଆ,୯ା୪(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମାର୍କୋଣା ଛକର କବିତା ପତ୍ରୀ(୫୦) ନାମକ ଜଣେ ମହିଳା ରବିବାର ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସିମୁଳିଆ ଓ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ…
କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ
ବାଲେଶ୍ୱର ଅଫିସ,୯ା୪: ପାରିବାରିକ ଗଣ୍ତଗୋଳ ସମାଧାନ କରିବାକୁ ଯାଇ ପୋଲିସକୁ ନିର୍ଘାତ ପ୍ରହାର କରିବାରୁ ମୁଣ୍ଡ ଫାଟି ଚେତା ଶୂନ୍ୟ ହୋଇଛନ୍ତି କନଷ୍ଟେବଳ ବାବୁ। କାଠ ଫାଳିଆରେ ମାରଣାନ୍ତକ ଆକ୍ରମଣ ଯୋଗୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାର୍ଥା ଫାଣ୍ତି…
ବାଲେଶ୍ୱର ମୁଖ୍ୟ ଗିରଫ, ରିମାଣ୍ଡରେ ଆଣି ଜେରା
ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍, ୮।୪: ଆମେରିକାରୁ ପରିଚାଳିତ ମୋବାଇଲ ଆପ୍ ‘କ୍ଲାଉଡ୍ ଫଟ୍’ରେ ଅଳ୍ପ ଟଙ୍କା ନିବେଶ କରି ଲକ୍ଷାଧିକ ଟଙ୍କା ପାଇବା ଆଶାରେ ଦେଶବ୍ୟାପୀ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଠକେଇର ଶିକାର ହୋଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ…
Archives


