ବରଗଡ଼

ଥମୁନି ତାତି,ବଢୁଛନ୍ତି ଅଂଶୁଘାତ ରୋଗୀ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ବଢ଼ି ଚାଲିଛି । ଜିଲାରେ ତାତି ଥମିବାର ନାଁ ନେଉ ନାହିଁ । ଅନ୍ୟବର୍ଷ ତୁଳନାରେ ଏଥର ତାପମାତ୍ରା ସର୍ବାଧିକ ରହୁଛି ବୋଲି ସ୍ଥାନୀୟ ଲୋକେ କହୁଛନ୍ତି । ଜିଲାରେ ଗତ କିଛିଦିନ…

ବରଗଡ଼ରେ ଅଂଶୁଘାତ ନେଲା ଜୀବନ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଅଂଶୁଘାତରେ ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣକ ବରଗଡ଼ ହାଟପଦାର ସୁବଳ ବେହେରା (୩୧) ବୋଲି ଜିଲା ଜରୁରୀକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସୁବଳଙ୍କ ମୃତ୍ୟୁ ଅଂଶୁଘାତଜନିତ…

ନୂଆ ଜୀବନ ପାଇଲେ ଜୀବନ: ଆହତ ନାବାଳକଙ୍କ ଶରୀରରୁ କଢାଗଲା ଲୁହାରଡ

ବରଗଡ଼,୩୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ରଥପଡାରେ ଶୁକ୍ରବାର ସକାଳୁ ପିଲାକଳିରୁ ଜଣେ ନାବାଳକଙ୍କ ଶରୀର ଭିତରକୁ ପଶି ଯାଇଥିବା ଲୁହାରଡକୁ ବାହାର କରାଯାଇଛି। ଭୀମସାର୍‌, ବୁର୍ଲା ଡ଼ାକ୍ତରଖାନାର ଡାକ୍ତରଙ୍କ ସଫଳ ଅସ୍ତ୍ରୋପଚାର ପରେ ଆହତ ନାବାଳକ ଜୀବନ ପାତିକାର(୯) ନୂଆ ଜୀବନ…

ପିଲାଙ୍କ କଳି: ନାବାଳକଙ୍କ ପିଠିରେ ଲୁହାରଡ୍‌ ଭୁସିଦେଲେ ଆଉ ଜଣେ ନାବାଳକ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟ୍‌ଲି ରଥପଡ଼ାରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ୨ ନାବାଳକଙ୍କ ମଧ୍ୟରେ କଳିଗୋଳ ହେବାରୁ ଜଣେ ନାବାଳକଙ୍କ ପିଠିରେ ଅନ୍ୟଜଣେ ନାବାଳକ ଏକ ଲୁହାରଡ୍‌ ଭୁସି ଦେଇଛନ୍ତି। ଫଳରେ ଲୁହାରଡ୍‌ଟି ନାବାଳକଙ୍କ ପିଠିପଟୁ…

ସହରାଟିକ୍ରା ହତ୍ୟା ଘଟଣାର ପର୍ଦ୍ଦାଫାଶ, ନିଶା ସେବନ ପାଇଁ ଟଙ୍କା ନ ଦେବାରୁ ହତ୍ୟା କରିଥିଲେ ପୁଅ

ଭେଡେନ,୨୯।୫(ସୁଦନ ମହାକୁର):ବରଗଡ଼ ଜିଲା ଭେଡେନ ଥାନା ଅର୍ନ୍ତଗତ ସହରାଟିକ୍ରାଠାରେ ସୋମବାର ରାତିରେ ଘଟିଥିବା ମଙ୍ଗନିଆ ସେଠ(୫୨) ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ନିଶା ସେବନ ପାଇଁ ଟଙ୍କା ନ ଦେବାରୁ ରାତିରେ ଶୋଇଥିବାବେଳେ ପ୍ରତିଶୋଧ ପରାୟଣ ହୋଇ ନିଶାସକ୍ତ ପୁଅ…

ସହରାଟିକ୍ରାରେ ଚାଞ୍ଚଲ୍ୟ: ଛାତରେ ଶୋଇଥିବାବେଳେ ଗୃହକର୍ତ୍ତାଙ୍କୁ ହତ୍ୟା

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅର୍ନ୍ତଗତ ସହରାଟିକ୍ରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଘରଛାତ ଉପରେ ଏକ ଖଟିଆରେ ଶୋଇଥିବାବେଳେ ଗ୍ରାମର ମଗନିଆଁ ସେଠଙ୍କୁ କେହି ଦୁର୍ବୃତ୍ତ ତଣ୍ଟି ଚିପି ହତ୍ୟା କରିଛନ୍ତି। ମଙ୍ଗଳବାର ସକାଳେ…

ନିର୍ବାଚନ ଚାଲିଥିବା ବେଳେ ହତ୍ୟା ଘଟଣାରେ ପୋଲିସ, ଅବକାରୀ ଅଧିକାରୀଙ୍କ ବଦଳି

ବରଗଡ଼,୨୪ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ୨୦ତାରିଖ ମତଦାନ ଚାଲିଥିବା ବେଳେ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମରେ ଅଟୋଚାଳକଙ୍କୁ ହତ୍ୟା ଘଟଣାରେ ଶୁକ୍ରବାର ବରଗଡ଼ ସଦର ଥାନା ଅଧିକାରୀ ମାନସ କୁମାର ଭୋଇ ଏବଂ ଅବକାରୀ ଷ୍ଟେଶନ ଅଧିକାରୀ ସିଦ୍ଧାନ୍ତ…

ସରସରା ହତ୍ୟାକାଣ୍ଡ: ଛତିଶଗଡ଼ରୁ ଧରା ହେଲେ ଜଣେ ଅଭିଯୁକ୍ତ, ଆଉ ଜଣେ ଏବେ ବି ଫେରାର

ବରଗଡ଼,୨୪ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ଚାଲିଥିବାଳେ ବରଗଡ଼ ସଦର ଥାନା ଅର୍ନ୍ତଗତ ସରସରା ଗ୍ରାମରେ ସଂଘଟିତ ହତ୍ୟାକାଣ୍ଡର ଜଣେ ଅଭିଯୁକ୍ତଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସରସରା ଗ୍ରାମର…

ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ

ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର ମତଦାତାଙ୍କ ଲମ୍ବା ଧାଡ଼ି ରହିଥିଲା। ମିଳିଥିବା ସୂଚନା ଅନୁଯାୟୀ, ଏଥର ଜିଲାରେ ୭୫.୯୭ ପ୍ରତିଶତ…

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୫ଟା ସୁଦ୍ଧା ଜିଲାର…

ସରସରା ହତ୍ୟାକାଣ୍ଡ ନିର୍ବାଚନୀ ହିଂସା ନୁହେଁ: ସ୍ପଷ୍ଟ କଲେ ଜିଲାପାଳ, ଆଇଜି

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ନେଇ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ଗୋଟିଏ ଗ୍ରାମର ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବାବେଳେ ଅନ୍ୟପଟେ ଉକ୍ତ ଗ୍ରାମରେ ଦିନ ଦ୍ବିପହରରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଗ୍ରାମର…

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର ବିଶ୍ବନାଥ ମିର୍ଦ୍ଧା ବୋଲି ସୂଚନା ମିଳିଛି। କେଉଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri