ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…
ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) - ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…
ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…
ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…
ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…
ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…
ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…
ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…
ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…
ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…