ବରଗଡ଼

ଧାନବିକ୍ରି ପାଇଁ ଚାଷୀଙ୍କୁ ମିଳୁନି ଟୋକନ

ବରଗଡ଼ ଅଫିସ୍‌,୧୮।୫: ଧାନ କିଣାବିକାରେ ସରକାର ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରିଛନ୍ତି । ଅନ୍ୟପଟେ ଚାଷୀଙ୍କୁ ଠିକ୍‌ ଭାବେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନବିକ୍ରିରୁ…

6 years ago

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର: କରୋନା ବିପର୍ଯ୍ୟୟ ସମୟରେ କେନ୍ଦୁପତ୍ର ଶ୍ରମିକଙ୍କୁ ଛଟେଇ

ବରଗଡ଼ ଅଫିସ,୧୮।୫: ଘାତକ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ…

6 years ago

ଟଙ୍କା ଦେବାକୁ ଯାଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଫସିଲେ ପୁଅ

ସରଣ୍ଡା,୧୮ା୫(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲରାସରା ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୧୮ ଜଣ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଛନ୍ତି। ସେମାନଙ୍କ…

6 years ago

ତେଲମହୁଲ ଗାଁକୁ ଦିନକ ପାଇଁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବରଗଡ଼ ଅଫିସ,୧୭।୫- ବରଗଡ଼ ଜିଲା ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ତେଲମହୁଲ ଗାଁକୁ ରବିବାର ସକାଳୁ ଦିନକ ପାଇଁ ସଟ ଘୋଷଣା କରାଯାଇଛି । ସ୍ଥାନୀୟ ସରପଞ୍ଚ ସୁନୀତା…

6 years ago

୧୨୭୧ ସ୍ବାବ୍‌ ନମୁନା ରିପୋର୍ଟ ନେଗେଟିଭ୍‌

ବରଗଡ଼ ଅଫିସ୍‌,୧୬।୫: ବରଗଡ଼ ଜିଲାକୁ ବର୍ତ୍ତମାନ ସୁଦ୍ଧା କରୋନା(କୋଭିଡ୍‌-୧୯) ଭୂତାଣୁ ମାଡ଼ି ପାରି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ୧୪୩୮ଜଣଙ୍କ ସ୍ବାବ୍‌…

6 years ago

କଳାକୃତିରେ କରୋନାର ବାସ୍ତବତା ପ୍ରତିଫଳିତ

ବରଗଡ଼ ଅଫିସ୍‌,୧୬।୫: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ନେଇ ସମଗ୍ର ମାନବ ସମାଜ ଆଜି ଆତଙ୍କିତ । ଏହାର ସଫଳ ସମାଧାନର ବାଟ ଏପର୍ଯ୍ୟନ୍ତ ଫିଟି ପାରି…

6 years ago

ଯମ ଅଭିନୟରେ କରୋନା ସଚେତନତା କଲେ କଂସ ଅଭିନେତା ଭୁବନେଶ୍ବର

ବରଗଡ଼ ଅଫିସ,୧୬।୫: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ…

6 years ago

ସହାୟତା ପାଇଁ ଫରଓ୍ବାର୍ଡ ବ୍ଲକ ଦେଲା ଦାବିପତ୍ର

ଭଟଲି,୧୫ା୫(ଡି.ଏନ.ଏ.): କରୋନା (କୋଭିଡ-୧୯) ପାଇଁ କଟକଣା ସାମାନ୍ୟ କୋହଳ ହୋଇଥିବାବେଳେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ଯୋଗୁ ଶ୍ରମିକମାନେ କାମଧନ୍ଦା କରିବା…

6 years ago

ଗାଡ଼ି ଖରାପ ହୋଇଗଲା, ବରଗଡ଼ରେ ଅଟକିଲେ ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୫।୫: ଅଧାବାଟରେ ଗାଡ଼ି ଅଚଳ ହୋଇଯିବାରୁ ପ୍ରବାସୀ ଶ୍ରମିକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଶୁକ୍ରବାର ଏଭଳି ଏକ…

6 years ago

ଶୁକ୍ରବାର ବଦଳରେ ସୋମବାର ବସିବ କପଡ଼ା ବଜାର

ବରଗଡ଼ ଅଫିସ୍‌,୧୪ା୫- ବରଗଡ଼ ବ୍ଲକ ଅନ୍ତର୍ଗତ ବେହେରା ମାର୍କେଟ୍‌ ୟାର୍ଡ଼ରେ ପ୍ରତି ସପ୍ତାହର ଶୁକ୍ରବାର ଉଭୟ କୃଷକ ବଜାର ଏବଂ କପଡ଼ା ବଜାର ବସୁଥିଲା। ତେବେ ବର୍ତ୍ତମାନ…

6 years ago