ବାଲେଶ୍ୱର

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ପ୍ରଧାନମନ୍ତ୍ରୀ ଆବାସ

ବାଲେଶ୍ୱର ଅଫିସ,୨୦।୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଦହପଡ଼ା ପଞ୍ଚାୟତରେ ଅଯୋଗ୍ୟ ହିତାଧିକାରୀଙ୍କ ନାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାମ ଥିବା ନେଇ ଅଞ୍ଚଳବାସୀ ଗୁରୁବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଉକ୍ତ ପଞ୍ଚାୟତର ଦହପଡ଼ା, କଣ୍ଟାବଣିଆ, ଗମ୍ଭାରିଆ, କାଶିମପୁର,…

୪ମାସର ଶିଶୁକୁ ହତ୍ୟାକରି ଫିଙ୍ଗିଦେଲେ

ଖଇରା/ସୋର, ୨୦ା୧(ଡି.ଏନ.ଏ.):ବାଲେଶ୍ୱର ଜିଲା ଖଇରା ଥାନା ଗଗନଧୂଳି ପଞ୍ଚାୟତ ଅଧୀନ ପାଣିସିଆଳି ଗ୍ରାମର ଜଣେ ୪ମାସ ଶିଶୁପୁତ୍ରକୁ ହତ୍ୟା କରି ବିଲ ମଝିକୁ ଫିଙ୍ଗି ଦିଆଯାଇଛି। ଶିଶୁଟିର କ୍ଷତବିକ୍ଷତ ମୃତଦେହ ଗୁରୁବାର ସନ୍ଧ୍ୟାରେ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ଦାଣ୍ଡରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କୁ ଅପହରଣ

ଔପଦା,୧୯।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ଥାନା ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ଗ୍ରାମରୁ ୧୭ ତାରିଖରେ ୧ ବର୍ଷ ୮ ମାସର ଶିଶୁପୁତ୍ରଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।…

ଅଳ୍ପ କେଇଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚତ୍ବ ଡାକୋଟା

ବାଲେଶ୍ୱର ଅଫିସ, ୧୮।୧: ବିଜୁ ପଟ୍ଟନାୟକଙ୍କ ସ୍ମୃତି ଡାକୋଟା ଭିଟି-ଏୟୁଆଇ ବିମାନ ବୁଧବାର ପୂର୍ବାହ୍ନରେ ଓଡ଼ିଶାକୁ ଫେରିଛି। ସକାଳେ ଲକ୍ଷ୍ମଣନାଥ ଟୋଲଗେଟ୍‌ ଦେଇ ୩ଟି ଲରିରେ ଜଳେଶ୍ବରରେ ପହଞ୍ଚିଥିଲା। ଆଉ କିଛି ଘଣ୍ଟା ପରେ ଭୁବନେଶ୍ବରରେ ପହଞ୍ଚିବ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ…

ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଘାଟିତ

ସିମୁଳିଆ,୧୮।୧(ଡି.ଏନ୍‌.ଏ.): ଓଡିଶା ରାଜ୍ୟ ବିଦ୍ୟାଳୟ ସମୂହ ଖୋ-ଖୋ, ସଫ୍ଟବଲ ଓ ଟେନିକଏଟ ପ୍ରତିଯୋଗିତା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ରଘୁନାରାୟଣ ଉଚ୍ଚ ବିଦ୍ୟାଳୟ ପରିସର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଉଦ୍‌ଘାଟିତ ହୋଇଛି। ଏଥିରେ ୧୪ ଓ ୧୭ବର୍ଷ ବୟସରୁ…

ଓଲଟିଲା ଗୋରୁ ବୋଝେଇ ଟ୍ରକ୍‌: ୧୪ ମୃତ, ୧୦ ଗୁରୁତର

ଭୋଗରାଇ, ୧୬।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବର୍ଡର ରାସ୍ତାର ମହାନ୍ତି ଛକଠାରେ ସୋମବାର ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଗୋରୁ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୪ଟି ଗୋରୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ୧୦ ଗୋରୁ…

ଖଟିଆରେ ବୁହାହେଲେ ରୋଗୀ

ବସ୍ତା, ୧୬।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ପଞ୍ଚାୟତ ଗମ୍ଭାରିଆ ଗ୍ରାମରେ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ରୋଗୀଙ୍କ ଘର ପାଖକୁ ପହଞ୍ଚତ୍ ପାରିଲାନି। ଫଳରେ ଖଟିଆରେ ବୁହା ହୋଇ ରୋଗୀ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଯାଇଥିଲେ। ସେଠାରୁ ତାଙ୍କୁ…

‘ଜୋଷୀମଠ ଉଦ୍ଧାର ଲାଗି ସହମତି ଭିତ୍ତିରେ କାର୍ଯ୍ୟ ହେଉ’

ଭୋଗରାଇ,୧୪।୧(ଡି.ଏନ.ଏ.): ସାରା ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ି ଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାତ୍ମିକ ବ୍ୟକ୍ତିବିଶେଷ ସୁରକ୍ଷିତ ନାହାନ୍ତି। ନୀତିହୀନ ରାଜନୀତି, ଅରାଜକତା, ଅପସଂସ୍କୃତି ସାରା ପୃଥିବୀକୁ କବଳିତ କରିଥିବା ବେଳେ ସନାତନପନ୍ଥୀ, ସତ୍‌ଗୁରୁ ଓ ଶୁଭବୁଦ୍ଧିସମ୍ପନ୍ନ ରାଷ୍ଟ୍ରଭକ୍ତମାନେ ଅଣ୍ଟା ଭିଡ଼ନ୍ତୁ…

ଆଦାୟ ଅର୍ଥରେ କୁପାରୀ ମକରମେଳା

ଖଇରା,୧୪।୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ମେଳା ଯଜ୍ଞ ଓ ମହୋତ୍ସବକୁ ଶାନ୍ତିଶୃଙ୍ଖଳାରେ କିପରି ଆୟୋଜନ କରାଯାଇପାରିବ ସେଥିପାଇଁ କମିଟି କର୍ମକର୍ତ୍ତାମାନେ ଦିନରାତି ଏକ କରିଦେଇଛନ୍ତି । ମେଳା…

ଆଦାୟ ଅର୍ଥରେ କୁପାରୀ ମକରମେଳା

ଖଇରା,୧୩।୧( ଉତ୍କଳବନ୍ଧୁ ପଣ୍ଡା): ଆଉ ଦିନକ ପରେ ବାଲେଶ୍ୱର ଜିଲା ଖଇରା ବ୍ଲକର କୁପାରୀଠାରେ ପ୍ରସିଦ୍ଧ କପିଳମୁନି ମକର ମେଳା ଜାକଜମକରେ ଆରମ୍ଭ ହେବ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି। ଆଲୋକସଜ୍ଜାରେ ଝଲସି ଉଠୁଛି କୁପାରୀ। ମେଳା ଯଜ୍ଞ ଓ ମହୋତ୍ସବକୁ…

କୁଲଡିହାରେ ୩ ପ୍ରଜାତିର ବିଦେଶୀ ପକ୍ଷୀ

ନୀଳଗିରି, ୧୨।୧(ସ୍ବ.ପ୍ର.): ପ୍ରତିବର୍ଷ ବିଭିନ୍ନ ପ୍ରଜାତିର ପକ୍ଷୀ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟକୁ ଆସିଥାନ୍ତି। ଏହି ପକ୍ଷୀମାନଙ୍କ ସୁରକ୍ଷା, ସେମାନେ କେଉଁ ପ୍ରଜାତିର ଓ ତାଙ୍କର ଗତିବିଧିକୁ ଜାଣିବା ପାଇଁ…

ଡାକ୍ତର,ନର୍ସଙ୍କ ଅବହେଳାରୁ ଶିଶୁ ମୃତ, ହସ୍ପିଟାଲ ସାମ୍ନାରେ ଧାରଣା

ବାଲେଶର ଅଫିସ,୧୧।୧: ବାଲେଶ୍ୱର ସହର ଚିଡ଼ିଆ ପୋଲ ସ୍ଥିତ ଦୁର୍ଗା ନର୍ସିଂହୋମରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଶିଶୁ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ମୃତ ଶିଶୁ କନ୍ୟାର ପରିବାର ନର୍ସିଂହୋମ ସାମ୍ନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri