ବରଗଡ଼

ଆର୍‌ଡି ରାସ୍ତାରୁ ହଟିବ ଟୋଲଗେଟ୍‌

ବରଗଡ଼ ଅଫିସ,୨୭।୫: ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା-ନନ୍ଦଟିକ୍ରା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ରାସ୍ତାରେ ଅଶୋକା ବିଲ୍ଡକନ ବସାଇଥିବା ବେଆଇନ ଟୋଲଗେଟ୍‌ ହଟିବ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଟୋଲଗେଟ୍‌କୁ ହଟା…

4 years ago

ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା

ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ସପ୍ତାହ ବିତି ଯାଇଛି। ହେଲେ ଧାନ କିଣାବିକାରେ ଅବ୍ୟବସ୍ଥା ଲାଗି ରହିଛି। ଧାନ ମଣ୍ଡିଗୁଡ଼ିକ ମିଲର୍ସଙ୍କ…

4 years ago

ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ

ସୋହେଲା,୨୭ା୫(ଡି.ଏନ୍‌.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ ବାରମ୍ବାର…

4 years ago

ମାଛ ଧରିବା ବେଳେ ମିଳିଲା ନରକଙ୍କାଳ

ସୋହେଲା,୨୪।୫ (ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ଗର୍ଭଣା ଗ୍ରାମର ଭଙ୍ଗାକଟା(ପୋଖରୀ)ରେ ମଙ୍ଗଳବାର ମତ୍ସଜୀବୀମାନେ ମାଛ ଧରୁଥିବା ବେଳେ ଏକ ବୁଦା ମୂଳରେ ନରକଙ୍କାଳ ପଡିଥିବାର…

4 years ago

କାର୍‌-ବାଇକ୍‌ ମୁହାଁମୁହିଁ: ଚାଲିଗଲା ସ୍ତ୍ରୀ-ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ,୨୩ା୫: ବରଗଡ଼ ଜିଲା ବରପାଲି ନିକଟସ୍ଥ ସରଣ୍ଡାପାଲିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଦମ୍ପତିଙ୍କର ମୃତ୍ୟୁ ହୋଇଛି। ପ୍ରକାଶ ଯେ, ସୋମବାର ସକାଳୁ ବିଜେପୁର…

4 years ago

ଚାଷୀଙ୍କ ଚିନ୍ତା ବଢାଇଲା ଝଡ଼ବର୍ଷା, ଅନ୍ଧାରରେ ବରଗଡ଼

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲାରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ଅନୁଭୂତ ହୋଇଛି। ଜିଲାର ଅତାବିରା, ବରଗଡ଼, ବରପାଲି ଆଦି ଅଞ୍ଚଳରେ ଝଡ଼ବର୍ଷା ହୋଇଛି। ଝଡବର୍ଷା ଯୋଗୁ ତାତିରୁ…

4 years ago

ଗୁଜରାଟରେ ମହିଳା ଶ୍ରମିକଙ୍କ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ମା’

ବରଗଡ଼ ଅଫିସ,୨୨।୫: ବରଗଡ଼ ଜିଲା ବରପାଲିରୁ ଗୁଜରାଟ ରାଜକୋଟକୁ ସ୍ବାମୀଙ୍କ ସହିତ କାମ ଅନ୍ବେଷଣରେ ଯାଇଥିବା ଜଣେ ମହିଳା ଶ୍ରମିକଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତା…

4 years ago

ପଦ୍ମପୁର ସେବା ସମବାୟ ସମିତି: ୧୧୪୧ ସଭ୍ୟଙ୍କ ମଧ୍ୟରୁ ୧୬୯ ଭୋଟ ଦେଇପାରିବେ

ପଦ୍ମପୁର,୨୧।୫(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଜୁନ ୧୯ ଓ ୨୬ ତାରିଖରେ ରାଜ୍ୟରେ ସମବାୟ ସମିତି ନିର୍ବାଚନ ହେବ। ଏହି କ୍ରମରେ ଜୁନ୍‌ ୨୬ରେ ପଦ୍ମପୁର ସେବା…

4 years ago

ଥାନାରେ ବିବାହ କଲେ ପ୍ରେମୀଯୁଗଳ

ବରଗଡ଼ ଅଫିସ୍‌,୨୦।୫: ବରଗଡ଼ ସଦର ଥାନାରେ ଗୁରୁବାର ଏକ ପ୍ରେମ ବିବାହ ସମ୍ପନ୍ନ ହୋଇଛି। ବରଗଡ଼ ବ୍ଲକ ଅଧୀନ ରୁହୁନିଆଁ ଗ୍ରାମର ହରିହର ଭୋଇ ଏବଂ ଖୁଣ୍ଟପାଲି…

4 years ago

କୁଆପଥର ମାଡ଼ରେ ଧାନ ନଷ୍ଟ, ଅନ୍ଧାରରେ ଝାରବନ୍ଧ

ଝାରବନ୍ଧ,୧୫।୫(ଡି.ଏନ୍‌.ଏ): କାଳବୈଶାଖୀ ପ୍ରଭାବରେ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ କୁଆପଥର ମାଡ଼ ହୋଇଛି । ଏହାର ପ୍ରଭାବରେ ଚାଷୀଙ୍କ ଅମଳକ୍ଷମ…

4 years ago