ବାଲେଶ୍ୱର

ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିଛି: ରେଳ ମନ୍ତ୍ରୀ

ବାଲେଶ୍ୱର,୪।୬:ବାଲେଶ୍ୱର ବାହାନଗା ଦୁର୍ଘଟଣାର କାରଣ ଜଣାପଡିଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବେଷ୍ଣବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇଲୋକ୍ଟ୍ରନିକ୍‌ ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏପରି ଦୁର୍ଘଟଣା ଘଟିଛି। କବଚ ସହିତ ଏହି ଦୁର୍ଘଟଣା ସହ କୌଣସି…

ଆବାସରୁ ବଞ୍ଚିତ୍ତ ଦିବ୍ୟାଙ୍ଗ ଜମ୍ବୁ

ଚମ୍ପୁଆ, ୪।୬(ଡି.ଏନ୍‌.ଏ.): ରାଜ୍ୟ ସରକାର ଭିନ୍ନକ୍ଷମମାନଙ୍କୁ ସାମାଜିକ ସୁରକ୍ଷାରେ ସାମିଲ କରିବା ପାଇଁ ବିଭିନ୍ନ ଯୋଜନାମାନ କରିଛନ୍ତି। ଅଗ୍ରାଧିକାର ଭିତ୍ତିରେ ଦିବ୍ୟାଙ୍ଗମାନଙ୍କୁ ସହାୟତା ପ୍ରଦାନ ପାଇଁ ବହୁବିଧି ପଦକ୍ଷେପ ଗ୍ରହଣ କରାଯାଇଛି। ମାତ୍ର ଏହାର ଓଲଟା ପ୍ରତିବିମ୍ବ ଦେଖିବାକୁ ମିଳିଛି ଚମ୍ପୁଆ…

ଆଜି ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗାଠାରେ ଭୟାବହ ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ରବିବାର ଓଡ଼ିଶା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁର୍ଘଟଣାସ୍ଥଳର ସ୍ଥିତି ପରଖିବା…

ବିଭୀଷିକା

ଲହୁ ଓ ଲୁହରେ ଭିଜିଛି ବାହାନଗା ମାଟି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଏଠାରେ ଘଟିଥିବା ୩ ଟ୍ରେନ ଦୁର୍ଘଟଣା ୨୮ବର୍ଷର ରେକର୍ଡ ଭାଙ୍ଗିଛି। ଉଦ୍ଧାର କାର୍ଯ୍ୟକୁ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ତାହା ସରିନାହିଁ। ମୋଡ଼ିଭାଙ୍ଗି ହୋଇ…

ଟ୍ରେନ୍‌ ଦୁର୍ଘଟଣା: ବାଲେଶ୍ୱର ଡାକ୍ତରଖାନାରେ ରୋଗୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ବାଲେଶ୍ୱର ଅଫିସ,୩ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସନ୍ଧ୍ୟାରେ ବାଲେଶ୍ବର ଜିଲା ମୁଖ୍ୟ ଡାକ୍ତରଖାନାରେ ଟ୍ରେନ୍‌ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି। ଆହତ ଏବଂ ସେମାନଙ୍କ ସମ୍ପର୍କୀୟଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି…

ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ବାହାନଗା,୩ା୬(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲେଶ୍ବର ଜିଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳରେ ଶନିବାର ଅପରାହ୍ନରେ ଆସି ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଥିଲେ। ସେଠାରୁ…

ଟ୍ରେନ୍‌ ଦୁର୍ଘଟଣା ଆହତଙ୍କୁ ଭେଟିଲେ ରାଜ୍ୟପାଳ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଭେଟିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ୍‌। ବାଲେଶ୍ୱର ସୋରର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ସ୍ବାସ୍ଥ୍ୟବସ୍ଥା ଉପରେ ପଚାରି ବୁଝିଛନ୍ତି। ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପ୍ରଦାନ କରିବାକୁ ଡାକ୍ତରଙ୍କୁ ପରାମର୍ଶ ଦେଇଛନ୍ତି।

ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ କ୍ଷତିପୂରଣ ପ୍ରଦାନ କଲେ ରେଳ କର୍ମଚାରୀ

ସୋର,୩।୬: ବାହାନଗାରେ ଶୁକ୍ରବାର ହୋଇଥିବା ଟ୍ରେନ୍‌ ଦୁର୍ଘଟଣାରେ ୨୩୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯୦୦ରୁ ଉର୍ଦ୍ଧ ବ୍ୟକ୍ତି ଆହତ ହୋଇଛନ୍ତି। ତେବେ ଏନେଇ ସୋର ମେଡିକାଲରେ ରେଳ କର୍ମଚାରୀ ଆହତଙ୍କୁ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ଶୁକ୍ରବାର ରେଳ ମନ୍ତ୍ରୀ ଅଶ୍ୱିନି ବେଷ୍ଣବ…

ସ୍ଥାନୀୟ ଲୋକାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ସୋର,୩।୬(ଡି.ଏନ.ଏ):ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୂର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ସେଠାରେ ପହଞ୍ଚି ସେ ସ୍ଥିତି ଅନୁଧ୍ୟାନ କରିବା ସହ ସେ ସ୍ଥାନୀୟ ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି। ସ୍ଥାନୀୟ ଲୋକ ଦୂର୍ଘଟଣାସ୍ଥଳରେ ଆହତ…

ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ…

ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ: ସ୍ଥିତି ଅନୁଧ୍ୟାନ କଲେ, ଆହତଙ୍କୁ ଭେଟିଲେ

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ତଦାରଖ କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଘଟଣାସ୍ଥଳ ଅନୁଧ୍ୟାନ କରିବା…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି

ସୋର,୩।୬(ଡି.ଏନ.ଏ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚତ୍ଛି। ଏଥିସହ ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ହେବ ଜଣାପଡିଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?