ବାଲେଶ୍ୱର

ବାଲେଶ୍ୱରରୁ ଚାନ୍ଦିପୁର ଚାଲିଲା ‘କ୍ରୁଜ୍‌’

ବାଲେଶ୍ୱର ଅଫିସ, ୧୪।୩: ବାଲେଶ୍ୱର ବୁଢ଼ାବଳଙ୍ଗ ନଦୀର ବାଲିଘାଟ ନିକଟରେ ଏକ ସୁସଜ୍ଜିତ ଓ ବିଳାସପୂର୍ଣ୍ଣ ଲଞ୍ଚ ‘କ୍ରୁଜ୍‌’ର ଶୁଭ ଉଦ୍‌ଘାଟନ ହୋଇଛି। ଏହି ଲଞ୍ଚ ପ୍ରତିଦିନ ଅପରାହ୍ନ ୪ଟାରେ ବାଲିଘାଟଠାରୁ ଚାନ୍ଦିପୁର ପର୍ଯ୍ୟନ୍ତ ଯାତ୍ରା କରିବ। ପର୍ଯ୍ୟଟକଙ୍କ ନଦୀ ଭିତରେ…

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର

ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା ପାଇଁ…

ଜେସିବି ଲଗାଇ ଖୋଳିଦେଲେ ଗ୍ରାମବାସୀ

ଖଇରା,୧୪।୩(ଡି.ଏନ.ଏ.):ବାଲେଶ୍ୱରରୁ କେନ୍ଦୁଝରକୁ ସଂଯୋଗ କରୁଥିବା ପଦୁନା-ତାଳକୁରୁଆ, ଦୋମୁହାଁଣି ଆର୍‌ଡି ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଗତ ୧ବର୍ଷ ଧରି ବିଭିନ୍ନ ଗ୍ରାମର ଅଧିବାସୀ ଜିଲାପାଳ, ନିର୍ବାହୀ ଯନ୍ତ୍ରୀଙ୍କଠାରେ ବାରମ୍ବାର ଅଭିଯୋଗ କରିଆସୁଛନ୍ତି । କଂକ୍ରିଟ ଓ ପିଚୁ କାମ…

ଯୁକ୍ତ୨ ପାସ୍‌ କରାଇବା ନାଁରେ ଟଙ୍କା ଠକେଇ

ବାଲେଶ୍ୱର ଅଫିସ, ୧୪ା୩:ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମାର୍କ ବଢ଼ାଇବା ଓ ପାସ୍‌ କରାଇଦେବାର ପ୍ରତିଶ୍ରୁତି ଦେଇ ବହୁ ଲକ୍ଷ ଟଙ୍କା ଲୁଟୁଥିବା ବାଲେଶ୍ୱର ସଦର ଥାନା ଖାନ୍‌ନଗର ଅଞ୍ଚଳର ପ୍ରଦୀପ ଦାସ ନାମକ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ…

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର କ୍ୟାଶିୟର

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଆଇଟିଆଇ ଛକସ୍ଥିତ ଜଳସେଚନ ବିଭାଗ କାର୍ଯ୍ୟାଳୟର କ୍ୟାଶିୟର ପ୍ରଦୀପ କୁମାର ରାଉତ ସୋମବାର ସନ୍ଧ୍ୟାରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଳେଶ୍ୱର ଅଞ୍ଚଳର ଠିକାଦାର ଲୋକନାଥ ଜେନାଙ୍କ ଜମା ଟଙ୍କା ଫେରାଇ ଦେବା ପାଇଁ…

ଟଙ୍କା ହେରଫେର : ପୋଷ୍ଟମାଷ୍ଟର ଅଟକ

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଆମ୍ବଡ଼ିହା ନିକଟ ବାହାଳ ପୋଷ୍ଟଅଫିସରେ ପୋଷ୍ଟମାଷ୍ଟର ସୁନୀଲ ପଣ୍ଡା ଅଧକୋଟିରୁ ଊଦ୍ଧର୍‌ବ ଟଙ୍କା ହେରଫେର କରିଥିବା ନେଇ ଗ୍ରାହକମାନେ ପୋଷ୍ଟ ଅଫିସରେ ଅଟକ ରଖିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି। ପାଖାପାଖି ୧୦ଖଣ୍ଡ ଗାଁର…

ଗୋରୁ ଖାଉଛନ୍ତି ମୋ ଛତୁଆ

ଭୋଗରାଇ, ୧୩ା୩(ଡି.ଏନ.ଏ.): ରାଜ୍ୟ ସରକାର ଶିଶୁ, ପ୍ରସୂତି ଓ ଗର୍ଭବତୀଙ୍କ ସୁସ୍ବାସ୍ଥ୍ୟ ପାଇଁ ପୁଷ୍ଟିଯୁକ୍ତ ଖାଦ୍ୟ ଛତୁଆ, ଲଡ଼ୁ ଓ ସୁଜି ଆଦି ସୁଷମ ଖାଦ୍ୟସାମଗ୍ରୀ ବିନା ଶୁଳ୍କରେ ସମନ୍ବିତ ଶିଶୁ ମହିଳା ବିକାଶ ବିଭାଗକୁ ସୁଚାରୁ ରୂପେ ବଣ୍ଟନ ଦାୟିତ୍ୱ…

ଜଳୁଛି କୁଲଡ଼ିହା, ଦେବଗିରି

ନୀଳଗିରି/ସୋର, ୧୩।୩(ସ୍ବ.ପ୍ର./ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ଓ ସୋର ତହସିଲ ଅଧୀନ ଦେବଗିରି ପାହାଡ଼ରେ ନିଆଁ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି ବନବିଭାଗ। ଆଜକୁ ୩ଦିନ ହେବ ନିଆଁ ଲାଗି କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫…

ଲିଭୁନି ନିଆଁ, ବର୍ଷା ଭରସା

ବାରିପଦା ଅଫିସ,୧୨।୩:  ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଜଳୁଛି। ନିଅଁା ଓ ଧୂଅଁାରେ ପରିବେଶ ଅସ୍ବାସ୍ଥ୍ୟକର ହୋଇପଡ଼ିଛି। ଅଭୟାରଣ୍ୟକୁ ଧ୍ୱଂସ କରିବା ପାଇଁ ଯୋଜନାକାରୀଙ୍କ ବିରୋଧରେ ବିଭାଗ ନୀରବଦ୍ରଷ୍ଟା ସାଜିଛି। ଶନିବାର ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ…

ନିଶା ଦେଇ ଯୁବତୀଙ୍କୁ ବଳାତ୍କାର

ନୀଳଗିରି,୧୨।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ନିଶା ଦେଇ ବଳାତ୍କାର କରାଯିବା ଚର୍ଚ୍ଚାର ବିଷୟ ହୋଇଛି। ବଳାତ୍କାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ ନିସ୍ତୁକ ମାଡ଼ମାରି ପୋଲିସ ଜିମା ଦେଇଛନ୍ତି। ନୀଳଗିରି ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଅଟକ ରଖି…

ଜଳିଗଲା ୧୭ ବଖରା

ବସ୍ତା,୧୨।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ବିଦ୍ୟାଧରପୁର ଗ୍ରାମରେ ଶନିବାର ନିଅଁା ଲାଗି ୯ ପରିବାରର ୧୭ ବଖରା ଘର ପୋଡ଼ିଯାଇଛି। ସୂଚନା ଅନୁଯାୟୀ, ଅପରାହ୍ନ ୨ଟା ୩୦ ମିନିଟ୍‌ ସମୟରେ ବିଦ୍ୟୁତ୍‌ ଶର୍ଟ ସର୍କିଟ ଯୋଗୁ ପ୍ରଥମେ ଏସ୍‌କେ ମନୁଆରଙ୍କ…

ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଲେ ଜିନା-ରୁଦ୍ର

ବାଲେଶ୍ୱର ଅଫିସ,୧୧।୩: ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ଅଭିନେତ୍ରୀ ସ୍ବାତୀ ସାମଲ(ଜିନା) ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ଶନିବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ବାଲେଶ୍ୱର ସହରସ୍ଥିତ ହୋଟେଲ ରୟାଲ କୁଇନ୍‌ଠାରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri