ଚାଷୀଙ୍କୁ କଲବଲ କରୁଛି ପ୍ରଶାସନ
ଖଇରା,୧୦।୨ (ଉତ୍କଳବନ୍ଧୁ ପଣ୍ଡା): କେତେଜଣ ମିଲରଙ୍କ ଅସହଯୋଗ ତଥା ସରକାରୀ ଉଦାସୀନତା କାରଣରୁ ଚଳିତବର୍ଷ ବିଭିନ୍ନ ମଣ୍ଡିରେ ଧାନକିଣାରେ ଅବ୍ୟବସ୍ଥା ଦେଖିବାକୁ ମିଳୁଛି। ଏଭଳିକି ପଶ୍ଚିମବଙ୍ଗ ଓ ଆନ୍ଧ୍ର ବ୍ୟବସାୟୀ ଲୋଲୁପ ଦୃଷ୍ଟିରୁ ବର୍ତ୍ତି ଯେତିକି ଚାଷୀ ଧାନ ଦେଉଛନ୍ତି ଟଙ୍କା…
ଜିଲା ଶିଶୁ ସୁରକ୍ଷା ଅଧିକାରୀ ବହିଷ୍କୃତ
ବାଲେଶ୍ୱର ଅଫିସ, ୧୦ା୨:ବାଲେଶ୍ୱର ସହର ସହଦେବଖୁଣ୍ଟା ବସ୍ଷ୍ଟାଣ୍ଡ ନିକଟସ୍ଥ ଉତ୍କଳ ବାଳାଶ୍ରମରେ ଆର୍ଥିକ ଅନିୟମିତତା ଅଭିଯୋଗରେ ଦାୟିତ୍ୱରେ ଥିବା ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଯୁବକ ମାଝିଙ୍କୁ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଚାକିରିରୁ…
ପରଲୋକରେ ଯାତ୍ରା କିମ୍ବଦନ୍ତୀ ଯଦୁ ପଣ୍ଡା
ସୋର, ୯ା୨(ଡି.ଏନ.ଏ.): ଦୀର୍ଘ ୬ଦଶନ୍ଧି ଧରି ଓଡ଼ିଆ ଯାତ୍ରା ଜଗତର ଆଗଧାଡ଼ିର କଳାକାର ଭାବେ ନେତୃତ୍ୱ ନେଇଥିବା କିମ୍ବଦନ୍ତୀ ପୁରୁଷ ଯଦୁ ପଣ୍ଡା(୮୩)ଙ୍କର ବୁଧବାର ଅପରାହ୍ନରେ ସୋର ବ୍ଲକ ମହୁମୁହାଣ ଶାସନସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ସେ ଦୁର୍ଘଟଣାର ଶିକାର ହେବା…
‘ଅପରେଶନ୍ ସ୍ୟାଣ୍ଡ୍ ଷ୍ଟର୍ମ’
ବାଲେଶ୍ୱର ଅଫିସ/ବସ୍ତା (ଡି.ଏନ.ଏ.),୭।୨: ବାଲେଶ୍ୱର ଜିଲା ପୋଲିସ ପକ୍ଷରୁ ବାଲିଚୋରାଚାଲାଣକାରୀଙ୍କ ବିରୋଧରେ ଆରମ୍ଭ ହୋଇଥିବା ‘ଅପରେଶନ୍ ସ୍ୟାଣ୍ଡ୍ ଷ୍ଟର୍ମ’ର ତୃତୀୟ ଦିନ ସୁଦ୍ଧା ନୀଳଗିରି ଅଞ୍ଚଳର ସୋନ ନଦୀରୁ ବେଆଇନ ବାଲି ଉତ୍ତୋଳନ କରି ୬ଟି ବାଲି ବୋଝେଇ ଟ୍ରାକ୍ଟର ସହ…
ସୁବର୍ଣ୍ଣରେଖା ସଇରାତରେ ୧୪୪ ଧାରା ଜାରି
ଜଳେଶ୍ୱର, ୭ା୨(ଡି.ଏନ.ଏ.): ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିଲାଲ ଚଭନଙ୍କ ଉପରେ ବାଲି ଚୋରାଚାଲାଣକାରୀଙ୍କ ଆକ୍ରମଣ ପରେ ଜିଲା ପ୍ରଶାସନ ତତ୍ପର ହୋଇପଡିଛି। ସୋମବାର ସୁବର୍ଣ୍ଣରେଖା ନଦୀର ବାଲି ସଇରାତଗୁଡିକରେ ୧୪୪ ଧାରା ଜାରି କରିବା ସହିତ ନାଲି ପତାକା ଲଗାଇଛି। ଅନ୍ୟପକ୍ଷରେ…
ଚିଟ୍ଫଣ୍ଡ ଠକେଇ: ରାଜ ଗଡସନ୍ ଏମ୍ଡିଙ୍କୁ ୫ବର୍ଷ ଜେଲ
ବାଲେଶ୍ୱର ଅଫିସ, ୭।୨:ବାଲେଶ୍ୱର ଚିଟ୍ଫଣ୍ଡ ଅଦାଲତର ବିଚାରପତି ବିଶ୍ୱଜିତ୍ ଦାସ ଏକ ଠକେଇ ମାମଲାର ବିଚାର କରି ରାଜ ଗଡସନ୍ ସର୍ଭିସେସ୍ ପ୍ରାଇଭେଟ୍ ଲିମିଟେଡ୍ର ଏମ୍ଡି ଜଗଦୀଶ ମିଶ୍ରଙ୍କୁ ୫ବର୍ଷ ଜେଲ୍ଦଣ୍ଡ ସହ ୩ଲକ୍ଷ ୮୧ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।…
ଗୋଚର ଜମିରେ ପୋଖରୀ ଖନନ
ରୂପସା, ୬।୨(ଡି.ଏନ.ଏ.):ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅଧୀନ ଚଷାଖଣ୍ଡ ପଞ୍ଚାୟତ ପଦାବଡ଼ଗଁା ଗ୍ରାମରେ ବେଆଇନ ପୋଖରୀ ଖନନ ଯୋଗୁ ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ହାଇସ୍କୁଲ ନିକଟରେ ଥିବା ଗୋଚର ଜମି ଓ ସର୍ବସାଧାରଣ ରାସ୍ତାରେ ହେଉଥିବା ଏମ୍ଜିଏନ୍ଆର୍ଇଜିଏ ଯୋଜନାରେ ଏହି…
ଅଭୟାରଣ୍ୟ ଅଞ୍ଚଳରେ ବେଆଇନ ଇଟାଭାଟି
ନୀଳଗିରି, ୬।୨(ସ୍ବ.ପ୍ର.):ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡ଼ିହା ଇକୋ ସେନସିଟିଭ୍ ଜୋନ୍ (ଜୈବ ସମ୍ବେଦନଶୀଳ ଅଞ୍ଚଳ) ଭିତରେ ଏକାଧିକ ବେଆଇନ ଇଟାଭାଟି ଚାଲିଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡ଼ିହା ଅଭୟାରଣ୍ୟ ଓ…
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ଛୁଆ ସହ ମା’ ଭାଲୁର ଜୀବନ
ନୀଳଗିରି,୫।୨(ସ୍ବ ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଅଧୀନ ଅଯୋଧ୍ୟା ମିତ୍ରପୁର ରାସ୍ତା ପାଟଣାଠାରେ ରବିବାର ଅଜଣା ଗାଡି ଧକ୍କାରେ ୨ ଛୁଆ ସହ ମା’ ଭାଲୁର ମୃତ୍ୟୁ ଘଟିଛି। ଭୋର ସମୟରେ ୨ ଛୁଆ ସହ ମା’ ଭାଲୁ…
ଧାରଣାରେ ବସିଲେ ବିଧାୟକ
ନୀଳଗିରି, ୫।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଦେଇଯାଇଥିବା ସେରଗଡ଼-ନୀଳଗିରି-ଝରଣାଘାଟି ୧୯ନଂ. ରାଜ୍ୟ ରାଜପଥ ଖାଲଖମାପୂର୍ଣ୍ଣ ହୋଇଥିବାରୁ ଯାତାୟାତ କରିବା ବିପଦପୂର୍ଣ୍ଣ ହୋଇପଡ଼ିଛି ା ଉକ୍ତ ରାସ୍ତାର ପ୍ରଶସ୍ତୀକରଣ ପାଇଁ ୮୦କୋଟି ଟଙ୍କା ଅର୍ଥ ମଞ୍ଜୁର କରାଯାଇଥିବା ବେଳେ ବାଲେଶ୍ୱର ପୂର୍ତ୍ତ ବଭାଗ…
ଉପଜିଲାପାଳଙ୍କୁ ଆକ୍ରମଣ ଘଟଣା: ୩ ମହିଳାଙ୍କ ସମେତ ୧୧ ଗିରଫ
ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଶୁକ୍ରବାର ଉପଜିଲାପାଳ କୁନାଲ ମୋତିରାମ ଚଭନ ଓ ତାଙ୍କ ଡ୍ରାଇଭର ଗଗନ ବିହାରୀ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ମହିଳାଙ୍କ ସମେତ ୧୧ ଜଣଙ୍କୁ…
ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’
ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିରାମ ଚଭନଙ୍କୁ ଆକ୍ରମଣ ପରେ ବାଲି ଚୋରା ଚାଲାଣକାରୀଙ୍କୁ ସାବାଡ୍ କରିବା ଲାଗି ଆକ୍ସନ ମୁଡ୍ରେ ଉଭୟ ପ୍ରଶାସନ ଓ ପୋଲିସ। ମୋରମ, ପଥର, ବାଲି ଓ ମାଟି ଚୋରା ଚାଲାଣକାରୀଙ୍କ ଉପରେ…
Archives


