ବାଲେଶ୍ୱର

ଘଟଣାସ୍ଥଳରେ ରାଜସ୍ବ ମନ୍ତ୍ରୀ, ଏମ୍‌ପି, ବିଧାୟକ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣା ବାବଦରେ ସେ ରେଳମନ୍ତ୍ରୀଙ୍କ ସହ ଆଲୋଚନା…

କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ…

ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ମେଡିକାଲରେ ୩୫୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ଗୁରୁତରଙ୍କ ମଧ୍ୟରୁ କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ। ପୁଣି ପ୍ରଚୁର…

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ ୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓ ୨ଟି ଜେନେରାଲ ବଗିକୁ ମିଶାଇ…

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ଆକଳନ କରାଯାଇ ପାରୁନାହିଁ ମୃତକଙ୍କ ସଂଖ୍ୟା

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ…

୪ ଅଫିସରଙ୍କୁ ବଡ଼ ଦାୟିତ୍ୱ: ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ଏବଂ ସିଆରସିଙ୍କୁ ନିର୍ଦ୍ଦେଶ

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ୍ ହୋଇଥିବା ଅନୁମାନ କରାଯାଉଛି। ମୃତକ ସଂଖ୍ୟା ୧୦କୁ ବୃଦ୍ଧି ଘଟିଛି।…

ରାସ୍ତା ନିର୍ମାଣ ପାଇଁ ୨ ବିଭାଗ ଟଣାଓଟରା

ଖଇରା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ଓଝାପୋଖରୀ-ଅଡା ଭାୟା ସାରଡାଙ୍ଗ ରାସ୍ତା ନିର୍ମାଣକୁ ନେଇ ସରକାରଙ୍କ ୨ବିଭାଗ ମଧ୍ୟରେ ଟଣାଓଟରା ଲାଗି ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ବଦଳରେ ପୂର୍ତ୍ତ ବିଭାଗ ଦ୍ୱାରା ରାସ୍ତା…

ସୁବର୍ଣ୍ଣରେଖାରେ ଗାଧୋଇବା ବେଳେ ବୁଡିଗଲେ

ଜଳେଶ୍ୱର/ରାଇବଣିଆ,୩୧ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ ପଞ୍ଚାୟତ ବିରିଶପୁର ଗାଁର ଚନ୍ଦନ ଦାସ(୨୨) ନାମକ ଜଣେ ଯୁବକ ସୁବର୍ଣ୍ଣରେଖା ନଦୀରେ ଗାଧୋଇବାକୁ ଯାଇ ପାଣିରେ ବୁଡିଯାଇଛନ୍ତି। ଖୋଜାଖୋଜି କରାଯାଇଥିଲେ ମଧ୍ୟ ତାଙ୍କ ପତ୍ତା ମିଳିନାହିଁ । ବନବିହାରୀଙ୍କ ଏକମାତ୍ର ପୁଅ…

୧୦ ବଦଳରେ ୨ ଡାକ୍ତର

ରାଇବଣିଆ, ୩୧।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଆଦିବାସୀ ଅଞ୍ଚଳରେ ଥିବା ୩୦ଶଯ୍ୟା ବିଶିଷ୍ଟ ହାତୀଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏଠାରେ ୧୦ ସ୍ଥାନରେ ଅଛନ୍ତି ମାତ୍ର ୨ ଡାକ୍ତର। ଏହାର ଅଧୀନରେ ୪ଟି ପ୍ରାଥମିକ…

ଅର୍ଥ ଆସୁନି, କାମ ଆଗଉନି

ବାଲେଶ୍ୱର ଅଫିସ, ୩୦।୫ (ମାନସ ବିଶ୍ୱାଳ): କୋଷ୍ଟାଲ ହାଇଓ୍ବେ ନିର୍ମାଣ ହେଲେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଷ୍ଟାଲ୍‌ ହାଇୱେ ନିର୍ମାଣ ପ୍ରକଳ୍ପ ଯୋଜନାର ଘୋଷଣା କରାଯାଇଥିଲା। ଏପରି…

ଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କଲେ ବାପା

ନୀଳଗିରି,୨୯।୫(ଡି.ଏନ୍‌.ଏ.): ନିଷ୍ପାପ ଶିଶୁ କନ୍ୟା ପ୍ରତି ନିଷ୍ଠୁର ହେଲେ ବାପା। ଝିଅକୁ ଦେଇଦେଲେ ବିଷ ଇଞ୍ଜେକଶନ। ଶିଶୁକନ୍ୟାକୁ ବିଷ ଇଞ୍ଜେକଶନ ଦେଇ ହତ୍ୟା ଉଦ୍ୟମ କରିଥିଲା ବାପା। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରିରେ। ଶ୍ବଶୁର ଘରେ ବାପା ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?