ବରଗଡ଼

ଗଭୀର ନଳକୂପକୁ ହେଉନି ବିଦ୍ୟୁତ୍‌ ସଂଯୋଗ: ଚାଷୀଙ୍କ ଆଶା ଧୂଳିସାତ୍‌

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ବିଭିନ୍ନ ଗ୍ରାମରେ ବିଜୁ କୃଷକ କଲ୍ୟାଣ ଯୋଜନାରେ ଗଭୀର ନଳକୂପ ଖୋଳାଯାଇଛି। କିନ୍ତୁ ବର୍ଷ ବର୍ଷ ଧରି ସେଠାକୁ ବିଦ୍ୟୁତ୍‌ ସଂଯୋଗ ହୋଇପାରିନାହିଁ। ଫଳରେ ଏପର୍ଯ୍ୟନ୍ତ ଗଭୀର ନଳକୂପଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରି ନ ଥିବାବେଳେ ଚାଷୀଙ୍କ…

ତ୍ରୁଟିପୂର୍ଣ୍ଣ କୃଷିନୀତି, ତେଜୁଛି ଆନ୍ଦୋଳନ:ମାର୍ଚ୍ଚ ୧୭ରେ ମହାପଞ୍ଚାୟତ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ କୃଷି ଏବଂ କୃଷକଙ୍କ ସମସ୍ୟା ଅସମାହିତ ରହିଯାଇଛି। ଏହାକୁ ନେଇ ଜିଲାରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ସରକାରଙ୍କ ତ୍ରୁଟିପୂର୍ଣ୍ଣ କୃଷିନୀତି ଏବଂ କୃଷିକ୍ଷେତ୍ରକୁ କମ୍ପାନୀକରଣ ବିରୋଧରେ ଆନ୍ଦୋଳନ ତେଜି ଉଠିଛି। ଆସନ୍ତା ମାର୍ଚ୍ଚ ୧୭ତାରିଖରେ ବରଗଡ଼…

ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ରଖିଲେ ବିଧାୟକ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ରହିଥିବା ଅଷ୍ଟଶମ୍ଭୁ ମଧ୍ୟରେ  ଅନ୍ୟତମ ଶୈବପୀଠ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ଶୁକ୍ରବାର ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ଭେଟି ଏକ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ, କଲେ ବଡ଼ ଦାବି

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଏମପି ପ୍ରଦୀପ ପୁରୋହିତ ଶୁକ୍ରବାର ରେଳମନ୍ତ୍ରୀ Ashwini Vaishnaw ଙ୍କୁ ଭେଟିଛନ୍ତି। ରେଳମନ୍ତ୍ରୀଙ୍କଠାରେ ସେ ବିଭିନ୍ନ ଦାବି ରଖିବା ସହିତ ତାଙ୍କୁ ଏକ ଦାବିପତ୍ର ସେ ପ୍ରଦାନ କରିଛନ୍ତି। ବରଗଡ଼ରୁ ଭୁବନେଶ୍ୱରକୁ ଇଣ୍ଟରସିଟି ଟ୍ରେନ…

ବଡ଼ ଘୋଷଣା: ରବିବାର ୯ ଘଣ୍ଟା ବିଦ୍ୟୁତ କାଟ୍‌

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପିଟିସିଏଲ୍‌) ପକ୍ଷରୁ 132/33 କେ.ଭି ପ୍ରଧାନପାଲି ଗ୍ରୀଡ୍‌ ସବଷ୍ଟେଶନର ବାର୍ଷିକ ରକ୍ଷଣାବେକ୍ଷଣ ଲାଗି ଆସନ୍ତା ୧୬ ତାରିଖରେ ୯ଘଣ୍ଟା power cut ବନ୍ଦ ରହିବ। ସକାଳ ୮ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ…

ମିଳୁନି ମୂଲ, ଟମାଟୋ ଚାଷକରି ଚାଷୀ ହତାଶ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):କୃଷିକ୍ଷେତ୍ରରେ ବରଗଡ଼ ଜିଲାର ଏକ ଭିନ୍ନ ପରିଚୟ ରହିଛି। ଚାଷୀବହୁଳ ଏହି ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ସେହିପରି ଏଠାରେ ପନିପରିବା ଚାଷ ମଧ୍ୟ ପଛରେ ପଡ଼ିନାହିଁ। ଜିଲାର ଉଭୟ ହୀରାକୁଦ ଜଳସେଚିତ…

ବାଜପେୟୀଙ୍କ ନାମରେ ନାମିତ ହେଉ ବିକାଶ ଛକ, ନୀତୀନ ଗଡ଼କରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ ଏମ୍‌ପି ପ୍ରଦୀପ ପୁରୋହିତ

ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବିକାଶ ହସ୍ପିଟାଲ ସମ୍ମୁଖରେ ରହିଥିବା ଛକକୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ନାମିତ କରିବା ସହିତ ସେଠାରେ ବାଜପେୟୀଙ୍କ ଏକ ପୂର୍ଣ୍ଣ ପ୍ରତିମୂର୍ତ୍ତି ସ୍ଥାପନ ଦାବି ଜୋରଧରିଛି। ଏହି ଦାବି…

ସହରରେ ଜବରଦଖଲ ଉଚ୍ଛେଦ ଆରମ୍ଭ: ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଉପରେ ସଭିଁଙ୍କ ନଜର

ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ଭିଏସଏସ ନଗରରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରାସ୍ତାପାର୍ଶ୍ୱ ସରକାରୀ ଜମିରେ ରହିଥିବା ଦୋକାନ, ଠେଲା ଆଦି ଗୁଡ଼ିକୁ ହଟାଇ ଦିଆଯାଇଛି। ସେହିପରି ସରକାରୀ ଜମିକୁ ମାଡ଼ି ଆସି ଆସିଥିବା…

ଉଦ୍ଧାର ହେଲା ଚୋରି ବାଇକ୍‌, ୨ ଅଭିଯୁକ୍ତ ଗିରଫ

ଅତାବିରା/ସରଣ୍ଡା,୧୩ା୨(ହୃଷୀକେଶ ଖମାରୀ/ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ମଙ୍ଗଳବାର ଚୋରି ହୋଇଥିବା ବାଇକ୍‌(ନଂ-ଓଡି ୧୭ ଏସ୍‌ ୧୫୭୯)କୁ ପୋଲିସ ଜବତ କରିଛି। ଏହା ସହିତ ଏହି ଚୋରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଆରମ୍ଭ ହେଲା କେନାଲ ଘାଇ ମରାମତି କାର୍ଯ୍ୟ

ବରଗଡ଼,୧୩ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଶାଖା କେନାଲର ସ୍ଥାନୀୟ ବ୍ରାହ୍ମଣ ଆମ୍ବବୁରେଇ ନିକଟରେ ସୋମବାର ବିଳମ୍ବିତ ରାତିରେ ଘାଇ ସୃଷ୍ଟି ହୋଇଥିଲା। ଏଥିରେ କେନାଲ ପାର୍ଶ୍ୱବର୍ତ୍ତୀ ଚାଷଜମି ପ୍ରଭାବିତ ହୋଇଥିଲା। ଏ ସମ୍ପର୍କରେ ବୁଧବାର କେବଳ ଧରିତ୍ରୀରେ ଖୁଣ୍ଟପାଲି…

ବରଗଡ଼ର ୩ ମନ୍ଦିରକୁ ମିଳିଲା ପର୍ଯ୍ୟଟନସ୍ଥଳୀର ମାନ୍ୟତା: ଜାଣନ୍ତୁ ସମ୍ପୂର୍ଣ୍ଣ ସୂଚନା

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ସମ୍ଭାବ୍ୟ ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ଚିହ୍ନଟ କରିବା ସହ ବହୁମାତ୍ରାରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ସ୍ଥାୟୀ ପର୍ଯ୍ୟଟନର ବିକାଶ ତଥା ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଏବଂ ପ୍ରାକୃତିକ ଐତିହ୍ୟର ପ୍ରଭାବଶାଳୀ ପ୍ରଚାର ପ୍ରସାର ପାଇଁ…

ଖୁଣ୍ଟପାଲି ଶାଖା କେନାଲରେ ଘାଇ, ଚାଷଜମି ପ୍ରଭାବିତ

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ):କେନାଲ ଉନ୍ନତିକରଣ ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଏହାର ସୁଫଳ ମିଳୁ ନାହିଁ। ଶାଖା କେନାଲ ଗୁଡ଼ିକରୁ ଆରମ୍ଭ କରି ମୁଖ୍ୟ କେନାଲ ପର୍ଯ୍ୟନ୍ତ ବିଭିନ୍ନ ସମୟରେ ଘାଇ ସୃଷ୍ଟି ହେଉଛି। ଏଥିରୁ କେନାଲ ଉନ୍ନତିକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri