ବରଗଡ଼

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ…

11 months ago

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ ରାଜ୍ୟରେ…

11 months ago

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ ଚାଷୀଙ୍କ…

11 months ago

ଅତାବିରାରେ ଉଠୁନି ଧାନ ଭର୍ତ୍ତି ହୋଇଗଲାଣି ମଣ୍ଡି: ୧୫ ଦିନରେ ସାଢେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଡ଼ିରହିଛି

ଅତାବିରା /ଗୋଡ଼ଭଗା, ୧୩ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ବରଗଡ଼ ଜିଲା ଅତାବିରା ଆର୍‌ଏମସି ଅଧୀନରେ ଥିବା ମଣ୍ଡି ଗୁଡିକରେ ଦିନକୁ ଦିନ ଧାନ ପଡିରହିବାର ପରିମାଣ ବଢିବାକୁ ଲାଗିଛି। ନଭେମ୍ବର…

11 months ago

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ ଆଉକେବେ…

12 months ago

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ ଧାନ…

12 months ago

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ ଥିବାବେଳେ…

12 months ago

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ ବିଦ୍ୟାଳୟକୁ…

12 months ago

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ…

12 months ago

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ ଜିଲାରେ…

12 months ago