ବରଗଡ଼

ବଢୁଛି ଜଳକଷ୍ଟ, ଅସ୍ତିତ୍ୱ ହରାଉଛି ଜଳାଶୟ

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ୧୯ୱାର୍ଡକୁ ନେଇ ଗଠିତ। ଏକଦା ପ୍ରତି ୱାର୍ଡରେ ଏକାଧିକ ଜଳାଶୟ(ବନ୍ଧ,କଟା) ରହିଥିଲା। ପୂର୍ବପୁରୁଷମାନେ ଶ୍ରମଦାନ କରି ଏଠାରେ ଅନେକ ଜଳାଶୟ ଖୋଳିଥିଲେ…

1 year ago

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) - ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

1 year ago

କାଳବୈଶାଖୀ ପ୍ରଭାବ: ବରଗଡ଼ରେ ଝଡବତାସ ସହିତ ପ୍ରବଳ ବର୍ଷା

ବରଗଡ଼,୨୯।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ମଙ୍ଗଳବାର ରାତି ୮ଟାରୁ କାଳବୈଶାଖୀ ପ୍ରଭାବରେ ଝଡବତାସ ସହିତ ପ୍ରବଳ ବର୍ଷା ହୋଇଛି। ସେହିପରି ବଜ୍ରପାତ ମଧ୍ୟ ହୋଇଛି। ଏହାଫଳରେ ବିଦ୍ୟୁତ…

1 year ago

ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ, ଜିଲାପାଳଙ୍କୁ ଫେରାଦ

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଏହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି କ୍ରମରେ…

1 year ago

ଆର୍‌ଡି ରାସ୍ତାରେ ଟୋଲ୍‌ପ୍ଲାଜା ନିର୍ମାଣକୁ ବିରୋଧ: ଆନ୍ଦୋଳନ ପାଇଁ ସଂଗଠିତ ଅଞ୍ଚଳବାସୀ

ବରଗଡ଼,୨୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଟୋଲପ୍ଲାଜା ନିକଟରେ ରହିଥିବା ବାଇପାସ୍‌ ଆର୍‌ଡି ରାସ୍ତାରେ ପୁଣି ଏକ ଟୋଲପ୍ଲାଜା ନିର୍ମାଣ ଯୋଜନା ଚାଲିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ…

1 year ago

ସ୍ଥାନୀୟ ନିଯୁକ୍ତି ଦାବି : ଇଥାନଲ ପ୍ଲାଣ୍ଟ ଆଗରେ ଧାରଣା

ବରଗଡ଼,୨୮।୪(ପ୍ରେମାନନ୍ଦ ଖମାରୀ) - ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାସ୍ଥିତ ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉକ୍ତ…

1 year ago

ଛାତ୍ରୀଛାତ୍ର ପାଳିଲେ ସ୍ୱାଭିମାନ ଦିବସ ପାଳିତ : ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଓ ଗୌରବ

ବରଗଡ଼, ୨୮।୪(ପ୍ରେମାନନ୍ଦ ଖମାରୀ):  ବରଗଡ଼ ରାଣା ପ୍ରତାପ ସ୍କୁଲ ରେ ଉତ୍କଳ ଗୌରବ ମଧସୂଦନ ଦାସଙ୍କ ଜୟନ୍ତୀକୁ ସ୍ୱାଭିମାନ ଦିବସ ଭାବେ ପ୍ରଧାନ ଶିକ୍ଷକ ସୁଦୀପ କୁମାର…

1 year ago

ଫସଲ ଉଜାଡ଼ିଲା କାଳବୈଶାଖୀ: ଝଡ଼ି ପଡ଼ିଛି ଅମଳକ୍ଷମ ଧାନ, ଚାଷୀ ଚିନ୍ତିତ

ବରଗଡ଼,୨୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଳ୍ପଦିନ ପରେ ରବିଧାନ ଅମଳ ଆରମ୍ଭ ହେବ। କିନ୍ତୁ ଏବେ କାଳବୈଶାଖୀ ଜିଲାର ଚାଷୀଙ୍କ ପାଇଁ କାଳ ସାଜିଛି। ଏହାର ପ୍ରଭାବରେ…

1 year ago

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସହରର…

1 year ago

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼ କେନଲରୁ…

1 year ago