ବାଲେଶ୍ୱର

ବିନା ନିର୍ଦ୍ଦେଶନାମାରେ ଲୁଟୁଛନ୍ତି ଶାରୀଶୁଆ ପାହାଡ଼

ଖଇରା, ୨୯।୫: ବାଲେଶ୍ୱର ଜିଲା ଖଇରା ତହସିଲ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନ ଶାରୀଶୁଆ ପାହାଡରେ ଥିବା ପଥର ଖଣିଗୁଡିକ କାର୍ଯ୍ୟକ୍ଷମ ପାଇଁ ରାଜସ୍ବ ଏବଂ ଇସ୍ପାତ, ଖଣି ବିଭାଗ ତରଫରୁ ବିଧିବଦ୍ଧ ପ୍ରକ୍ରିୟା ଆରମ୍ଭ ନ ହେଉଣୁ…

ଅଘୋଷିତ ବିଦ୍ୟୁତ୍‌ କାଟ୍‌: କର୍ମଚାରୀଙ୍କୁ ଆକ୍ରମଣ

ନୀଳଗିରି,୨୯ା୫(ସ୍ବ.ପ୍ର.): ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ନୀଳଗିରି ଟାଟା ପାଓ୍ବାରର ନୀଳଗିରି ସେକ୍ସନ ଜେଇ ପାର୍ଥସାରଥୀ ବାରିକଙ୍କୁ ମାଡ଼ ହୋଇଛି। ଏକ ବିବାହ ଭୋଜି ଖାଇ ଫେରିବା ବେଳେ ତାଙ୍କୁ ୧୦ରୁ ୧୨ ଜଣ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।…

ଜେଲରୁ ବାହାରିଲେ, ଗିରଫ ହେଲେ

ବାଲେଶ୍ୱର ଅଫିସ,୨୮ା୫: ଏକକାଳୀନ ସର୍ବାଧିକ ପରିମାଣର ବ୍ରାଉନ୍‌ସୁଗାର ଜବତ କରି ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଜଣେ ଆନ୍ତଃରାଜ୍ୟ ବ୍ରାଉନ୍‌ସୁଗାର ବେପାରୀଙ୍କ ସହ ଅରଡ଼ବଜାର ଅଞ୍ଚଳର ୫ ଅଭିଯୁକ୍ତଙ୍କୁ ଗିରଫ କରି ୨୦୨୨ ମେ’ ୨୮ରେ କୋର୍ଟଚାଲାଣ କରିଥିଲା। ଶନିବାର ହାଇକୋର୍ଟଙ୍କ…

ଉପରମୁଣ୍ଡରେ ଅପବ୍ୟବହାର, ତଳମୁଣ୍ଡରେ ହାହାକାର

ଖଇରା,୨୭ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରେ ଥିବା ପାନୀୟଜଳ ପ୍ରକଳ୍ପ ସମସ୍ତ ଗ୍ରାମବାସୀଙ୍କ ଶୋଷ ମେଣ୍ଟାଇପାରୁନାହିଁ। ପାହାଡ଼ ପାଦଦେଶରେ ଥିବା ଏହି ଅଞ୍ଚଳରେ ଜଳସ୍ତର ବହୁ ତଳେ ଥିବାରୁ ଠିକ୍‌ ଭାବେ ପମ୍ପିଂ ହୋଇପାରୁନି। ଉପରମୁଣ୍ଡର ଲୋକେ…

ହତ୍ୟା ମାମଲାରେ ଦୋଷୀଙ୍କୁ ଅଜୀବନ ଜେଲ

ବାଲେଶ୍ୱର ଅଫିସ,୨୬।୫: ବାଲେଶ୍ୱର ଏସ୍‌ସି ଆଣ୍ଡ ଏସ୍‌ଟି କୋର୍ଟର ସ୍ବତନ୍ତ୍ର ଜଜ୍‌ ଲିଲିପ୍ତା ପଶାୟତ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ…

ଡହ ଡହ ଖରାରେ କାମ କରୁଛନ୍ତି ଶ୍ରମିକ

ବାଲେଶ୍ୱର ଅଫିସ,୨୬।୫: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ ମାନୁନାହାନ୍ତି କିମ୍ବା ଠିକାଦାରମାନେ ନିୟମ…

ବଜ୍ରପାତରେ ଜଳିଗଲା ଘର, ଜଣଙ୍କର ମୃତ୍ୟୁ

ଚାନ୍ଦବାଲି,୨୪ା୫(ଡି.ଏନ୍‌.ଏ.): ବୁଧବାର ଅପରାହ୍ନରେ ହୋଇଥିବା ଅଦିନିଆ କାଳବୈଶାଖୀରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଜଳେଶ୍ବରପୁର ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଇଛାପୁର ଗ୍ରାମର କାଳନ୍ଦୀ ମହାନ୍ତିଙ୍କ ପୁଅ ଅଜୟ(୩୯) ପାଖ ବିଲରୁ ଚାଷକାର୍ଯ୍ୟ ସାରି ଫେରୁଥିବା ସମୟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର…

ଜଳେଶ୍ୱର ଝିଅ ରଶ୍ମିଙ୍କ କମାଲ

ଜଳେଶ୍ୱର, ୨୪।୫(ଡି.ଏନ୍‌.ଏ): ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡପିମ୍ପଳ ଗାଁର ଝିଅ ରଶ୍ମି ପ୍ରଧାନ ସର୍ବଭାରତୀୟ ସ୍ତରରେ ୪୦୫ ର଼୍ୟାଙ୍କ ରଖି ସଫଳତା ହାସଲ କରିଛନ୍ତି। ରଶ୍ମିଙ୍କ ବାପା ରାଧାଶ୍ୟାମ ଭୁବନେଶ୍ୱରର ଭୂତଳଜଳ ଉନ୍ନୟନ ବିଭାଗର…

କୋର୍ଟ କାର୍ଯ୍ୟକ୍ଷମରେ ବିଳମ୍ବ, ବଢୁଛି ଅସନ୍ତୋଷ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମ୍‌ଏଫସି କୋର୍ଟ ପାଇଁ ସମସ୍ତ କାର୍ଯ୍ୟ ଶେଷ ପରେ ଏହା ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଏଠାରେ କୋର୍ଟ…

ଦୁଇ ରାଜ୍ୟ ମଧ୍ୟରେ ବାନ୍ଧିଛି ସମ୍ପର୍କର ସେତୁ

ଭୋଗରାଇ, ୨୩l ୫ (ଡି. ଏନ. ଏ. ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ମାନକୁଣ୍ଡା ହାଟ ଖେଳପଡିଆରେ ଓଡିଶା ଓ ପଶ୍ଚିମବଙ୍ଗ ମୈତ୍ରୀ ଉତ୍ସବ କମିଟି ପକ୍ଷରୁ ମୈତ୍ରୀ ଉତ୍ସବ ଉଦ୍‌ଘାଟିତ ହୋଇଛି। ଏହି ଉତ୍ସବକୁ ରାଜସ୍ବ ବିଭାଗର…

ପ୍ରଶାସନ ଶୁଣିଲାନି, ରାସ୍ତା ତିଆରି କଲେ ଗ୍ରାମବାସୀ

ଲଙ୍ଗଳେଶ୍ୱର,୨୨।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ସାଉଡ଼ି ପଞ୍ଚାୟତର ମନସା ଛକ ରାସ୍ତାକୁ ଗ୍ରାମବାସୀ ନିଜ ଉଦ୍ୟମରେ ତିଆରି କରିଛନ୍ତି। ଜଣେ ପୂର୍ବତନ ସରପଞ୍ଚ କଂକ୍ରିଟ୍‌ ରାସ୍ତାକୁ ବିଳମ୍ବିତ ରାତିରେ ଜେସିବି ଲଗାଇ ଉଚ୍ଛେଦ କରିଦେବା ପରେ ଦୀର୍ଘ ମାସ…

ଅସାବଧାନତାରୁ ଯାଉଛି ଜୀବନ

ବାଲେଶ୍ୱର ଅଫିସ,୨୨ା୫: ଦିନକୁ ଦିନ ବଢୁଛି ରେଳ ଲାଇନ୍‌ ଉପରେ ଦୁର୍ଘଟଣା। ରେଳ ବିଭାଗ ତରଫରୁ ନିଆଯାଇଥିବା ନିୟମ କାନୁନ୍‌କୁ ମାନୁନାହାନ୍ତି ଲୋକମାନେ। ରେଳ ଫାଟକ ପଡ଼ିଥିବାବେଳେ କାନରେ ମୋବାଇଲ୍‌ ଲଗାଇ ପାର୍‌ ହେବା ଏବଂ ରେଳ ଲାଇନ ଡେଇଁ ପ୍ଲାଟଫର୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?