ବରଗଡ଼

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ…

7 months ago

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତ ବାପାଙ୍କୁ ଆଜୀବନ ଜେଲ୍‌

ବରଗଡ଼,୧୯ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ୨୦୨୦ରେ ସଂଘଟିତ ଏକ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅତିରିକ୍ତ ଜିଲା ଦୌରା ଜଜ୍‌ ତଥା…

7 months ago

ହାଇକୋର୍ଟର ସବୁ ବିଚାରପତି ପାଇବେ ପୂର୍ଣ୍ଣ ପେନ୍‌ସନ୍‌

କଟକ,୧୯ା୫: ଏଣିକି ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପୂର୍ଣ୍ଣ ପେନସନ ପାଇବେ। ଏନେଇ CJIଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି। ଯେକୌଣସି ତାରିଖରେ ଯୋଗ…

7 months ago

ପ୍ରଶାସନିକ ଅବହେଳା: ଉଜୁଡ଼ିଲାଣି ପନିପରିବା ଚାଷ, ଦୁର୍ଦ୍ଦଶା ଭୋଗୁଛନ୍ତି ଟୁପାପଡ଼ାର ମିଶ୍ରିତ ଚାଷୀ

ଅତାବିରା, ୧୮।୫(ଯୁଧିଷ୍ଠିର ମହାପାତ୍ର): ଚାଷୀ କେତେ କଷ୍ଟକରି ଫସଲ ଉତ୍ପାଦନ କରୁଛି। ହେଲେ କେତେବେଳେ ପ୍ରାକୃତିକ ବିପର୍ଯ୍ୟୟ ତ କେତେବେଳେ ଅଦିନିଆ ଝଡବତାସ ଏବଂ ପ୍ରଶାସନିକ ଅଧିକାରୀଙ୍କ…

7 months ago

ଅସ୍ତିତ୍ୱ ହରାଉଛି ଜଳାଶୟ, ପୁନରୁଦ୍ଧାର ପାଇଁ ଗ୍ରାମବାସୀଙ୍କ ଦାବି

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ବଗେଇବିରା ଗ୍ରାମରେ ରହିଥିବା ଏକ ଜଳାଶୟ ତେନ୍ତୁଳିମୁଣ୍ଡା ଅସ୍ତିତ୍ୱ ହରାଇ ବସିଛି। ଏହି ଜଳାଶୟ…

7 months ago

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ପ୍ରତିଷ୍ଠା ଦାବି: ବନ୍ଦ ପାଳନକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ):  ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ର ସହ ଥାନା ପ୍ରତିଷ୍ଠା ଦାବିରେ ଶୁକ୍ରବାର ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସରେ ୬ ଘଣ୍ଟିଆ ବନ୍ଦ ପାଳନ ହୋଇଯାଇଛି ।…

7 months ago

ଛତିଶଗଡ଼ ଧାନ ଓଡ଼ିଶାରେ ଜବତ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ଗୁରୁବାର ଛତିଶଗଡ଼ରୁ ଏକ ଧାନ ବୋଝେଇ ଟ୍ରକ୍‌ (ନଂ.ସିଜି୧୨ସି/୪୦୧୮)…

7 months ago

କାର୍ ଭିତରେ ଯନ୍ତ୍ରୀଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ବରଗଡ ସହର ଉପକଣ୍ଠ ହଳଦୀପାଲି ଛକରେ ଏକ ହୁଣ୍ଡାଇ କ୍ରେଟା ଗାଡି ଭିତରେ ଶୁକ୍ରବାର ସକାଳୁ ଜଣେ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା ଆଲୋଡ଼ନ…

7 months ago

ମହାନଦୀ ଶାଖା ନଦୀର ପ୍ରଦୂଷଣ ସ୍ତର ଗମ୍ଭୀର, ଗାଧୋଇବା ପାଇଁ ନୁହେଁ ଉପଯୁକ୍ତ

ଭୁବନେଶ୍ୱର,୧୬।୫: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି), ଓଡ଼ିଶା, ମହାନଦୀ ନଦୀର ଏକ ଶାଖା ଜୀରା ନଦୀରେ ବିପଦଜନକ ସ୍ତରରେ ପ୍ରଦୂଷଣ ହେଉଥିବା ନେଇ ଚେତାବନୀ ଜାରି…

7 months ago

ବେଆଇନ ମଦ କାରବାର: ଚଢାଉ ବେଳେ ଅବକାରୀ ଟିମ ଉପରେ ଆକ୍ରମଣ, ଭାଙ୍ଗିଲା ଗାଡ଼ି

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମରେ ଗୁରୁବାର ସାରେ ବେଆଇନ ମଦ କାରବାର ନେଇ ଚଢାଉ ସମୟରେ ଅବକାରୀ ବିଭାଗର ଏକ ଟିମ ଉପରେ…

7 months ago