ଅନ୍ୟ ଜାତି ଝିଅକୁ ବାହା ହୋଇଥିବାରୁ ମୃତଦେହ ଛୁଇଁଲେନି ଗ୍ରାମବାସୀ
ବରଗଡ଼,୧ା୩(ପ୍ରେମାନନ୍ଦ ଖମାରୀ): ସାମାଜିକ କୁସଂସ୍କାର ଏବେ ମଧ୍ୟ ଦୂରୀଭୁତ ହୋଇନାହିଁ। ଏଭଳି ଏକ ଘଟଣା ଶନିବାର ପଦାକୁ ଆସିଛି। ଅନ୍ୟଜାତିର ଝିଅକୁ ବିବାହ ହେବା ପରେ ଜଣେ ଯୁବକ ଘରେ ରହି ପାରିଲେନି। କଥା ସେତିକି ସରି ନ ଥିଲା। ମୃତ୍ୟୁ…
ବ୍ୟାଙ୍କ କାଉଣ୍ଟରରୁ ଟଙ୍କା ଲୁଟି ମାରୁଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲେ ଲୋକେ
ବରଗଡ଼, ୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ମୁଖ୍ୟ ଶାଖା କାଉଣ୍ଟରରୁ ଶନିବାର ମଧ୍ୟାହ୍ନରେ ଲକ୍ଷାଧିକ ଟଙ୍କା ଲୁଟ୍ କରି ଚମ୍ପଟ୍ ମାରୁଥିବା ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଗୋଡାଇ ଧରିବାରେ ସକ୍ଷମ ହୋଇଛନ୍ତି। ଅଭିଯୁକ୍ତ ଯୁବଟଙ୍କ…
ଥମୁନି ଅସନ୍ତୋଷ, ତେଜୁଛି ଚାଷୀ ଆନ୍ଦୋଳନ: ମାର୍ଚ୍ଚ ୧୭ରେ କିଷାନ ମହାପଞ୍ଚାୟତ
ବରଗଡ/ସୋହେଲା,୧ା୩(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର):କୃଷି ଏବଂ କୃଷକଙ୍କ ସମସ୍ୟା ନେଇ ବରଗଡ଼ ଜିଲା ସୋହେଲାରେ ଚାଷୀ ସଙ୍ଗଠନ ଜୟ କିଷାନ ଆନ୍ଦୋଳନ ନେତୃତ୍ୱରେ ଶତାଧିକ ଚାଷୀ ବିକ୍ଷୋଭ ଶୋଭାଯାତ୍ରା ସହିତ ସ୍ଥାନୀୟ ତହସିଲ ଅଫିସ ସମ୍ମୁଖରେ ପ୍ରତିବାଦ ସଭା କରିଥିଲେ। ଏହାସହିତ ୩ଦଫା…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମା,ପୁଅଙ୍କ ସମେତ ୩ମୃତ
ବରଗଡ/ସୋହେଲା଼,୨୮।୨(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ବରଗଡ଼-ପଦ୍ମପୁର ରାସ୍ତାର ମେଲଛାମୁଣ୍ଡା ଥାନା ଘେଁସ୍ଠାରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ(ନଂ-ସିଜି୦୬ଜିଜେଡ୍ ୯୨୦୦)କୁ ପଛପଟୁ ଧକ୍କା ଦେଇ ଅନ୍ୟଏକ ସ୍କର୍ପିଓ ଗାଡ଼ି(ନଂ-ସିଜି୧୩ଏୱାଇ ୯୦୫୪)ରେ ବସିଥିବା ୩ଜଣଙ୍କ ମୃତ୍ୟୁ…
ରାସ୍ତାକୁ ଓହ୍ଲାଇଲେ ଚାଷୀ, ୩୦୦ ୟୁନିଟ୍ ବିଦ୍ୟୁତ୍ ଛାଡ଼- କଟ୍ନି ଛଟ୍ନି ବନ୍ଦ ନ କଲେ ଜୋର୍ଦାର ହେବ…
ସୋହେଲା,୨୮ା୨(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ଅନ୍ତର୍ଗତ ସୋହେଲାଠାରେ ଶୁକ୍ରବାର ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନର ଆହ୍ବାନ କ୍ରମେ ତହସିଲଦାର ଶୁଭରଞ୍ଜନ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ତିନି ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ପ୍ରଦାନ…
ସପ୍ତମ ବେତନ ହାରରେ ଦରମା ଦାବି:ଧାରଣାରେ ବସିଲେ ପ୍ୟାକ୍ସ କର୍ମଚାରୀ
ବରଗଡ଼,୨୮।୨(ପ୍ରେମାନନ୍ଦ ଖମାରୀ):ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ରେ କାର୍ଯ୍ୟରତ କର୍ମଚାରୀମାନେ ବିଭିନ୍ନ ଦାବି ନେଇ ଗୁରୁବାର ବରଗଡ଼ ଉପ ନିବନ୍ଧକ, ସମବାୟ ସମିତି ସମୂହଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଏଥି ସହିତ ସେମାନଙ୍କ ଦାବି ସମୂହ ନେଇ ସମବାୟ ସମିତିର ନିବନ୍ଧକଙ୍କ…
୯ରୁ ୧୪ ବର୍ଷ ବୟସ୍କ ଝିଅମାନଙ୍କୁ ଏଚପିଭି ଭ୍ୟାକସିନ ଦିଆଯାଉ: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ବରଗଡ଼ ମହିଳା ସମିତିର କର୍ମକର୍ତ୍ତା
ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କୁ ଭବିଷ୍ୟତରେ କ୍ୟାନସର ରୋଗରୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟରେ ମାଗଣାରେ ଏଚପିଭ ଭ୍ୟାକସିନ୍ ଦିଆଯିବା ପ୍ରସ୍ତାବ ଆଗାମୀ କ୍ୟାବିନେଟ ବୈଠକରେ ଉପସ୍ଥାପନ କରାଯିବ। ଏନେଇ ଗୁରୁବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ବିକଶିତ ଭାରତ ପାଇଁ…
କୃଷକ ସଂଗଠନର ରଣହୁଙ୍କାର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଧମକ
ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ):କରୋନା ମହାମାରୀ ସମୟରେ କେନ୍ଦ୍ର ସରକାର ଆଣିଥିବା ତତ୍କାଳୀନ ୨ ନୂଆ କୃଷି ଆଇନକୁ ନେଇ ଯେଭଳି ଅସନ୍ତୋଷ ତେଜି ଉଠିଥିଲା। ଅନୁରୂପ ଭାବେ ଏବେ ପ୍ରସ୍ତାବିତ କୃଷି ବିପଣନ ଏବଂ ରାଷ୍ଟ୍ରୀୟ ନୀତି ଢ଼ାଞ୍ଚା-୨୦୨୪କୁ ନେଇ କୃଷକ ସଂଗଠନ…
ଅଗ୍ନିକାଣ୍ଡରେ ଜଳିଗଲା ରାସ୍ତାପାର୍ଶ୍ୱ ଚାରା
ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ବେହେରା କପଡ଼ା ବଜାର ନିକଟରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ରାସ୍ତାପାର୍ଶ୍ୱ ଥିବା ୫୦ରୁ ଊର୍ଦ୍ଧ୍ୱ କିସମର ଚାରା ନଷ୍ଟ ହୋଇଯାଇଛି। ଏହାକୁ ନେଇ ପରିବେଶପ୍ରେମୀଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ନିକଟସ୍ଥ ଧାନକ୍ଷେତ…
ନିଶା ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ
ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ନିଶା ସାମଗ୍ରୀ ବିକ୍ରି କାରବାରରେ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ସେ ହେଲେ, ବରଗଡ଼ ହାଟପଦାର ଏମ୍ଡ଼ି ଅନସାରୀ(୩୨)। ତାଙ୍କ ପାଖରୁ ୩୦ଟି କଫ୍ ସିରପ୍, ୧ଷ୍ଟ୍ରିପ୍…
ବିଧାୟକ ପାଣ୍ଠିର ଅପବ୍ୟବହାର: ଜବରଦଖଲ କରିଥିବା ଘର ଉଚ୍ଛେଦ ଦାବି
ପଦ୍ମପୁର,୨୬.୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁରରେ ଦୀର୍ଘ ୨୪ ବର୍ଷ ବିଜେଡି ସରକାର ସମୟରେ ବିଜ୍ଞାପିତ ଅଞ୍ଚଳ ପରିଷଦର ନଗର ମଧ୍ୟରେ କ୍ଷମତାର ଅପବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ବିଧାୟକ ଓ ବିକାଶ ପରିଷଦ ପାଣ୍ଠିରୁ ଲକ୍ଷ ଲକ୍ଷ ଟଙ୍କା ବିନିମୟରେ ସରକାରୀ…
ମୁଖ୍ୟ ଡାକ୍ତରଖାନା, ମିଳୁନି ସର୍ବନିମ୍ନ ସ୍ବାସ୍ଥ୍ୟସେବା
ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ରେ ଜିଲା ମୁଖ୍ୟ ଡାକ୍ତରଖାନା ରହିଛି। ସହର ମଧ୍ୟରୁ ଏହି ଡାକ୍ତରଖାନାକୁ ଉଠାଇ ସେଠାରେ ନୂତନ ଭାବେ ନିର୍ମାଣ କରାଯାଇଛି। ତେବେ ପୁରୁଣା ମୁଖ୍ୟ ଡାକ୍ତରଖାନା ଭଳି ନୂତନ ମୁଖ୍ୟ ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ମିଳୁ ନଥିବା…
Archives


