ବରଗଡ଼

ପୋଲିସ କବ୍‌ଜାରେ ଦୁର୍ଦ୍ଦାନ୍ତ ଅପରାଧୀ ଅମିତ୍‌

ବରଗଡ଼ ଅଫିସ,୨୬।୯: ରାଜ୍ୟର ବିଭିନ୍ନ ସ୍ଥାନରେ ଡକାୟତି, ଲୁଟ୍‌ ଭଳି ଅନେକ ଅପରାଧରେ ସମ୍ପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଲାଙ୍ଗୀର ସଦର ଥାନା ଡୁଡୁକାସିରା ନିବାସୀ ଅମିତ୍‌ ଦାସ…

5 years ago

ବୃଦ୍ଧଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଗଣ୍ଡତୁରୁମ,୨୬।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ଅରେଇଗୁଡ଼ି ଗ୍ରାମରେ ବୁଧବାର ରାତିରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଖବର ପାଇ ପୋଲିସ…

5 years ago

ବିଜେପୁର: କଂଗ୍ରେସର ପ୍ରାର୍ଥୀ ହେଲେ ଦିଲ୍ଲୀପ ପଣ୍ଡା

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି। ଆସନ୍ତା ୨୧ତାରିଖରେ ବିଜେପୁର ଆସନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ସବୁ ଦଳ…

5 years ago

ବେହେରାପାଲି ଗ୍ରାମରେ ବଜ୍ରପାତ: ଜଣେ ମୃତ, ୨ ଗୁରୁତର

ବରଗଡ଼ ଅଫିସ, ୨୪।୯- ବଜ୍ରପାତ ଯୋଗୁ ମଙ୍ଗଳବାର ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ବେହେରାପାଲି ଗ୍ରାମର ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର…

5 years ago

ଏଣିକି ଅନଲାଇନରେ ଅଧିକାରୀ ଦେବେ ପ୍ରାକୃତିକ ବିପର୍ଯ୍ୟୟର ସୂଚନା

ବରଗଡ଼ ଅଫିସ,୨୪।୯: ବରଗଡ଼ ସହରର ଏକ ହୋଟେଲ ସମ୍ମିଳନୀ କକ୍ଷରେ ମଙ୍ଗଳବାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଉପରେ ଏକ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ଜ୍ୟୋତିରଞ୍ଜନ…

5 years ago

ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମହିଳା ମୃତ

ଭଟ୍‌ଲି, ୨୪।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଜନୈକା ମହିଳାଙ୍କର ମଙ୍ଗଳବାର ସକାଳେ ଗ୍ୟାସ୍‌ ନିଆଁରେ ପୋଡ଼ିହୋଇ ମୃତ୍ୟୁ ଘଟିଛି। ସେ ହେଲେ…

5 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଓକିଲ ସଂଘର ଅର୍ଥନୈତିକ ଅବରୋଧ ଆରମ୍ଭ

ବରଗଡ ଅଫିସ, ୨୪।୯: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଓକିଲ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇ ଥିବାବେଳେ ମଙ୍ଗଳବାରରୁ ଅର୍ଥନୈତିକ ଅବରୋଧ…

5 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି : ଜିଲା ଓକିଲ ସଂଘର ବିକ୍ଷୋଭ

ବରଗଡ ଅଫିସ,୨୩।୯: ପଶ୍ଚିମ ଓ ଯେକୌଣସି ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଜିଲା ଓକିଲ ସଂଘର କର୍ମକର୍ତ୍ତା, ସଭ୍ୟବୃନ୍ଦ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବା…

5 years ago

ବରଗଡ଼ରେ ଯୋଗଦେଲେ ନୂତନ ଅତିରିକ୍ତ ଜିଲାପାଳ

ବରଗଡ଼ ଅଫିସ,୨୩।୯ : ବରଗଡ଼ର ନୂତନ ଅତିରିକ୍ତ ଜିଲାପାଳ ଭାବେ ସୋମବାର ମିର୍ଦ୍ଧା ଟପ୍ପୋ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ଭବାନୀପାଟଣା ଉପଜିଲାପାଳ ଭାବେ କାର୍ଯ୍ୟରତ…

5 years ago

ବରଗଡ଼ ଧାନକିଣା ଦୁର୍ନୀତି: ଆର୍ଥିକ ଅପରାଧ ଶାଖା ତଦନ୍ତ ଦାବି କଲା ଆପ୍‌

ବରଗଡ଼ ଅଫିସ,୨୧।୯: ବରଗଡ଼ ଜିଲା ତୋରା ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ)ରେ ଗତ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା।…

5 years ago