ବରଗଡ଼

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ଅତାବିରା ବନ୍ଦ, ରାସ୍ତାକୁ ଓହ୍ଲାଇଲେ ଲୋକେ

ଅତାବିରା/ସରଣ୍ଡା,୭।୯(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଉପୁଜୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ଆବଶ୍ୟକ…

6 years ago

ଲଘୁଚାପ ବରଷା ପରଭାବ: ବାସହରା ହେଲେ ଅନେକ ଗରିବ୍‌ଦୁଖି

ଗଣ୍ଡତୁରୁମ, ୬।୯ (ଡି.ଏନ୍‌.ଏ.): ଗଲା ମଙ୍ଗଲବାରନୁ ଲାଗି ରହିଥିବାର ଲଘୁଚାପ ବରଷାରେ ବରଗଡ଼ ଜିଲା ଭେଡ଼େନ ବ୍ଲକରେ ଲୁକ୍‌କର ବହୁତ୍‌ କ୍ଷୟକ୍ଷତି ହେଇଛେ। ବରଷାରେ ଅନେକ ଗରିବ୍‌…

6 years ago

ବ୍ଲକସ୍ତରୀୟ ଗୁରୁଦିବସ : ଅବସରପ୍ରାପ୍ତ ଶିକ୍ଷକ, କୃତୀ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଭଟଲି,୫।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ସତୀହାତୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଲକସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଭଟଲି ବ୍ଲକ୍‌ ସମନ୍ବିତ ଶିକ୍ଷକ ସଂଘର ବ୍ଲକ…

6 years ago

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ ଲୋକ୍‌…

6 years ago

ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ ଚଢ଼ାଉ…

6 years ago

ପରିଚଏ, ଜୀବ୍‌କା ଦେଇଛେ ଜହ୍ନି ଚାଷ୍‌

ସୋହେଲା,୨୯ା୮(ଡି.ଏନ୍‌.ଏ.):  ଓଡ଼ିଶା ଗୁଟେ କୃଷି ପରଧାନ ରାଏଜ୍‌। ଇ ରାଏଜ୍‌ର ବଡ଼ଭାଗି ଲୋକ୍‌ ଚାଷ୍‌ବାସ ଉପରେ ନିରଭର କରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା ବରଗଡ଼…

6 years ago

ଭତା, ଆବାସ ଘର କାର୍ଯ୍ୟାଦେଶ ପାଏଲେ ଉତ୍ତର

ଅତାବିରା, ୨୮।୮ (ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଗଁାର ଉତ୍ତର ଝାଙ୍କର(୭୦) ଆର ମାଏକିନା ତାରା ଝାଙ୍କର(୬୫)। ଉତ୍ତର ଦିବ୍ୟାଙ୍ଗ ହେଇଥିଲାବେଲେ…

6 years ago

ଝନେ କୁଷ୍ଠ ରୁଗୀକଁର ଅଁତରର କଥା

ଅତାବିରା,୨୮ା୮ (ଡି.ଏନ୍‌.ଏ): ଦେଶରୁ କୁଷ୍ଠ ରୋଗ୍‌ର ମୂଲ ମେଟାବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଅନେକ ଯୋଜନା କାଯ୍‌କାରି କରି ସଚେତନତା ସୁରୁଷ୍‌ଟି କରୁଛନ୍‌। ସେନ୍‌ତା କୁଷ୍ଠ…

6 years ago

ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ ଏତଲା ପ୍ରତିବାଦରେ ବିକ୍ଷୋଭ

ବରଗଡ ଅଫିସ, ୨୬।୮: ପଦ୍ମଶ୍ରୀ ହଳଧର ନାଗଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଘଟଣାକୁ ନେଇ କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି।…

6 years ago

ନୂତନ ଜିଲାପାଳଙ୍କ ପ୍ରଥମ ପଦକ୍ଷେପ, ବରିଷ୍ଠ ନାଗରିକଙ୍କ ପାଇଁ ହେଲା ସ୍ବତନ୍ତ୍ର ବ୍ୟବସ୍ଥା

ବରଗଡ଼ ଅଫିସ, ୨୬।୮: ବରଗଡ଼ ଜିଲାର ନୂତନ ଜିଲାପାଳ ଭାବେ ରବିବାର ଜ୍ୟୋତିରଞ୍ଜନ ପ୍ରଧାନ ଦାୟିତ୍ୱଗ୍ରହଣ କରିଛନ୍ତି। ଦାୟିତ୍ୱଗ୍ରହଣ କରିବା ପରେ ସୋମବାର ସେ ବରିଷ୍ଠ ନାଗରିକଙ୍କ…

6 years ago