ବରଗଡ଼

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ ଘଟଣା…

1 year ago

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ ହେଉଛନ୍ତି।…

1 year ago

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) - ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା ସଂଗଠନ…

1 year ago

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) - ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ କୋଶଲ…

1 year ago

ପହଲଗାମରେ ଆତଙ୍କବାଦୀ ଆକ୍ରମଣ: ଜାଳିଦେଲେ ଜାତୀୟ ପତାକା

ପଦ୍ମପୁର,୨୫।୪(ପ୍ରଦୀପ୍ତ ଦାଶ):ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପଦ୍ମପୁର ତରଫରୁ କଶ୍ମୀରର ପହଲଗାମରେ ହେଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିବା ସହ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କୁ ଅଶ୍ରୁଳ…

1 year ago

ଆତଙ୍କବାଦୀ ଆକ୍ରମଣର ପ୍ରତିବାଦ: ସବୁଠି ବିରୋଧର ନିଆଁ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ହମଲା ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ପକାଇଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ମୃତକଙ୍କ ଉଦ୍ଦେଶ୍ୟରେ ସବୁଠି…

1 year ago

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ବରଗଡ…

1 year ago

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ…

1 year ago

ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) - ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା - ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ ପୀଠ…

1 year ago

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୧୪ରୁ ଖୋଲିବ ଧାନମଣ୍ଡି

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପାଇଁ ବୁଧବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ…

1 year ago