ବରଗଡ଼

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ…

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା ବିପତ୍ତିବେଳେ ମହାନ କାର୍ଯ୍ୟ କରି, ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସମ୍ପର୍କରେ…

ଯନ୍ତ୍ରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ

ଆସିକା, ୧୨ା୪ (ସୁରେନ୍ଦ୍ର ନାଥ ସାହୁ) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର କାର୍ଯ୍ୟନିର୍ବାହୀ ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କ ଆସିକା ତାଲୁକାରୋଡ଼ସ୍ଥିତ ପୈତୃକ ବାସଭବନ ଉପରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ବ୍ରହ୍ମପୁର ଭିଜିଲାନ୍ସ ବିଭାଗ…

ଚାଲାଣ ହେଉଥିଲା ଗଞ୍ଜେଇ: ମାଡିବସିଲା ପୋଲିସ, ୪ ଗିରଫ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଟାଉନ ପୋଲିସ ଦ୍ୱାରା ଏକ କିଣ୍ଟାଲ ୧୦ କେଜି ଗଞ୍ଜେଇ ଜବତ ସହିତ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଗଞ୍ଜେଇ ବୋଝେଇ ମାକ୍ସ ପିକଅପ ଓ ବୋଲେରୋ ଗାଡିକୁ ପୋଲିସ ଜବତ କରିଛି। ବୌଦ୍ଧ…

ମା’ ସମଲେଶ୍ୱରୀଙ୍କ ମହାସ୍ନାନ, ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି

ବରଗଡ଼,୧୨ା୪: ଆଜି ଚୈତ୍ର ପୂର୍ଣ୍ଣିମା । ଏହି ଅବସରରେ ବରଗଡ଼ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାର୍ଷିକ ମହାସ୍ନାନ ଉତ୍ସବ ଚାଲିଛି। ଭୋର୍‌ ୪ଟାରୁ ମା’ଙ୍କ ସ୍ବତନ୍ତ୍ର ପୂଜା ସହ ଦେବୀଙ୍କ ମହାସ୍ନାନ ପର୍ବ ହୋଇଥିଲା। ସେହିପରି ଭୋର ୪ଟା ୫୦ମିନିଟରୁ ଭକ୍ତଙ୍କ…

ରାସ୍ତାକଡ଼ ପାଉଁଶ ଗୁଣ୍ଡ ନେଲା ଶିଶୁର ଜୀବନ: ଖସିଯିବାକୁ ରାଇସ ମିଲ ମାଲିକଙ୍କ ଉଦ୍ୟମ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ରାସ୍ତାପାଶର୍‌ବରେ ପଡିଥିବା ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ଗୁରୁତର ଆହତ ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧିନ…

୧୦.୩୧ ଲକ୍ଷ ହିତାଧିକାରୀଙ୍କୁ ମିଳିବ କାର୍ଡ

ବରଗଡ,୧୨।୪(ପ୍ରେମାନନ୍ଦ ଖମାରୀ): ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା (ଏବିପିଏମ୍‌ଜେଏଓ୍ବାଇ)ର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ହେଇଯାଇଛି। ବରଗଡ଼ ବିଧାୟକ ଅଶିନୀ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ। ରାଜ୍ୟ…

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ): ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ କରାଯାଇ ପାରିଛି । ରାଜ୍ୟ ସରକାରଙ୍କ ଦ୍ୱାରା ନୂତନ ଭାବେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ…

ବରଗଡ଼ରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଶୁଭାରମ୍ଭ: ୧୦ ଲକ୍ଷ ୩୧ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ…

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ) – ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ହେଇଯାଇଛି । କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶିନୀ କୁମାର ଷଡଙ୍ଗୀ ମୁଖ୍ୟ ଅତିଥିଭାବେ…

ଯୁବ ଲେଖକ ସମ୍ମିଳନୀରେ ମତପ୍ରକାଶ: ଯୁବପିଢିଙ୍କ ଲେଖନୀ ମୁନରେ ସମୃଦ୍ଧ ହେବ ଓଡ଼ିଆ ଭାଷା ସାହିତ୍ୟ

ବରଗଡ,୧୧।୪(ପ୍ରେମାନନ୍ଦ ଖମାରୀ): ଭଲ କାହାଣୀ, ଭଲ ନାଟକ ଏବଂ ଭଲ କବିତା ଦ୍ଵାରା ଓଡ଼ିଆ ଭାଷା ତିଷ୍ଠି ରହିପାରିବ । ଯୁବପିଢ଼ିଙ୍କ ମଧ୍ୟରେ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାର ଗୁରୁ ଦାୟିତ୍ଵ ରହିଛି । ସେମାନଙ୍କ ଲେଖନୀ ମୁନରେ ହିଁ…

ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି: ଜଣେ କର୍ମଚାରୀ ନିଲମ୍ବିତ

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ସମ୍ବଲପୁର ଜିଲା ସମବାୟ କେନ୍ଦ୍ର (ଏସ୍‌ଡ଼ିସିସି) ବ୍ୟାଙ୍କ କର୍ମଚାରୀ ନିଯୁକ୍ତିରେ ଏକ ବଡ଼ଧରଣର ଜାଲିଆତି ଅଭିଯୋଗ ହୋଇଛି। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଏହି ପ୍ରସଙ୍ଗ ବିଧାନସଭାରେ ଉପସ୍ଥାପନ କରିବା ପରେ ଏହାର ଖୋଳତାଡ଼ ଆରମ୍ଭ…

ନକଲି ସାର୍ଟିଫିକେଟ ଦେଇ ଚାକିରି! ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼

ବରଗଡ଼,୧୦।୪: ନକଲି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ ବରଗଡ଼ ସହରରେ ଥିବା ସମ୍ବଲପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ଖୋଳତାଡ଼ ଆରମ୍ଭ ହୋଇଛି। ଏଥିରେ ଜଣେ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିଲା ବେଳେ ୧୭୪ ଜଣଙ୍କ ଖୋଳତାଡ଼ ଚାଲିଛି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?