ରାତିରେ ଚାଲିଛି ମୋରମ ଲୁଟ୍
ରୂପସା, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ତହସିଲ ରୂପସା ଥାନା ଅଧୀନ ଗଡ଼ପଦା ପଞ୍ଚାୟତ ଅଧୀନ କେନ୍ଦୁଡ଼ାଙ୍ଗିରି ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଏମ୍ଜିଏନ୍ଆର୍ଇଜିଏସ୍ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ରାଜସ୍ବ ବିଭାଗ, ପୋଲିସ ପ୍ରଶାସନ ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ…
ଖଇରା ମାଟିରେ ବ୍ରକୋଲି ଚାଷ
ଖଇରା,୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ସଞ୍ଚୟିକା ମହାସଂଘର ସଦସ୍ୟମାନେ ସ୍ବାବଲମ୍ବୀ ହେବା ଲକ୍ଷ୍ୟରେ ଚଳିତବର୍ଷ ୨ଟି ସ୍ଥାନରେ ବ୍ରକୋଲି ଚାଷ ଆରମ୍ଭ ହୋଇଛି। ଖଇରା ପଞ୍ଚାୟତ କାର୍ଯ୍ୟାଳୟ ଓ ବିଷ୍ଣୁପୁର ଗ୍ରାମରେ ସ୍ବୟଂ ସହାୟିକା ଗୋଷ୍ଠୀ ପ୍ରଥମ କରି ମାଟିରେ…
ଜାଲରେ ପଡ଼ିଲା ୨ କୁଇଣ୍ଟାଲ ଓଜନର ସାମୁଦ୍ରିକ କଉ
ଭୋଗରାଇ, ୧୬ା୨(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଏକ ବିରଳ ପ୍ରଜାତିର କଉ ମାଛ ଜାଲରେ ପଡିଛି। ଟ୍ରଲର ମାଲିକ ଏହି ବିରଳ ମାଛକୁ ଦୀଘା ମୁହାଣ ମାଛ ମାର୍କେଟକୁ ବିକ୍ରି ପାଇଁ ଆଣିଥିଲେ।…
ସ୍ତ୍ରୀ ଓଢଣୀରେ ଫାଶୀ ଲଗାଇଲେ ସ୍ବାମୀ
ପାଟଣା,୧୪।୨(ସ୍ବ.ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକ ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଲହରୁ ସ୍ତ୍ରୀର ଓଢଣୀରେ ଘର ଭିତରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ହେଲେ…
ତେଜିଲେ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ
ବାଲେଶ୍ୱର ଅଫିସ, ୧୪।୨: ବାଲେଶ୍ୱର ଜିଲାରେ ବିଭିନ୍ନ ଚିଟ୍ଫଣ୍ଡ କମ୍ପାନୀରେ ଟଙ୍କା ଜମା ରଖି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଟଙ୍କା ଫେରସ୍ତ ପାଇଁ ‘ଆର୍ଥତ୍କ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ’ ମାଧ୍ୟମରେ ୫ଦିନ ଧରି ଜିଲାର ବିଭିନ୍ନ ତହସିଲ ଅଫିସ୍…
ରାଜରାସ୍ତାକୁ ଓହ୍ଲାଇବେ ଜୁନିୟର ଶିକ୍ଷକ
ଜଳେଶ୍ୱର, ୧୩ା୨(ଡି.ଏନ୍.ଏ.): ଗତ ୪ ମାସ ତଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମାଟିରୁ ଚୁକ୍ତିଭିତ୍ତିକ ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିବା ବେଳେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ କାର୍ଯ୍ୟରତ ପ୍ରାୟ ୧୩ହଜାର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ଚୁକ୍ତିଭିତ୍ତିରେ ଓ ସ୍ବଳ୍ପ ଦରମାରେ…
ବାକି ପଇସାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା
ବସ୍ତା, ୧୩।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ସାମାନ୍ୟ ବାକି ପଇସାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ସଦାନନ୍ଦପୁର ଗ୍ରାମର ଅଜୟ ବାରିକ(୩୦)। ପୋଲିସ ସୂଚନା ଅନୁଯାୟୀ,…
ସୋରିଷ କ୍ଷେତ ବୁଲି ଦେଖିଲେ ମୁଖ୍ୟ ଶାସନ ସଚିବ
ବାଲେଶ୍ୱର ଅଫିସ, ୧୨।୨: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ ସିମୁଳିଆ ବ୍ଲକର ମଇତାପୁର ପଞ୍ଚାୟତ ଗସ୍ତ କରି ସେଠାରେ ମିଶନଶକ୍ତି ମା’ ମାନଙ୍କ…
ସାର୍ଟିଫିକେଟ ଥାଇ ମିଳୁନି ଲାଇସେନ୍ସ
ବାଲେଶ୍ୱର ଅଫିସ, ୧୨।୨: ୨୦୧୭-୧୮ରେ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ଲ’ ବିଭାଗ ଅଧୀନରେ ୫ବର୍ଷୀୟା ଇଣ୍ଟିଗ୍ରେଟେଡ୍ ପାଠ୍ୟକ୍ରମରେ ନାମ ଲେଖାଇଥିବା ଛାତ୍ରୀଛାତ୍ରମାନେ ଏବେ ଅଡ଼ୁଆରେ ପଡ଼ିଛନ୍ତି। ବିଶ୍ୱବିଦ୍ୟାଳୟର ତ୍ରୁଟି ପାଇଁ ଛାତ୍ରୀଛାତ୍ରମାନେ ସାର୍ଟିଫିକେଟ ପାଇ ମଧ୍ୟ ବାର୍ କାଉନ୍ସିଲ ଲାଇସେନ୍ସ ପାଇବାରୁ…
ଦୃଢ଼ କାର୍ଯ୍ୟାନୁଷ୍ଠାନ ନ ହେଲେ ଚରମ ନିଷ୍ପତ୍ତି
ଖଇରା,୧୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମର କିଛି ଅସାମାଜିକ ଯୁବକ ଗତ ୫ ଓ ୬ତାରିଖ ଦିନ ତୁଡ଼ିଗଡ଼ିଆ ବଜାରର ବ୍ୟବସାୟୀ, ବଜାର କମିଟିର କର୍ମକର୍ତ୍ତା ତଥା ଗ୍ରାହକମାନଙ୍କୁ ଆକ୍ରମଣ କରିବା ସହିତ ହତ୍ୟା ଧମକ ଦେଇଥିଲେ। ଏନେଇ…
ବିଦ୍ୟୁତ୍ ସଂସ୍ପର୍ଶରେ ଶିକ୍ଷକଙ୍କ ପ୍ରାଣଗଲା
ରୂପ୍ସା,୧୦।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ କାଟୁଳିଡ଼ିହା ଗ୍ରାମରେ ଶୁକ୍ରବାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ମୃତ ଶିକ୍ଷକ ହେଲେ ଅନିରୁଦ୍ଧ ପାଣିଙ୍କ ପୁତ୍ର ହେମନ୍ତ କୁମାର ପାଣି (୪୪)। ଭୋର ସମୟରେ ସେ…
ଦୀଘା ଉପକୂଳ ଅଲିଭରିଡ୍ଲେଙ୍କ ମୃତ୍ୟୁ ଉପତ୍ୟକା
ଭୋଗରାଇ,୧୦।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୀମାନ୍ତ ଦୀଘା ଉପକୂଳ ଏବେ ଅଲିଭ ରିଡ୍ଲେଙ୍କ ମୃତ୍ୟୁ ଉପତ୍ୟକା ପାଲଟିଛି। ଶତାଧିକ ଟ୍ରଲର ଓଡ଼ିଶା ଜଳରାଶି ମଧ୍ୟକୁ ଅବାଧରେ ପଶିବା ଓ ବାଲେଶ୍ୱର ଜିଲା କୀର୍ତ୍ତନିଆ ସହିତ ବାହାବଳପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ବହୁ ମାଛଧରା…
Archives


