ବରଗଡ଼

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

6 months ago

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

6 months ago

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

6 months ago

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

6 months ago

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

6 months ago

ମନ୍ଥର ଉଠାଣ, ଚିନ୍ତାରେ ଚାଷୀ: ମଣ୍ଡିରେ ପଡିଛି ୨ଲକ୍ଷ ୩୦ହଜାରରୁ ଅଧିକ ପ୍ୟାକେଟ ଧାନ

ପଦ୍ମପୁର, ୨୯।୫(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଚଳିତ ରବିଧାନ କିଣାବିକା ଅତି ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ଉପଖଣ୍ଡରେ ଚାଷୀଙ୍କ ଅବସ୍ଥା ଶୁଣିବାକୁ କେହି…

6 months ago

ମଣ୍ଡିରୁ ଉଠୁନି ଧାନ, ମାଡ଼ି ଆସିଲା ଝଡ଼ବର୍ଷା: ଚାଷୀଙ୍କ ଚିନ୍ତା ବଢିଲା

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ):ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ସବୁଠାରୁ ଅଧିକ। ଜିଲାରେ…

6 months ago

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

6 months ago

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

6 months ago

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

6 months ago