ବରଗଡ଼

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା। ସରକାରୀ, ଘରୋଇ ବସ୍‌ଷ୍ଟାଣ୍ଡ, ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ବିଭିନ୍ନ କାର୍ଯ୍ୟାଳୟ ପରିସରରେ ଅନୁରୂପ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ, ସିଜିନାଲ କର୍ମଚାରୀ ଓ ବନ୍ଧେଇ ଶ୍ରମିକମାନଙ୍କ ପାଇଁ ୫ ପ୍ରତିଶତ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ ବରଗଡ଼ ଜିଲା ଓକିଲ ସଂଘର ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ ଧାନ କିଣାବିକା ଚାଲିବ । ମାତ୍ର ବର୍ତ୍ତମାନ ସ୍ଥିତିକୁ ଦେଖିଲେ ଆଗକୁ ଧାନ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ସବୁଠାରୁ ଅଧିକ। ଦୀର୍ଘବର୍ଷ ଧରି ଜିଲାର ଚାଷୀମାନେ ଧାନ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ ନାହିଁ ବୋଲି କୃଷି ବିଭାଗ କହୁଛି। କିନ୍ତୁ ଡିଏପି ଏବଂ ୟୁରିଆ ସାର…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ ହୋଇଛି । ଏଠାକୁ ଆସିଥିବା ଜଣେ ଆହତ ବାଳକଙ୍କୁ ସେଭଳି ମେଡିସିନ୍‌ ଦିଆଯିବା…

ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ

ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଚାଷ ପାଇଁ ଆବଶ୍ୟକ ମଜୁରି, ସାର, କୀଟନାଶକ, ଡିଜେଲ ଓ ଟ୍ରାକ୍ଟର ଭଡ଼ାରେ…

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅନ୍ୟ ଜିଲାଠାରୁ ଅଧିକ। ଧାନ ବିକ୍ରି, ସାର ଓ କୀଟନାଶକ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ ସେମାନଙ୍କୁ ମିଳୁଥିବା ଭତ୍ତା ରାଶି ଜମା ହୋଇ ନଥିବା କୁହାଯାଉ ଥିବାବେଳେ ଆଉ…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି । ହେଲେ ଏଥିରେ ଏପର୍ଯ୍ୟନ୍ତ ଅଙ୍କୁଶ ଲାଗି ପାରି ନାହିଁ। ଅନ୍ୟପଟେ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?