ବରଗଡ଼

ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅଭିଯୋଗ

ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଝାରବନ୍ଧ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ)ରେ କେତେକ ଲୋକ ଚାଷୀ ପଞ୍ଜୀକରଣରେ ଚଞ୍ଚକତା ଅବଳମ୍ବନ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଝାରବନ୍ଧ…

8 months ago

କୃଷି ବିଶ୍ବବିଦ୍ୟାଳୟ ସ୍ଥାପନ ଦାବି କଲା ସଂଯୁକ୍ତ କୃଷକ ସଙ୍ଗଠନ

ବରଗଡ଼,୨୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ କୃଷି ବିଶ୍ବବିଦ୍ୟାଳୟ ସ୍ଥାପନ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

8 months ago

ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ୭ ଜଣଙ୍କୁ ଅଟକ ରଖି…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ଜଣେ ନାବାଳିକାଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ୭ ଜଣ ଅଟକ ରହିଛନ୍ତି। ଭେଡେନ ଥାନାରେ ଉକ୍ତ ୭ ଜଣଙ୍କୁ ଅଟକ ରଖି…

8 months ago

ମହିଳା କର୍ମଚାରୀଙ୍କୁ ଅସଦାଚରଣ: ଗିରଫ ପରେ ନିଲମ୍ବିତ ହେଲେ ସହକାରୀ ଶାଖା ପରିଚାରକ

ବରଗଡ଼,୧୯।୮(ପ୍ରେମାନନ୍ଦ ଖମାରୀ)-ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କ, ସୋହେଲାର ଶାଖା ପରିଚାଳକ ପ୍ରଭଞ୍ଜନ ମାଝୀଙ୍କୁ ସୋମବାର ବ୍ୟାଙ୍କର ମୁଖ୍ୟ କାର୍ଯ୍ୟନିର୍ବାହୀ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଅପରପକ୍ଷେ ସହକାରୀ…

8 months ago

ମଦ ବିକ୍ରି ବନ୍ଦ ଦାବି ତେଜିଲା

ପଦ୍ମପୁର,୧୮ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର ଉପଖଣ୍ଡ ସର୍ଗିବାହାଲ ପଞ୍ଚାୟତ ଢୋଲବନ୍ଧ ଓ ପାଖ ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଦାବି କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର…

8 months ago

ସମସ୍ୟା ସମାଧାନ ଦାବିରେ ରଣହୁଙ୍କାର ଦେଲେ ଚାଷୀ

ବରଗଡ଼,୧୮ା୮(ପ୍ରେମାନନ୍ଦ ଖମାରୀ): କୃଷି ଏବଂ କୃଷକଙ୍କ ବହୁବିଧ ସମସ୍ୟା ନେଇ ବରଗଡ଼ ବିଜେଡି ସୋମବାର ଆନ୍ଦୋଳନକୁ ଓହ୍ଲାଇଛି। ଏହି କ୍ରମରେ ବିଜେଡି ପକ୍ଷରୁ ଏଠାରେ ବିରାଟ ଚାଷୀ…

8 months ago

ବାୟୋପିକ ଫିଲ୍ମ ‘ବଡ଼ମା’ ପ୍ରିମିୟର ଶୋ ପ୍ରଦର୍ଶିତ

ବରଗଡ଼,୧୭।୮(ପ୍ରେମାନନ୍ଦ ଖମାରୀ) - ସ୍ବାଧୀନତା ସଂଗ୍ରାମୀ ବହ୍ନି କନ୍ୟା ପାର୍ବତୀ ଗିରିଙ୍କ ଉପରେ ନିର୍ମାଣ ହୋଇଥିବା ବହୁ ପ୍ରତିକ୍ଷୀତ ବାୟୋପିକ ଫିଲ୍ମ ‘ବଡ଼ମା’ର ପ୍ରିମିୟର ଶୋ ରବିବାର…

8 months ago

ନିରୂପଣ ହେଲା ନୂଆଁଖାଇ ଲଗ୍ନ: ନିଶାର୍ଦ୍ଧ ପରେ ଗ୍ରାମ୍ୟଦେବୀ ସମଲେଇଙ୍କ ପୀଠରେ ଲାଗିବ ନବାନ୍ନ

ବରଗଡ଼, ୧୭।୮(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ରବିବାର ସାରେ ଲଗ୍ନ ନିର୍ଦ୍ଧାରୀତ ହୋଇଛି। ପଣ୍ଡିତ…

8 months ago

ସରକାରଙ୍କ ବଡ଼ ଘୋଷଣା : ନୂଆନୀତିରେ ସରକାର ଆଣିଲେ ପରିବର୍ତ୍ତନ

ବରଗଡ଼,୧୭।୮(ପ୍ରେମାନନ୍ଦ ଖମାରୀ) - ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସରକାରଙ୍କ ନୂତନ ପଞ୍ଜୀକରଣ ନୀଚି ଜଟିଳ ହୋଇଥିବା ଅଭିଯୋଗ କରି ବିଭିନ୍ନ ଚାଷୀ ସଂଗଠନ…

8 months ago

ରୋଜଗାର ପାଇଁ ଯାଇଥିଲେ, ଶବ ହୋଇ ଫେରିଲେ

ବରଗଡ଼,୧୬ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧରୁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇ ଜଣେ ଯୁବକ ଘରକୁ ଫେରିବା ବାଟରେ ମୃତ୍ୟୁ ଘଟଣା ଆଲୋଡ଼ନ…

8 months ago